Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ବାଚନୀ ଫଳାଫଳ ଅପଡେଟ୍‌ : ଗାନ୍ଧିନଗରରୁ ଅମିତ୍‌ ଶାହା ବିଜୟୀ
ଆଜିର ଖବର

ନିର୍ବାଚନୀ ଫଳାଫଳ ଅପଡେଟ୍‌ : ଗାନ୍ଧିନଗରରୁ ଅମିତ୍‌ ଶାହା ବିଜୟୀ

May 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
amit shaha won gandhinagar seat
amit shaha won gandhinagar seat

ସପ୍ତଦଶ ଲୋକସଭାର ଭୋଟ୍‌ ଗଣତି ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଇଭିଏମ୍‌ରେ ସିଲ୍‌ ହୋଇଥିବା ନେତାଙ୍କ ଭାଗ୍ୟର ଫଳାଫଳ ଆଜି ଜଣାପଡ଼ିବ । ପାଖାପାଖି ୪୦ ଦିନ ଧରି ଚାଲିରହିଥିବା ସାତ ପର୍ଯ୍ୟାୟ ବିଶିଷ୍ଟ ନିର୍ବାଚନରେ ଫଳାଫଳ  ଆସିବା ପରେ ସରକାର ଗଠନ ନେଇ ଚିତ୍ର ସ୍ପଷ୍ଟ ହେବ । ତେବେ ଏପର୍ଯ୍ୟନ୍ତ ଆସିଥିବା ଫଳାଫଳକୁ ଦେଖିଲେ ମୋଦି ସରକାର ପୁନର୍ବାର ସଫଳତାର ସହ ଶାସନ କ୍ଷମତାକୁ ଆସିବାକୁ ଯାଉଛନ୍ତି। ଚଳିତଥର ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍‌ ଶାହାଙ୍କୁ ଗାନ୍ଧିନଗର ଆସନରୁ ମଇଦାନକୁ ଓହ୍ଲାଇଥିଲା । ଏହି ଆସନରୁ ଅମିତ୍‌ ଶାହା ୫,୫୪,୫୬୮ ଭୋଟ୍‌ରେ ବାଜିମାତ୍‌ କରିଛନ୍ତି । ଗାନ୍ଧିନଗର ଆସନରୁ ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କ ବଦଳରେ ଅମିତ୍‌ ଶାହାଙ୍କୁ ପ୍ରାର୍ଥୀ କରିଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ଆବୁଧାବିର କ୍ରାଉନ୍ ପ୍ରିନ୍ସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

September 12, 2026

ପ୍ରଧାନଶିକ୍ଷୟିତ୍ରୀଙ୍କ ମାଡ଼ରେ କୋମଳମତି ଦିବ୍ୟାଙ୍ଗ ଛାତ୍ରୀଙ୍କ ଆଖି ନଷ୍ଟ

September 12, 2026

ମାଲକାନଗିରିରେ ଲଘୁଚାପ ଜନିତ ପ୍ରବଳ ବର୍ଷା: ୮୦୪.୧ ମିମି ରେକର୍ଡ

September 12, 2026

ରଣପୁର: ବ୍ଲକ ସ୍ତରୀୟ ଉଲ୍ଲାସ ତାଲିମ ଶିବିର ଅନୁଷ୍ଠିତ

September 12, 2026
Latest News

ଆବୁଧାବିର କ୍ରାଉନ୍ ପ୍ରିନ୍ସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

September 12, 2026

ପ୍ରଧାନଶିକ୍ଷୟିତ୍ରୀଙ୍କ ମାଡ଼ରେ କୋମଳମତି ଦିବ୍ୟାଙ୍ଗ ଛାତ୍ରୀଙ୍କ ଆଖି ନଷ୍ଟ

September 12, 2026

ମାଲକାନଗିରିରେ ଲଘୁଚାପ ଜନିତ ପ୍ରବଳ ବର୍ଷା: ୮୦୪.୧ ମିମି ରେକର୍ଡ

September 12, 2026

ରଣପୁର: ବ୍ଲକ ସ୍ତରୀୟ ଉଲ୍ଲାସ ତାଲିମ ଶିବିର ଅନୁଷ୍ଠିତ

September 12, 2026

ବ୍ରିକ୍ସ ସମ୍ମିଳନୀ: ‘ଟାଇଗର ବ୍ରାଇଟ୍‌’ ଜରିଆରେ ବିଶ୍ୱ ଦରବାରରେ ଓଡ଼ିଶା କଫି

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.