Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦଳ ଛାଡ଼ି ପାରନ୍ତି କର୍ଣ୍ଣାଟକର କଂଗ୍ରେସ ବିଧାୟକ ରୋଶନ୍‌ ବେଗ୍‌ : କଂଗ୍ରେସକୁ କଲେ ଟାର୍ଗେଟ୍‌
ଆଜିର ଖବର

ଦଳ ଛାଡ଼ି ପାରନ୍ତି କର୍ଣ୍ଣାଟକର କଂଗ୍ରେସ ବିଧାୟକ ରୋଶନ୍‌ ବେଗ୍‌ : କଂଗ୍ରେସକୁ କଲେ ଟାର୍ଗେଟ୍‌

May 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Roshan Baig target congress may be he leave this party
Roshan Baig target congress may be he leave this party

କର୍ଣ୍ଣାଟକର କଂଗ୍ରେସ ବିଧାୟକ ରୋଶନ ବେଗ ଦଳ ଛାଡ଼ିବା ନେଇ ମଙ୍ଗଳବାର ସଂକେତ ଦେଇଛନ୍ତି। ଲୋକସଭା ନିର୍ବାଚନ ଏକ୍‍ଜିଟ୍‍ ପୋଲ ରିପୋର୍ଟ ସାମ୍ନାକୁ ଆସିବା ପରେ ଦଳର ନିରାଶାଜନକ ପ୍ରଦର୍ଶନ ପାଇଁ ବେଗ୍‍ କର୍ଣ୍ଣାଟକ କଂଗ୍ରେସ ପ୍ରଭାରୀ କେସି ଭେଣୁଗୋପାଳ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମେୟାଙ୍କୁ ଦାୟୀ କରିଛନ୍ତି। ଏହାସହ ବେଗ୍‍ ଏନ୍‍ଡିଏ ସରକାର ଗଠନ ହେଲେ ତାହା ସହ ସାଲିସ୍‍ କରିବାକୁ ମୁସଲମାନଙ୍କୁ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଏନ୍‍ଡିଏ ସରକାର ଗଠନ କରେ ତେବେ ମୁସଲମାନ ଭାଇମାନେ ବୁଝାମଣା କରିନେବା ଆବଶ୍ୟକ। ଆବଶ୍ୟକ ପଡ଼ିଲେ ବିଜେପି ସହ ହାତ ମିଳାଇ ନେବା ଠିକ୍‍ ହେବ। କୌଣସି ଗୋଟିଏ ଦଳର ଅନୁଗତ ହୋଇ ରହିବା ଅନୁଚିତ। କର୍ଣ୍ଣାଟକରେ କଂଗ୍ରେସ କେବଳ ଜଣେ ମୁସଲମାନଙ୍କୁ ଟିକେଟ୍‍ ପ୍ରଦାନ କରିଛି। ଆବଶ୍ୟକତା ପଡ଼ିଲେ କଂଗ୍ରେସ ଛାଡ଼ିଦେବି କହିଛନ୍ତି ରୋଶନ୍‌ ବେଗ୍‌ । ତାଙ୍କ ମନ୍ତବ୍ୟକୁ ନେଇ ଉପମୁଖ୍ୟମନ୍ତ୍ରୀ ଜି ପରମେଶ୍ବର କହିଛନ୍ତି ଯେ, ଦଳରେ କୌଣସି ପ୍ରଭାବ ପଡ଼ିବ ନାହିଁ । ୨୩ ତାରିଖରେ ଫଳାଫଳ ଘୋଷଣା ହେବା ପରେ ରାଜନୈତିକ ସ୍ଥିତି ବଦଳିଯିବ ।

Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକା ଭିସା ସ୍ଥଗିତ କରିବା ପରେ ପାକିସ୍ତାନର ପ୍ରଥମ ପ୍ରତିକ୍ରିୟା: ଏବେ ଟ୍ରମ୍ପଙ୍କ ପାଦ ଧରିବେ ଶାହବାଜ

January 15, 2026

ଆଥର 450 ଆପେକ୍ସ ନା ସୁଜୁକି ଇ-ଆକ୍ସେସ୍, କେଉଁ ଇଲେକ୍ଟ୍ରିକ୍ ସ୍କୁଟର ଅଧିକ ଶକ୍ତିଶାଳୀ?: ଜାଣନ୍ତୁ ପାର୍ଥକ୍ୟ

January 15, 2026

ପୁଣି JEE ମେନ୍ ପରୀକ୍ଷା ତାରିଖ ପରିବର୍ତ୍ତନ କଲା NTA: ଏବେ ଜାନୁଆରୀ 23 ରେ ହେବ ନାହିଁ ପରୀକ୍ଷା

January 15, 2026

କେରଳର SAI ହଷ୍ଟେଲରେ ଦୁଇ ନାବାଳିକା ଖେଳାଳିଙ୍କ ସନ୍ଦେହଜନକ ମୃତ୍ୟୁ: ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର

January 15, 2026
Latest News

ବିଜେଡିର ବଡ କାର୍ଯ୍ୟାନୁଷ୍ଠାନ, ଦୁଇ ବିଧାୟକଙ୍କୁ ଦଳରୁ କଲା ନିଲମ୍ବିତ

January 15, 2026

ଭାରତରେ ଷ୍ଟାର୍ଟଅପ୍ ଇକୋସିଷ୍ଟମର ପୁନଃନିର୍ମାଣ

January 15, 2026

ଆମେରିକା ଭିସା ସ୍ଥଗିତ କରିବା ପରେ ପାକିସ୍ତାନର ପ୍ରଥମ ପ୍ରତିକ୍ରିୟା: ଏବେ ଟ୍ରମ୍ପଙ୍କ ପାଦ ଧରିବେ ଶାହବାଜ

January 15, 2026

ଆଥର 450 ଆପେକ୍ସ ନା ସୁଜୁକି ଇ-ଆକ୍ସେସ୍, କେଉଁ ଇଲେକ୍ଟ୍ରିକ୍ ସ୍କୁଟର ଅଧିକ ଶକ୍ତିଶାଳୀ?: ଜାଣନ୍ତୁ ପାର୍ଥକ୍ୟ

January 15, 2026

ପୁଣି JEE ମେନ୍ ପରୀକ୍ଷା ତାରିଖ ପରିବର୍ତ୍ତନ କଲା NTA: ଏବେ ଜାନୁଆରୀ 23 ରେ ହେବ ନାହିଁ ପରୀକ୍ଷା

January 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.