Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Dhamnagar Bypoll: ଭୋଟ ଦେବାକୁ ଗଲେ କଣ ନେବେ, ନିର୍ବାଚନ କମିଶନରଙ୍କ ସୂଚନା
ଆଜିର ଖବର

Dhamnagar Bypoll: ଭୋଟ ଦେବାକୁ ଗଲେ କଣ ନେବେ, ନିର୍ବାଚନ କମିଶନରଙ୍କ ସୂଚନା

October 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୩ ତାରିଖରେ ୪୬-ଧାମନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚନରେ ଭୋଟରଙ୍କ ପରିଚୟ ନିମନ୍ତେ ଭାରତ ନିର୍ବାଚନ ଆୟୋଗ ଭୋଟର ଫଟୋ ପରିଚୟପତ୍ର (ଇପିଆଇସି) ବ୍ୟତୀତ ଅନ୍ୟ କେତେଗୁଡ଼ିଏ ବିକଳ୍ପ ପରିଚୟପତ୍ର ବ୍ୟବହାରକୁ ଅନୁମତି ପ୍ରଦାନ କରିଛନ୍ତି ।

ମତଦାନ ବେଳେ ଯଦି କୌଣସି ଭୋଟରଙ୍କ ନିକଟରେ ଭୋଟର ଫଟୋ ପରିଚୟପତ୍ର ନଥିବା ତାହେଲେ ସେମାନେ ଅନ୍ୟ ବିକଳ୍ପ ପରିଚୟପତ୍ରକୁ ବ୍ୟବହାର କରି ମତଦାନ କରିପାରିବେ ବୋଲି ନିର୍ବାଚନ ଆୟୋଗ ନିର୍ଦ୍ଦେଶ ଦେଇଛନ୍ତି ।

ଅନ୍ୟ ବିକଳ୍ପ ପରିଚୟପତ୍ର ଗୁଡ଼ିକ ହେଉଛି ୧) ଆଧାର କାର୍ଡ, ୨) ଏମ୍‌ଏନ୍‌ଆର୍‌ଇଜିଏ ଜବ୍‌ କାର୍ଡ, ୩) ବ୍ୟାଙ୍କ କିମ୍ବା ପୋଷ୍ଟ ଅଫିସର ଫଟୋ ଲାଗିଥିବା ପାସ୍‌ବୁକ୍‌, ୪) ସ୍ୱାସ୍ଥ୍ୟବୀମା ସ୍ମାର୍ଟ କାର୍ଡ, ୫) ଡ୍ରାଇଭିଂ ଲାଇସେନ୍ସ, ୬) ପ୍ୟାନ୍‌ କାର୍ଡ, ୭) ପାସ୍‌ପୋର୍ଟ, ୮) ଫଟୋ ଲାଗିଥିବା ପେନ୍‌ସନ୍‌ ବୁକ୍‌, ୯) ରାଜ୍ୟ ବା କେନ୍ଦ୍ର ସରକାରଙ୍କ ପ୍ରଦତ୍ତ ଫଟୋ ଥିବା ଚାକିରି ପରିଚୟ ପତ୍ର, ୧୦) ସରକାରୀ ଭାବେ ସାଂସଦ/ବିଧାୟକମାନଙ୍କୁ ପ୍ରଦାନ କରାଯାଇଥିବା ପରିଚୟପତ୍ର ଏବଂ ୧୧) ଭାରତ ସରକାରଙ୍କ ସାମାଜିକ ନ୍ୟାୟ ବିଭାଗ ଦ୍ୱାରା ପ୍ରଦାନ କରାଯାଇଥିବା ୟୁଡିଆଇଡ଼ି କାର୍ଡ।

ଧାମନଗର ଉପନିର୍ବାଚନରେ ଭୋଟରମାନେ ମତଦାନବେଳେ ଉପରୋକ୍ତ ଯେକୌଣସି ଗୋଟିଏ ପରିଚୟପତ୍ର ଦେଖାଇ ମତଦାନ କରିପାରିବେ ବୋଲି ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶନାମାରେ ଉଲ୍ଲେଖ କରାଯାଇଛି।

Dhamnagar Bypoll ଉପନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

୭ ପାକିସ୍ତାନୀ ସୈନିକଙ୍କୁ ବନ୍ଧକ ରଖିଲେ ବଲୁଚ୍ ସେନା: ଭିଡିଓ ଜାରି କଲା BLA

February 15, 2026

ଆଜିର ଭାରତ-ପାକିସ୍ତାନ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ୧୧ ଏବଂ ପାଣିପାଗ ଅପଡେଟ୍

February 15, 2026

ମହା ଶିବରାତ୍ରୀରେ କିପରି ପୂଜା କରାଯାଏ, କଣ ପାଇଁ ପୂଜା କରାଯାଏ, କେତେ ପ୍ରହର ପୂଜା ହୁଏ

February 15, 2026

1 ଲକ୍ଷ କୋଟିର ସହରୀ ଚ୍ୟାଲେଞ୍ଜ ପାଣ୍ଠିକୁ କ୍ୟାବିନେଟ ମଞ୍ଜୁରି

February 15, 2026
Latest News

୭ ପାକିସ୍ତାନୀ ସୈନିକଙ୍କୁ ବନ୍ଧକ ରଖିଲେ ବଲୁଚ୍ ସେନା: ଭିଡିଓ ଜାରି କଲା BLA

February 15, 2026

ଆଜିର ଭାରତ-ପାକିସ୍ତାନ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ୧୧ ଏବଂ ପାଣିପାଗ ଅପଡେଟ୍

February 15, 2026

ମହା ଶିବରାତ୍ରୀରେ କିପରି ପୂଜା କରାଯାଏ, କଣ ପାଇଁ ପୂଜା କରାଯାଏ, କେତେ ପ୍ରହର ପୂଜା ହୁଏ

February 15, 2026

1 ଲକ୍ଷ କୋଟିର ସହରୀ ଚ୍ୟାଲେଞ୍ଜ ପାଣ୍ଠିକୁ କ୍ୟାବିନେଟ ମଞ୍ଜୁରି

February 15, 2026

ଗୁଜରାଟରେ ଜାତୀୟ ରାଜପଥ – ୫୬ ଚାରି-ଲେନ୍ ଉନ୍ନତିକରଣକୁ କ୍ୟାବିନେଟ୍ ଅନୁମୋଦନ

February 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.