
ଭୁବନେଶ୍ୱର: ଆସନ୍ତା ୨୫ ତାରିଖ ମଙ୍ଗଳବାର ଦିନ ସୂର୍ଯ୍ୟ ପରାଗ ପଡୁଥିବାରୁ ଉକ୍ତ ଦିନଟିକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି।
ତଦନୁଯାୟୀ ଅକ୍ଟୋବର ୨୫ ତାରିଖ ମଙ୍ଗଳବାର ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ କଲେଜ ଆଦି ସମସ୍ତ ଶିକ୍ଷାନୁଷ୍ଠାନ, ରାଜସ୍ବ ବିଭାଗୀୟ କୋର୍ଟ, ବ୍ୟାଙ୍କ ଏବଂ ଅନ୍ୟ ବ୍ୟଙ୍କିଙ୍ଗ ଅନୁଷ୍ଠାନ ବନ୍ଦ ରହିବ।