Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇଆରବି ନବମ ବାଟାଲିୟାନ ଦ୍ୱାରା ୬୩ ତମ ଶହୀଦ ଦିବସ ପାଳିତ
ଆଜିର ଖବର

ଆଇଆରବି ନବମ ବାଟାଲିୟାନ ଦ୍ୱାରା ୬୩ ତମ ଶହୀଦ ଦିବସ ପାଳିତ

October 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଜାରିଙ୍ଗସ୍ଥିତ ନବମ ଆଇ ଆର ବି ବାଟାଲିଆନ ଦ୍ବାରା ୬୩ ତମ ପୋଲିସ ଶହୀଦ ଦିବସ ପାଳିତ ହୋଇଯାଇଛି। ଓଡ଼ିଶାର ୩ ଜଣ ଶହୀଦ ସମେତ ସାରା ଦେଶରେ ଶହୀଦ ହୋଇଥିବା ମୋଟ ୨୬୫ ଜଣ ଙ୍କୁ ଶହୀଦ ସ୍ତମ୍ଭ ନିକଟରେ ଗଭୀର ଶ୍ରଦ୍ଧାଞ୍ଜଳୀ ଦିଆଯାଇଥିଲା।

ଏହି ଅବସରରେ ନବମ ବାଟାଳିଆନ ର କମାଣ୍ଡାଣ୍ଟ ଅକ୍ଷୟ କୁମାର ନାୟକ OAPS ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଇନ୍ସପେକ୍ଟର ବିଜଯ କୁମାର ନନ୍ଦ ଙ୍କ ନେତୃତ୍ବ ରେ ଅନୁଷ୍ଠିତ ପେରେଡ ରେ ଅଭିବାଦନ ଗ୍ରହଣ କରି ନବମ ବାଟାଳୀଆନ ସର୍ବଦା ଦେଶ ମାତୃକା ର ସେବା କରିବା ପାଇଁ ତତ୍ପର ଏବଂ ଉତ୍ସର୍ଗୀକୃତ ବୋଲି ପ୍ରକାଶ କରିଥିଲେ।

ଏହି ଅବସରରେ ଓଡ଼ିଶାର କନ୍ଧମାଳ ଜିଲ୍ଲା ଜି ଉଦୟଗିରି ୨୦୦୬ ନକ୍ସଲ ଆକ୍ରମଣରେ ଶହୀଦ ହୋଇଥିବା ଆଇ ଆର ବି ତୃତୀୟ ବାଟାଳୀଆନ ସିପାହୀ ତନୁର୍ଜୟ ଦୁରିଆ ଙ୍କୁ ଶ୍ରଦ୍ଧାଞ୍ଜଳୀ ଦେବା ସହିତ ଶହିଦ ଙ୍କ ଧର୍ମପତ୍ନୀ ଙ୍କୁ ଉପଢୌକନ ଇତ୍ୟାଦି ଦେଇ ସମ୍ମାନିତ କରିଥିଲେ। ଏହି ଅବସରରେ ଡେପୁଟି କମାଣ୍ଡାଣ୍ଟ ପାତାର ସୋରେଙ୍ଗ OAPS ଓ ସନ୍ତୋଷ ବିଶ୍ବାଳ OAPS ତଥା ଅଶିଷ୍ଟାଣ୍ଟ କମାଣ୍ଡାଣ୍ଟ କଲି ଚରଣ ମାଝି OAPS, ଶରତ କୁମାର ସୁନା OAPS ଓ ମହେନ୍ଦ୍ର ଭୋଇ OAPS ଙ୍କ ସମେତ ସମସ୍ତ ସୁବେଦାର, ସହକାରୀ ସୁବେଦାର ତଥା ସିପାହୀ ଙ୍କ ସମେତ ସ୍ଥାନୀୟ ଜଣା ପ୍ରତିନିଧି ତଥା ବୁଦ୍ଧିଜୀବି ଉପସ୍ଥିତ ଥିଲେ।

କଳାହାଣ୍ଡି ଜାରିଙ୍ଗ ଶହୀଦ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି

June 22, 2026

ପୂର୍ବତଟ ରେଳପଥରେ ୨୭୦ କୋଟି ବ୍ୟୟର କବଚ୍ ସ୍ଥାପନକୁ ଭାରତୀୟ ରେଳବାଇର ମଞ୍ଜୁରୀ

June 22, 2026

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026
Latest News

‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି

June 22, 2026

ପୂର୍ବତଟ ରେଳପଥରେ ୨୭୦ କୋଟି ବ୍ୟୟର କବଚ୍ ସ୍ଥାପନକୁ ଭାରତୀୟ ରେଳବାଇର ମଞ୍ଜୁରୀ

June 22, 2026

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026

ଗଜପତିର ପ୍ରବାସୀ ଶ୍ରମିକଙ୍କ ମରଶରୀରକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.