Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ ଛଅ ମାସ ମଧ୍ୟରେ ଚିହ୍ନଟ ହେଲେ ସବୁଠୁ କମ ଦୈନିକ ଆକ୍ରାନ୍ତ: ୮ ମୃତ
ଆଜିର ଖବର

ଦେଶରେ ଛଅ ମାସ ମଧ୍ୟରେ ଚିହ୍ନଟ ହେଲେ ସବୁଠୁ କମ ଦୈନିକ ଆକ୍ରାନ୍ତ: ୮ ମୃତ

October 18, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ କରୋନାରେ ୧ ହଜାର ୫୪୨ ଆକ୍ରାନ୍ତ ଚିହ୍ନଟ। ଗତ ୬ ମାସ ମଧ୍ୟରେ ରିପୋର୍ଟ ହୋଇଥିବା ସର୍ବନିମ୍ନ ଦୈନିକ ମାମଲା। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମିତ ସଂଖ୍ୟା ୪ କୋଟି ୪୬ ଲକ୍ଷ ୩୨ ହଜାର ୪୩୦ କୁ ବୃଦ୍ଧି ପାଇଛି। ଆଜି ସକାଳ ୮ ଟାରେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଅପଡେଟ୍ ହୋଇଥିବା ତଥ୍ୟ ଅନୁଯାୟୀ, ଚିକିତ୍ସିତ ହେଉଥିବା ରୋଗୀଙ୍କ ସଂଖ୍ୟା ୨୬ ହଜାର ୪୪୯ କୁ ହ୍ରାସ ପାଇଛି।

ସଂକ୍ରମଣ ହେତୁ ଆଉ ଆଠ ଜଣ ରୋଗୀଙ୍କ ମୃତ୍ୟୁ ସହିତ ମୋଟ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୮ ହଜାର ୯୧୩ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୪୦ ଲକ୍ଷ ୭୭ ହଜାର ୬୮ ରୋଗୀ ସଂକ୍ରମଣମୁକ୍ତ ହୋଇଛନ୍ତି।

ଭାରତ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026
Latest News

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026

୪, ୬୨୩ ଜଣଙ୍କୁ ମିଳିଲା ନିଯୁକ୍ତି

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.