Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ବଲପୁର ରେଳମଣ୍ଡଳରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ: ବାତିଲ ହେବ ଏହି ସବୁ ଟ୍ରେନ
ଆଜିର ଖବର

ସମ୍ବଲପୁର ରେଳମଣ୍ଡଳରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ: ବାତିଲ ହେବ ଏହି ସବୁ ଟ୍ରେନ

November 1, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଟିଟିଲାଗଡ-ସମ୍ବଲପୁର ରେଳ ମାର୍ଗରେ ସିକିର-ବଡମାଲ ଷ୍ଟେସନ ମଧ୍ୟରେ ଦୋହରୀକରଣ କାର୍ଯ୍ୟ ସମ୍ପାଦନର କାର୍ଯ୍ୟକାରିତାକୁ ଦୃଷ୍ଟିରେ ରଖି ନିମ୍ନଲିଖିତ ଅନୁଯାୟୀ ଟ୍ରେନ୍ ସେବା ପ୍ରଭାବିତ ହେବ।

ଟ୍ରେନ ବାତିଲ୍:

08317/08318 ସମ୍ବଲପୁର-ଜୁନାଗଡ଼ ରୋଡ୍-ସମ୍ବଲପୁର ପାସେଞ୍ଜର 6 ରୁ 11 ନଭେମ୍ବର, 2022 ମଧ୍ୟରେ ଏବଂ ଜୁନାଗଡ଼ ରୋଡରୁ 7 ରୁ 12 ନଭେମ୍ବର, 2022 ପର୍ଯ୍ୟନ୍ତ ବାତିଲ ରହିବ।

08263/08264 ଟିଟିଲାଗଡ-ବିଳାସପୁର-ଟିଟିଲାଗଡ ପାସେଞ୍ଜର ଟିଟିଲାଗଡ଼ରୁ 7 ରୁ 12 ନଭେମ୍ବର, 2022 ମଧ୍ୟରେ ଏବଂ ବିଲାସପୁରରୁ 6 ରୁ 11 ନଭେମ୍ବର, 2022 ମଧ୍ୟରେ ବାତିଲ ରହିବ।

08277/08278 ଟିଟିଲାଗଡ-ରାୟପୁର-ଟିଟିଲାଗଡ ପାସେଞ୍ଜର ଟିଟିଲାଗଡ଼ରୁ 6 ରୁ 11 ନଭେମ୍ବର, 2022 ମଧ୍ୟରେ ଏବଂ ରାୟପୁର ରୋଡରୁ 7 ରୁ 12 ନଭେମ୍ବର, 2022 ମଧ୍ୟରେ ବାତିଲ ରହିବ।

18301/18302 ସମ୍ବଲପୁର-ରାୟଗଡା-ସମ୍ବଲପୁର ଇଣ୍ଟର ସିଟି ଏକ୍ସପ୍ରେସ 7 ରୁ 11 ନଭେମ୍ବର, 2022 ମଧ୍ୟରେ ଉଭୟ ଦିଗରୁ ବାତିଲ ରହିବ।

ଟ୍ରେନର ଆଂଶିକ ବାତିଲ୍:

ହାଓଡ଼ା ଠାରୁ ଛାଡିବାକୁ ଥିବା 18005/18006 ହାଓଡ଼ା-ଜଗଦଳପୁର-ହାଓଡ଼ା ସମଲେଶ୍ୱରୀ ଏକ୍ସପ୍ରେସ 7 ରୁ 10 ନଭେମ୍ବର ପର୍ଯ୍ୟନ୍ତ ଏବଂ ଜଗଦଳପୁରରୁ 9 ରୁ 12 ନଭେମ୍ବର ମଧ୍ୟରେ ଉଭୟ ପାର୍ଶ୍ୱରୁ ହାଓଡ଼ା ଓ ସମ୍ବଲପୁର ମଧ୍ୟରେ ଚଳାଚଳ କରିବ ଏବଂ ସମ୍ବଲପୁର ଓ ଜଗଦଳପୁର ମଧ୍ୟରେ ବାତିଲ ରହିବ।

12871 & 22861/12872 & 22862 ହାଓଡ଼ା-ଟିଟିଲାଗଡ଼/କଣ୍ଟାବାଞ୍ଜି-ହାଓଡ଼ା ଇସ୍ପାତ ଏକ୍ସପ୍ରେସ 7 ରୁ 11 ନଭେମ୍ବର, 2022 ମଧ୍ୟରେ ହାଓଡ଼ା ଠାରୁ ଏବଂ 8 ରୁ 12 ନଭେମ୍ବର, 2022 ମଧ୍ୟରେ କଣ୍ଟାବାଞ୍ଜି/ଟିଟିଲାଗଡ଼ ଠାରୁ ଉଭୟ ପାର୍ଶ୍ୱରୁ ହାଓଡ଼ା ଓ ବଲାଙ୍ଗୀର ମଧ୍ୟରେ ଚଳାଚଳ କରିବ ଏବଂ ବାଲାଙ୍ଗୀର ଓ କଣ୍ଟାବାଞ୍ଜି/ଟିଟିଲାଗଡ଼ ମଧ୍ୟରେ ବାତିଲ ରହିବ।

ଆଧୁନିକୀକରଣ କାର୍ଯ୍ୟ ଆଂଶିକ ବାତିଲ୍ ଟ୍ରେନ ବାତିଲ୍ ସମ୍ବଲପୁର ରେଳମଣ୍ଡଳ
Share. Facebook Twitter LinkedIn Email WhatsApp Copy Link

Related Posts

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026
Latest News

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.