Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବରିଷ୍ଠ ଓଏଏସ ସ୍ତରରେ ଅଦଳବଦଳ, ଖୋର୍ଦ୍ଧାରେ ନୂଆ ଅତିରିକ୍ତ ଜିଲ୍ଲାପାଳ
ଆଜିର ଖବର

ବରିଷ୍ଠ ଓଏଏସ ସ୍ତରରେ ଅଦଳବଦଳ, ଖୋର୍ଦ୍ଧାରେ ନୂଆ ଅତିରିକ୍ତ ଜିଲ୍ଲାପାଳ

November 7, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବରିଷ୍ଠ ଓଏଏସ ସ୍ତରରେ ଅଦଳବଦଳ, ଖୋର୍ଦ୍ଧାରେ ନୂଆ ଅତିରିକ୍ତ ଜିଲ୍ଲାପାଳ

ଭୁବନେଶ୍ବର: ଓଡ଼ିଶା ପ୍ରଶାସନିକ ସେବା(OAS )ର ଅଧିକାରୀଙ୍କ ସ୍ତରରେ ଅଦଳବଦଳ ହୋଇଛି। ଏକାଥରେ ଆଠ ଜଣ ବରିଷ୍ଠ ଓଏଏସଙ୍କ ବଦଳି କରାଯାଇଛି।

ସେମାନଙ୍କ ହେଉଛନ୍ତି ..

  • ମନୋଜ କୁମାର ପାଢ଼ୀ- ଅତିରିକ୍ତ ସଚିବ ଭାବେ ଏସଏସଟି ବିଭାଗର ନୂଆ ଦାୟିତ୍ବ
  • ସୁଚାରୁ ଚରଣ ବଳ-ବାଲେଶ୍ବରର ଅତିରିକ୍ତ ଜିଲ୍ଲାପାଳ ଭାବେ ନୂଆ ଦାୟିତ୍ବ
  • ପ୍ରତାପ ଚନ୍ଦ୍ର ବେଉରା- ଖୋର୍ଦ୍ଧା ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଭାବେ ନୂଆ ଦାୟିତ୍ବ
  • ପ୍ରତାପ ଚନ୍ଦ୍ର ପ୍ରଧାନ- ଅତିରିକ୍ତ ଇଓ, ଜିଲ୍ଲାପରିଷଦ ଗଂଜାମ ଦାୟିତ୍ବ ନେବେ
  • କମଳଜୀତ ଦାସ- କଟକ ସବ କଲେକ୍ଟର ଭାବେ ବଦଳି
  • ସୁବ୍ରତ ବେହେରା-ଜେନେରାଲ ମ୍ୟାନଜର ଭୁବନେଶ୍ବର ସ୍ମାର୍ଟ ସିଟି ଭାବେ ବଦଳି
  • ମନୋରଞ୍ଜନ ସାହୁ- ଜେନେରାନ ମ୍ୟାନଜର ସ୍ବତନ୍ତ୍ର ପ୍ରକଳ୍ପ ଭୁବନେଶ୍ବର ସ୍ମାର୍ଟ ସିଟି
  • ଇତିଶ୍ରୀ ନାୟକ-ଡେପୁଟି କଲକ୍ଟେର ପୁରୀକୁ ବଦଳି

ସୋମବାର ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି..

ଓଏଏସ ଅଦଳବଦଳ
Share. Facebook Twitter LinkedIn Email WhatsApp Copy Link

Related Posts

ଏନଟିପିସି କୋରବା ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

September 17, 2026

କେରଳମ୍ ଏବଂ ରାଜସ୍ଥାନର ଗଣମାଧ୍ୟମ ପ୍ରତିନିଧିଙ୍କ ସିଏସଆଇଆର-ଆଇଏମଏମଟି ପରିଦର୍ଶନ

September 17, 2026

ଆଜି ହେଉଛି ସେପ୍ଟେମ୍ବର ୧୭ ତାରିଖ: ଏହି ରାଶିର ବ୍ୟକ୍ତିମାନଙ୍କ ପାଇଁ ରହିଛି ଶୁଭ ଖବର

September 17, 2026

ସମ୍ ଲାଇଫ୍‌ସାଇସେନ୍ସ ଓ ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

September 16, 2026
Latest News

ଅଗ୍ରଣୀ ସିଇଓମାନଙ୍କ ସହ ସେମିକଣ୍ଡକ୍ଟର ଗୋଲଟେବୁଲ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ

September 17, 2026

ଏନଟିପିସି କୋରବା ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

September 17, 2026

କେରଳମ୍ ଏବଂ ରାଜସ୍ଥାନର ଗଣମାଧ୍ୟମ ପ୍ରତିନିଧିଙ୍କ ସିଏସଆଇଆର-ଆଇଏମଏମଟି ପରିଦର୍ଶନ

September 17, 2026

ଆଜି ହେଉଛି ସେପ୍ଟେମ୍ବର ୧୭ ତାରିଖ: ଏହି ରାଶିର ବ୍ୟକ୍ତିମାନଙ୍କ ପାଇଁ ରହିଛି ଶୁଭ ଖବର

September 17, 2026

ୱେଷ୍ଟଇଣ୍ଡିଜ୍ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ: ଆକିବ୍ ଏବଂ ନମନ ଧୀରଙ୍କୁ ସୁଯୋଗ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.