Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୁଲଗାମରେ ଏନ୍‌କାଉଣ୍ଟର : ୨ ଆତଙ୍କବାଦୀ ନିହତ
ଆଜିର ଖବର

କୁଲଗାମରେ ଏନ୍‌କାଉଣ୍ଟର : ୨ ଆତଙ୍କବାଦୀ ନିହତ

May 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
2 militants killed in kulgam
2 militants killed in kulgam

ଜମ୍ମୁ ଏବଂ କାଶ୍ମୀରରେ ସୁରକ୍ଷା ବଳ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନ୍‌କାଉଣ୍ଟରରେ ୨ ଆତଙ୍କୀ ପ୍ରାଣ ହରାଇଛନ୍ତି । ବୁଧବାର ଗୁଇନ୍ଦା ସୂଚନା ପାଇ ସୁରକ୍ଷା ବଳଙ୍କ ପକ୍ଷରୁ ଏନ୍‌କାଉଣ୍ଟର କରାଯାଇଥିଲା । କୁଲଗାମ ଜିଲ୍ଲାର ଗୋପାଳପୋରା ଅଞ୍ଚଳରେ ଏହି ଏନ୍‌କାଉଣ୍ଟର ସଙ୍ଗଠିତ ହୋଇଥିଲା । ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଚାଲିଥିବା ଏହି ଏନ୍‌କାଉଣ୍ଟରରେ ଦୁଇ ଆତଙ୍କୀ ପ୍ରାଣ ହରାଇଛନ୍ତି । ଆତଙ୍କୀଙ୍କ ପରିଚୟ ମିଳିନଥିବା ବେଳେ ନିକଟସ୍ଥ ଅଞ୍ଚଳରେ ସର୍ଚ୍ଚ ଅପରେସନ୍‌ ଜାରି ରହିଥିବା ନେଇ ସୂଚନା ମିଳିଛି । ବିଗତ ପାଞ୍ଚ ଦିନ ମଧ୍ୟରେ ଏହା ତୃତୀୟ ଆକ୍ରମଣ । ପୂର୍ବରୁ ୪ ଦିନ ତଳେ ପୁଲଓ୍ବାମାରେ ୪ ଆତଙ୍କୀ ନିହତ ହୋଇଥିବା ବେଳେ ଅନନ୍ତନାଗରେ ମଧ୍ୟ ଜଣେ ଆତଙ୍କୀ ପ୍ରାଣ ହରାଇଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

BonV Aero: ଖୋର୍ଦ୍ଧାରେ ବନ୍‌ଭି ଏରୋ ର ନୂଆ ଡ୍ରୋନ ପାର୍କ, ୩୦୦ କୋଟି ଟଙ୍କା ନିବେଶ 

April 11, 2026

ଟ୍ରକ୍‌କୁ ପିଟିଲା ଆମ୍ବୁଲାନ୍ସ : ଜଣେ ମୃତ

April 11, 2026

ଦୁବାଇରୁ କାଠମାଣ୍ଡୁ ଯାଉଥିଲା ବିମାନ, ଲକ୍ଷ୍ନୌ ବିମାନବନ୍ଦରରେ ହେଲା ଜରୁରୀକାଳୀନ ଅବତରଣ

April 11, 2026

ଯୁବକଙ୍କୁ ଉଠାଇନେଲା ପୋଲିସ୍

April 11, 2026
Latest News

BonV Aero: ଖୋର୍ଦ୍ଧାରେ ବନ୍‌ଭି ଏରୋ ର ନୂଆ ଡ୍ରୋନ ପାର୍କ, ୩୦୦ କୋଟି ଟଙ୍କା ନିବେଶ 

April 11, 2026

ଟ୍ରକ୍‌କୁ ପିଟିଲା ଆମ୍ବୁଲାନ୍ସ : ଜଣେ ମୃତ

April 11, 2026

ଦୁବାଇରୁ କାଠମାଣ୍ଡୁ ଯାଉଥିଲା ବିମାନ, ଲକ୍ଷ୍ନୌ ବିମାନବନ୍ଦରରେ ହେଲା ଜରୁରୀକାଳୀନ ଅବତରଣ

April 11, 2026

ମଞ୍ଚୁରିଆନ୍ ଓ କଢାଇ ପନୀର ଖାଇ ମୃତ୍ୟୁ: ଜାଣନ୍ତୁ କାରଣ କ’ଣ, ଗ୍ରୀଷ୍ମଋତୁରେ ଖାଦ୍ୟକୁ ନେଇ ରୁହନ୍ତୁ ସତର୍କ

April 11, 2026

ଯୁବକଙ୍କୁ ଉଠାଇନେଲା ପୋଲିସ୍

April 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.