Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»BREAKING NEWS: ପଦ୍ମପୁର ଉପନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ
ଆଜିର ଖବର

BREAKING NEWS: ପଦ୍ମପୁର ଉପନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

November 5, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
BREAKING: ପଦ୍ମପୁର ଉପନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

ଭୁବନେଶ୍ୱର: ଆଜି ନିର୍ବାଚନ କମିଶନର ପଦ୍ମପୁର ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି।  ସେହି ଅନୁସାରେ ଆସନ୍ତା ଡିସେମ୍ବର ୫ ତାରିଖରେ ପଦ୍ମପୁର ଉପନିର୍ବାଚନ ହେବ ବୋଲି ଘୋଷଣା ହୋଇଛି। ଏହି ଉପନିର୍ବାଚନ ପାଇଁ ନଭେମ୍ବର ୧୦ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ।

ଘୋଷଣା ଅନୁସାରେ ନଭେମ୍ବର ୧୭ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି। ୧୮ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ଓ ୨୧ ତାରିଖରେ ନାମାଙ୍କନ ପ୍ରତ୍ୟାହରର ଶେଷ ତାରିଖ ରହିଛି। ଡିସେମ୍ବର ୫ରେ ଭୋଟିଂ ହେବାକୁ ଥିବାବେଳେ ୮ ତାରିଖରେ ଭୋଟ ଗଣତି ହେବ। ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂଂ ବରିହାଙ୍କ ଦେହାନ୍ତ ପରେ ଏହି ଆସନ ଖାଲିପଡ଼ିଛି।

ପଦ୍ମପୁର ଉପନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026
Latest News

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.