Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟାଟା ଇଲେକ୍ଟ୍ରୋନିକ୍ସ ପିଭି ଦ୍ଵାରା ନିଯୁକ୍ତି ପାଇଥିବା ୨୨୦ ଜଣ କଳାହାଣ୍ଡି ଛାତ୍ରୀଙ୍କ ହୋସୁର ଗସ୍ତ
ଆଜିର ଖବର

ଟାଟା ଇଲେକ୍ଟ୍ରୋନିକ୍ସ ପିଭି ଦ୍ଵାରା ନିଯୁକ୍ତି ପାଇଥିବା ୨୨୦ ଜଣ କଳାହାଣ୍ଡି ଛାତ୍ରୀଙ୍କ ହୋସୁର ଗସ୍ତ

October 20, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: ଆଜି ସ୍ଥାନୀୟ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ଠାରେ ଟାଟା ଇଲେକ୍ଟ୍ରୋନିକ୍ସ ପ୍ରାଇଭେଟ୍ ଲିମିଟେଡ ଦ୍ୱାରା ଗତ ୨୪.୯.୨୦୨୨ରେ ନିଯୁକ୍ତି ପାଇଥିବା କଳାହାଣ୍ଡି ଜିଲ୍ଲାର ୨୨୦ ଜଣ ଛାତ୍ରୀଙ୍କ ତାମିଲନାଡୁ ଜିଲ୍ଲାର ହୋସୁର ସହରକୁ ଗସ୍ତ କରିଛନ୍ତି। କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ସକାଳ ୮.୦୦ଘ ସମୟରେ ଉପସ୍ଥିତ ରହି ଛାତ୍ରୀମାନଙ୍କୁ ନେଇ ଯାଉଥିବା ୫ ଟି ବସ କୁ ପତାକା ଦେଖାଇ ଶୁଭ କାମନା କରିଥିଲେ।

ରାଜ୍ୟ ସରକାର ସହଯୋଗ ତଥା ଜିଲ୍ଲା ପ୍ରଶାସନ ଉଦ୍ୟମରେ ପ୍ରଥମ କରି ଏତେ ସଂଖ୍ୟକ ଛାତ୍ରୀ ନିଯୁକ୍ତି ପାଇବା ଆମ ପାଇଁ ଖୁସି ର ଖବର। ଜିଲ୍ଲାର ବିଭିନ୍ନ ବ୍ଲକ ରୁ ବି ଡି ଓ ଙ୍କ ତତ୍ତ୍ଵାବଧାନରେ ଛାତ୍ରୀ ମାନେ ଆଇ ଟି ଆଇ ରେ ପହଞ୍ଚିଥିଲେ।ବସରେ ଛାତ୍ରୀମାନେ ଭୁବନେଶ୍ୱର ଏୟାରପୋର୍ଟ ପହଞ୍ଚି ସେଠାରୁ ବାଙ୍ଗାଲୋର ଯାଇ ହୋସୁର ପହଞ୍ଚିବେ। ଛାତ୍ରୀମାନଙ୍କ ରହିବା,ଖାଇବା ଓ ଅନ୍ୟାନ୍ୟ ସୁବିଧା କରିବା ପାଇଁ ଜିଲ୍ଲା ନିୟୋଜନ ସଂସ୍ଥା ରୁ ଜିଲ୍ଲା କର୍ମନିଯୁକ୍ତି ଅଧିକାରୀ ଅଜିତ କୁମାର ଉତ୍ତରାୟ ତଥା ଅନ୍ୟ ଷ୍ଟାଫ ଦୁଇ ଦିନ ହୋସୁର ରେ ଅବସ୍ଥାନ କରିବେ। ଲାଞ୍ଜିଗଡ଼ ତଥା ଅନ୍ୟାନ୍ୟ ଆଦିବାସୀ ଅଧ୍ୟୁଷିତ ଅଞ୍ଚଲରୁ ଅନେକ ଆଦିବାସୀ ଝିଅ ନିଜର ସୁନ୍ଦର ଭବିଷ୍ୟତ ଗଢ଼ିବା ପାଇଁ ହୋସୁର ଯାଉଛନ୍ତି।

ଏହି ଗସ୍ତ କାର୍ଯ୍ୟକ୍ରମରେ କଳାହାଣ୍ଡି ବିଶ୍ଵବିଦ୍ୟାଳୟ କୁଳପତି ସଞ୍ଜୟ ଶତପଥୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ମନୋଜ ବେହେରା, ଡି ପି ଏମ, ଓ ଏଲ୍ ଏମ ପ୍ରଶାନ୍ତ ମିଶ୍ର, ଏ ପି ଡି ବିମ୍ବାଧର ସାହୁ ଙ୍କ ସମେତ ଗଣ ମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ।

ପି. ଅନ୍ୱେଷା ରେଡ୍ଡୀ
Share. Facebook Twitter LinkedIn Email WhatsApp Copy Link

Related Posts

PUC ନଥିଲେ ୧୦ ହଜାର ଜରିମାନା! ଅକ୍ଟୋବର ୧ରୁ ଦିଲ୍ଲୀରେ ଗାଡ଼ି ଯାଞ୍ଚ, ଜାଣନ୍ତୁ ନୂଆ ନିୟମ

September 27, 2026

ଇନିଂସ୍ ଓପନ କରିବେ ଗିଲ୍ ଏବଂ ଜୟସ୍ଵାଲ୍?: ଆଜି ଏହି ୧୧ ଖେଳାଳିଙ୍କୁ ମିଳିପାରେ ସୁଯୋଗ

September 27, 2026

ଆତଙ୍କବାଦ ପ୍ରସଙ୍ଗ: UNGA ରେ ପାକିସ୍ତାନ ଉପରେ ଆକ୍ରମଣ କଲେ ଜୟଶଙ୍କର

September 27, 2026

୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ଆତ୍ମସାତ୍: ଭିଜିଲାନ୍ସ ପଞ୍ଝାରେ ୨ କର୍ମଚାରୀ

September 27, 2026
Latest News

୩୦ ବର୍ଷ ବୟସ ପରେ କେଉଁ ସ୍ୱାସ୍ଥ୍ୟ ପରୀକ୍ଷା ଜରୁରୀ? ଜାଣନ୍ତୁ କେଉଁ ଟେଷ୍ଟ କେବେ କରିବେ

September 27, 2026

PUC ନଥିଲେ ୧୦ ହଜାର ଜରିମାନା! ଅକ୍ଟୋବର ୧ରୁ ଦିଲ୍ଲୀରେ ଗାଡ଼ି ଯାଞ୍ଚ, ଜାଣନ୍ତୁ ନୂଆ ନିୟମ

September 27, 2026

ଇନିଂସ୍ ଓପନ କରିବେ ଗିଲ୍ ଏବଂ ଜୟସ୍ଵାଲ୍?: ଆଜି ଏହି ୧୧ ଖେଳାଳିଙ୍କୁ ମିଳିପାରେ ସୁଯୋଗ

September 27, 2026

ଆତଙ୍କବାଦ ପ୍ରସଙ୍ଗ: UNGA ରେ ପାକିସ୍ତାନ ଉପରେ ଆକ୍ରମଣ କଲେ ଜୟଶଙ୍କର

September 27, 2026

୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ଆତ୍ମସାତ୍: ଭିଜିଲାନ୍ସ ପଞ୍ଝାରେ ୨ କର୍ମଚାରୀ

September 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.