Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିୟନ୍ତ୍ରଣ ରେଖା ନିକଟରେ ଆଇଇଡି ବିସ୍ଫୋରଣ : ୧ ଯବାନ ମୃତ, ୭ ଆହତ
ଆଜିର ଖବର

ନିୟନ୍ତ୍ରଣ ରେଖା ନିକଟରେ ଆଇଇଡି ବିସ୍ଫୋରଣ : ୧ ଯବାନ ମୃତ, ୭ ଆହତ

May 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତ ଏବଂ ପାକିସ୍ତାନ ନିୟନ୍ତ୍ରଣ ରେଖା ନିକଟରେ ଏକ ଆଇଡି ବିସ୍ଫୋରଣ ଘଟିଛି । ଏହି ଆଇଡି ବିସ୍ଫୋରଣରେ ଜଣେ ଭାରତୀୟ ଯବାନଙ୍କ ପ୍ରାଣ ହାନି ଘଟିଥିବା ବେଳେ ୭ ଜଣ ଯବାନ ଆହତ ହୋଇଛନ୍ତି । ବୁଧବାର ୨୨ମେ ରେ ଜମ୍ମୁ କାଶ୍ମୀରର ପୁଞ୍ଚ ଜିଲ୍ଲାରେ ମେନ୍ଧର ଅଞ୍ଚଳରେ ଥିବା ନିୟନ୍ତ୍ରଣ ରେଖା ନିକଟରେ ଏହି ବିସ୍ଫୋରଣ ଘଟିଥିଲା । କିଛିଦିନ ପୂର୍ବେ ଗଡିଚିରୋଲିରେ ନକ୍ସଲ୍‌ ମାନଙ୍କ ଦ୍ବାରା ଘଟାଯାଇଥିବା ଏକ ଆଇଇଡି ବିସ୍ଫୋରଣରେ୧୫ଜଣ ଯବାନ ପ୍ରାଣ ହରାଇଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୨୧ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 21, 2026

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026

ଜାନୁଆରୀରେ ଜିଓ ନେଟୱାର୍କରେ ଯୋଡ଼ିହେଲେ ୧.୮ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା: ଟ୍ରାଇ ତଥ୍ୟ

March 20, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

March 20, 2026
Latest News

ଆଜି ମାର୍ଚ୍ଚ ୨୧ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 21, 2026

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026

ଯାତ୍ରୀ ସୁବିଧା ଓ ସୁରକ୍ଷାର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 20, 2026

ଜାନୁଆରୀରେ ଜିଓ ନେଟୱାର୍କରେ ଯୋଡ଼ିହେଲେ ୧.୮ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା: ଟ୍ରାଇ ତଥ୍ୟ

March 20, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.