Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେଜ୍ରିୱାଲ ସରକାରଙ୍କ ବଡ ନିଷ୍ପତ୍ତି, ଏବେ ଏହି ଶ୍ରମିକମାନଙ୍କୁ ପ୍ରତିମାସରେ ମିଳିବ ପାଞ୍ଚ ହଜାର
ଆଜିର ଖବର

କେଜ୍ରିୱାଲ ସରକାରଙ୍କ ବଡ ନିଷ୍ପତ୍ତି, ଏବେ ଏହି ଶ୍ରମିକମାନଙ୍କୁ ପ୍ରତିମାସରେ ମିଳିବ ପାଞ୍ଚ ହଜାର

November 2, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଏମସିଡି ନିର୍ବାଚନ ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏକ ବଡ ଘୋଷଣା କରିଛନ୍ତି। ନିର୍ମାଣ କାର୍ଯ୍ୟ ବନ୍ଦ ଦ୍ୱାରା ପ୍ରଭାବିତ ଶ୍ରମିକମାନଙ୍କୁ ମାସିକ ପାଞ୍ଚ ହଜାର ଟଙ୍କା ସହାୟତା ଦିଆଯିବ ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କହିଛନ୍ତି। ସେ ଏକ ଟୁଇଟ୍ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି।

Construction activities have been stopped across Delhi in view of pollution. I have directed Labour Minister, Sh Manish Sisodia, to give Rs 5000 pm as financial support to each construction worker during this period, when construction activities are not permitted

— Arvind Kejriwal (@ArvindKejriwal) November 2, 2022

ଏହି ଟୁଇଟରେ ସେ ଲେଖିଛନ୍ତି ଯେ, ପ୍ରଦୂଷଣକୁ ଦୃଷ୍ଟିରେ ରଖି ସମଗ୍ର ଦିଲ୍ଲୀରେ ନିର୍ମାଣ କାର୍ଯ୍ୟ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏହି ସମୟ ମଧ୍ୟରେ ପ୍ରଭାବିତ ଶ୍ରମିକମାନଙ୍କୁ ମାସିକ ୫ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିବାକୁ ମୁଁ ଶ୍ରମ ମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ନିର୍ଦ୍ଦେଶ ଦେଇଛି।

ଅରବିନ୍ଦ କେଜ୍ରିୱାଲ ଆର୍ଥିକ ସହାୟତା ଏମସିଡି ନିର୍ବାଚନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.