Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅମାନିଆ ଗାଡ଼ିଚାଳକଙ୍କ ଉପରେ ବାଲୁଗାଁ ପୋଲିସର କଡ଼ା କାର୍ଯ୍ୟାନୁଷ୍ଠାନ, ଦଶ ଗୋଟି ମାମଲା ରୁଜୁ
ଆଜିର ଖବର

ଅମାନିଆ ଗାଡ଼ିଚାଳକଙ୍କ ଉପରେ ବାଲୁଗାଁ ପୋଲିସର କଡ଼ା କାର୍ଯ୍ୟାନୁଷ୍ଠାନ, ଦଶ ଗୋଟି ମାମଲା ରୁଜୁ

October 31, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁ
ବାଲୁଗାଁ ରେଲୱେ ଓଭର ବ୍ରିଜ ନିକଟରୁ ୧୧୦ ଗ୍ରାମ ବ୍ରାଉନ ସୁଗାର ଜବତ: ଅଭିଯୁକ୍ତ ଗିରଫ

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ପୋଲିସ ପାଇଲଟ୍ ପ୍ରକଳ୍ପ କାର୍ଯ୍ୟକାରୀ କରିବାରେ ଏକ ମାନଦଣ୍ଡ ହାସଲ କରିଛି। ଦ୍ରୁତ ଗତିରେ ଯାଉଥିବା ବାଇକ୍ ଆରୋହୀ ଯେଉଁମାନେ ଯାତ୍ରୀମାନଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରନ୍ତି, ସେମାନଙ୍କୁ ନିୟନ୍ତ୍ରଣ କରିବା ପାଇଁ ଏହି ଯୋଜନା ପୋଲିସ ଉଚ୍ଚାଧିକାରୀଙ୍କ ଦ୍ୱାରା ପ୍ରସ୍ତୁତ କରାଯାଇଛି।

ଖୋର୍ଦ୍ଧା ଏସପିଙ୍କ ନିର୍ଦ୍ଦେଶ ଅନୁଯାୟୀ ଏବଂ ବାଲୁଗାଁ ଏସଡିପିଓଙ୍କ ସକ୍ରିୟ ତତ୍ୱାବଧାନରେ ବାଲୁଗାଁ ଥାନା ବିଭିନ୍ନ ବ୍ୟକ୍ତିଙ୍କ ବିରୋଧରେ ୧୦ ଗୋଟି ମାମଲା ରୁଜୁ କରିଥିବାର ଆଇଆଇସି ରଶ୍ମିରଞ୍ଜନ ଦାସ ସୂଚନା ଦେଇଛନ୍ତି।

ଅନୁରୂପ ଭାବେ ଉକ୍ତ ମାମଲାଗୁଡିକର ତଦନ୍ତ ଶେଷ କରି ୨୪ ଘଣ୍ଟା ମଧ୍ୟରେ ଚିଲିକା କୋର୍ଟରେ ଚାର୍ଜସିଟ୍ ମଧ୍ୟ ଦାଖଲ କରିଛି ପୋଲିସ। ଏବଂ ଚିଲିକା କୋର୍ଟରେ ଶୁଣାଣି ଆରମ୍ଭ ହେବାସହ ବିଚାରପତି ଆଇନ ଖିଲାପକାରୀଙ୍କ ବିରୋଧରେ ମୋଟା ଅଙ୍କର ଜରିମାନା ଲଗାଇଛନ୍ତି।

ସୂଚନା ଥାଉକି ଏହି ଯୋଜନାକୁ ପାଇଲଟ୍ ପ୍ରୋଜେକ୍ଟ ଅଧୀନରେ ନିଆଯାଇଛି, ଯେଉଁଥିରେ ପୋଲିସ୍ ଗାଡ଼ିଚାଳନା ସମୟରେ ଦୃତ ଗତିରେ ଗାଡ଼ି ଚଲାଉଥିବା ଚାଳକ, ମଦ୍ୟପ ଚାଳକ ଏବଂ ମୋବାଇଲ୍ ବ୍ୟବହାରକାରୀଙ୍କ ଉପରେ ନଜର ରଖିବ।

ଅମାନିଆ ଗାଡ଼ିଚାଳକ କଡା କାର୍ଯ୍ୟାନୁଷ୍ଠାନ ବାଲୁଗାଁ ପୋଲିସ ମାମଲା ରୁଜୁ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026

ଆଜି ଏପ୍ରିଲ ୧ ତାରିଖ ବୁଧବାର ଦିନ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଅସୁବିଧା, କରନ୍ତୁ ପ୍ରତିକାର

April 1, 2026

ସଂସଦରେ ଉଠିଲା ପିତୃତ୍ୱ ଛୁଟି ପ୍ରସଙ୍ଗ: ଆଉ ଏକ ସାମାଜିକ ଅଧିକାର ଦାବି କଲେ ରାଘବ ଚଢା

March 31, 2026
Latest News

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026

ଆଜି ଏପ୍ରିଲ ୧ ତାରିଖ ବୁଧବାର ଦିନ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଅସୁବିଧା, କରନ୍ତୁ ପ୍ରତିକାର

April 1, 2026

ସଂସଦରେ ଉଠିଲା ପିତୃତ୍ୱ ଛୁଟି ପ୍ରସଙ୍ଗ: ଆଉ ଏକ ସାମାଜିକ ଅଧିକାର ଦାବି କଲେ ରାଘବ ଚଢା

March 31, 2026

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.