Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଦ୍ମପୁର ଉପନିର୍ବାଚନ ନିମନ୍ତେ କମିଟି ଗଠନ କଲା କଂଗ୍ରେସ
ଆଜିର ଖବର

ପଦ୍ମପୁର ଉପନିର୍ବାଚନ ନିମନ୍ତେ କମିଟି ଗଠନ କଲା କଂଗ୍ରେସ

November 5, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପଦ୍ମପୁର ଉପନିର୍ବାଚନ ନିମନ୍ତେ କମିଟି ଗଠନ କଲା କଂଗ୍ରେସ

ଭୁବନେଶ୍ୱର: ଆଗାମୀ ପଦ୍ମପୁର ଉପନିର୍ବାଚନ ନିମନ୍ତେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଶରତ ପଟ୍ଟନାୟକ ଏକ କମିଟି ଗଠନ କରିଛନ୍ତି । ଏହି କମିଟିରେ ପୂର୍ବତନ ମନ୍ତ୍ରୀ ଶ୍ରୀ କିଶୋର ଚନ୍ଦ୍ର ପଟେଲ ଅଧ୍ୟକ୍ଷ ରହିଥିଲା ବେଳେ ବିଧାୟକ ଶ୍ରୀ ସନ୍ତୋଷ ସିଂ ସାଲୁଜା ଆବାହକ ଭାବରେ ଓ ବିଧାୟକ ଶ୍ରୀ ଅଧିରାଜ ମୋହନ ପାଣିଗ୍ରାହୀ ଏବଂ ବିଧାୟକ ଡ. ସି. ଏସ ରାଜନ ଏକା ସଭ୍ୟ ଭାବରେ ରହିଛନ୍ତି ।

ଉକ୍ତ କମିଟି ଖୁବଶୀଘ୍ର ପଦ୍ମପୁର ଅଂଚଳ ଗ୍ରସ୍ତକରି ଜିଲ୍ଲା କଂଗ୍ରେସ କମିଟି ସଭାପତି ଶ୍ରୀ ନିହାର ରଞ୍ଜନ ମହାନନ୍ଦ, ଜିଲ୍ଲା କଂଗ୍ରେସ ସାମ୍ମୁଖ୍ୟ, ବିଭାଗ ଓ ପ୍ରକୋଷ୍ଠର ମୁଖ୍ୟ ଏବଂ ଅନ୍ୟାନ୍ୟ କର୍ମକର୍ତାଙ୍କୁ ଭେଟି ସମ୍ଭାବ୍ୟ ବିଜୟୀ ପ୍ରାର୍ଥୀ ମାନଙ୍କ ନାମ ପ୍ରସ୍ତାବ ପ୍ରଦେଶ କଂଗ୍ରେସ କମିଟିକୁ ପ୍ରଦାନ କରିବାପାଇଁ ଶ୍ରୀ ପଟ୍ଟନାୟକ ଅନୁରୋଧ କରିଛନ୍ତି ବୋଲି ପିସିସି କାର୍ଯ୍ୟାଳୟ ସୂତ୍ରରୁ ଏକ ପ୍ରେସ ବିଜ୍ଞପ୍ତିରେ ପ୍ରକାଶ କରାଯାଇଛି ।

Padampur Byelection ଅଧିରାଜ ମୋହନ ପାଣିଗ୍ରାହୀ ପଦ୍ମପୁର ଉପନିର୍ବାଚନ ଶରତ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ସାଇବର ଅପରାଧ ହେଲ୍ପଲାଇନ୍ ୧୯୩୦ର ସମୀକ୍ଷା କଲେ ଅମିତ ଶାହ

June 18, 2026

ତ୍ରୁଟି ସଂଶୋଧନ କରି ପିଲାମାନଙ୍କୁ ନିର୍ଭୁଲ ପାଠ୍ୟପୁସ୍ତକ ତୁରନ୍ତ ଯୋଗାଇ ଦିଆଯାଉ: ଓଷ୍ଟା

June 18, 2026

ଆଜିଠାରୁ ୨୨ ପର୍ଯ୍ୟନ୍ତ ମଧ୍ୟପ୍ରଦେଶ ଏବଂ ଓଡ଼ିଶା ଗସ୍ତ କରିବେ ରାଷ୍ଟ୍ରପତି

June 18, 2026

ବିସ୍ତୃତ ରାଶିଫଳ: ଜୁନ ୧୮ ତାରିଖ ବୁଧବାରରେ ସାତୋଟି ରାଶିର ଭାଗ୍ୟ ହେବ ଉଜ୍ଜଳମୟ

June 18, 2026
Latest News

ସାଇବର ଅପରାଧ ହେଲ୍ପଲାଇନ୍ ୧୯୩୦ର ସମୀକ୍ଷା କଲେ ଅମିତ ଶାହ

June 18, 2026

ତ୍ରୁଟି ସଂଶୋଧନ କରି ପିଲାମାନଙ୍କୁ ନିର୍ଭୁଲ ପାଠ୍ୟପୁସ୍ତକ ତୁରନ୍ତ ଯୋଗାଇ ଦିଆଯାଉ: ଓଷ୍ଟା

June 18, 2026

ଆଜିଠାରୁ ୨୨ ପର୍ଯ୍ୟନ୍ତ ମଧ୍ୟପ୍ରଦେଶ ଏବଂ ଓଡ଼ିଶା ଗସ୍ତ କରିବେ ରାଷ୍ଟ୍ରପତି

June 18, 2026

ବିସ୍ତୃତ ରାଶିଫଳ: ଜୁନ ୧୮ ତାରିଖ ବୁଧବାରରେ ସାତୋଟି ରାଶିର ଭାଗ୍ୟ ହେବ ଉଜ୍ଜଳମୟ

June 18, 2026

‘ଛାତ୍ରଙ୍କ ଭବିଷ୍ୟତ ପାଇଁ ଲଢ଼େଇ’ : କୋଟାରୁ ମୋଦି ସରକାର ବିରୋଧରେ ରାହୁଲଙ୍କ ଶିକ୍ଷା ଆନ୍ଦୋଳନ

June 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.