Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ ୨ ହଜାରରୁ ଊର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ: ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୪ ହଜାର ୪୩
ଆଜିର ଖବର

ଦେଶରେ ୨ ହଜାରରୁ ଊର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ: ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୪ ହଜାର ୪୩

October 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗୋଟିଏ ଦିନରେ ଦେଶରେ ୨ ହଜାର ୧୧୨ ଟି ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ପରେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୪ କୋଟି ୪୬ ଲକ୍ଷ ୪୦ ହଜାର ୭୪୮କୁ ବୃଦ୍ଧି ପାଇଥିବାବେଳେ ଚିକିତ୍ସିତ ହେଉଥିବା ରୋଗୀଙ୍କ ସଂଖ୍ୟା ୨୪ ହଜାର ୪୩ କୁ ହ୍ରାସ ପାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ଆଜି ସକାଳ ୮ ଟାରେ ପ୍ରକାଶିତ ଅପଡେଟ ଅନୁଯାୟୀ ଦେଶରେ ସଂକ୍ରମଣ ହେତୁ ଆଉ ଚାରି ଜଣଙ୍କର ମୃତ୍ୟୁ ପରେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୮ ହଜାର ୯୫୭ କୁ ବୃଦ୍ଧି ପାଇଛି।

ସେହିପରି ସଂକ୍ରମଣରୁ ଉଦ୍ଧାର ହୋଇଥିବା ଲୋକଙ୍କ ସଂଖ୍ୟା ୪ କୋଟି ୪୦ ଲକ୍ଷ ୮୭ ହଜାର ୭୪୮କୁ ବୃଦ୍ଧି ପାଇଛି।

କରୋନା ସକ୍ରିୟ ରୋଗୀ
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026
Latest News

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.