Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଂଗ୍ରେସର ଭାରତ ଯୋଡା ଯାତ୍ରାରେ ସାମିଲ ହେବେ ଏନସିପି ମୁଖ୍ୟ ଶରଦ ପାୱାର
ଆଜିର ଖବର

କଂଗ୍ରେସର ଭାରତ ଯୋଡା ଯାତ୍ରାରେ ସାମିଲ ହେବେ ଏନସିପି ମୁଖ୍ୟ ଶରଦ ପାୱାର

November 1, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶରଦ ପାୱାର
ଶରଦ ପାୱାରଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ, ପୁଣେ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସ ଭାରତ ଯୋଡୋ ଯାତ୍ରା କରୁଛି। ଏହି ଯାତ୍ରା ନଭେମ୍ବର ୭ ତାରିଖରେ ମହାରାଷ୍ଟ୍ରରେ ପହଞ୍ଚିବ। ଏହି ସମୟରେ ଏନସିପି ମୁଖ୍ୟ ଶରଦ ପାୱାର ମଧ୍ୟ ଏହି ଯାତ୍ରାରେ ଯୋଗଦେବେ। ସୂତ୍ରରୁ ଏହା ଜଣାପଡିଛି ଯେ, ଶିବସେନା ନେତା ଆଦିତ୍ୟ ଠାକରେ ମଧ୍ୟ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରାରେ ଯୋଗ ଦେଇ ପାରନ୍ତି।

ଭାରତ ଯୋଡୋ ଯାତ୍ରା ବର୍ତ୍ତମାନ ତେଲେଙ୍ଗାନା ରାଜ୍ୟ ଦେଇ ଯାଉଛି।

ଏନସିପି ମୁଖ୍ୟ କଂଗ୍ରେସ ଭାରତ ଯୋଡା ଯାତ୍ରା ରାହୁଲ ଗାନ୍ଧୀ ଶରଦ ପାୱାର
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ :’ଦିଦି’ ବ୍ରାଣ୍ଡ ପାଇଁ ଏକ ପରୀକ୍ଷା

April 29, 2026

ଖରାଦିନେ ଗର୍ଭବତୀ ମହିଳା କିପରି ଯତ୍ନ ନେବେ

April 29, 2026

ରାଶିଫଳ: ଆଜି ଏପ୍ରିଲ ୨୯ ତାରିଖ ବୁଧବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

April 29, 2026

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026
Latest News

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ :’ଦିଦି’ ବ୍ରାଣ୍ଡ ପାଇଁ ଏକ ପରୀକ୍ଷା

April 29, 2026

ଖରାଦିନେ ଗର୍ଭବତୀ ମହିଳା କିପରି ଯତ୍ନ ନେବେ

April 29, 2026

ରାଶିଫଳ: ଆଜି ଏପ୍ରିଲ ୨୯ ତାରିଖ ବୁଧବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

April 29, 2026

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026

ବସ୍ ଟ୍ରକ ମୁହାଁମୁହିଁ ଧକ୍କା : ୨ ମୃତ

April 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.