Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»BREAKING: କଦଳୀ ପତ୍ରରେ ଗଜପତିଙ୍କ ସହ ମହାପ୍ରସାଦ ସେବନ କଲେ ରାଷ୍ଟ୍ରପତି
ଆଜିର ଖବର

BREAKING: କଦଳୀ ପତ୍ରରେ ଗଜପତିଙ୍କ ସହ ମହାପ୍ରସାଦ ସେବନ କଲେ ରାଷ୍ଟ୍ରପତି

November 10, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
BREAKING: କଦଳୀ ପତ୍ରରେ ଗଜପତିଙ୍କ ସହ ମହାପ୍ରସାଦ ସେବନ କଲେ ରାଷ୍ଟ୍ରପତି

ପୁରୀ: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶ୍ରୀଜୀୟୁଙ୍କୁ ଦର୍ଶନ କରିବା ପରେ ପୁରୀ ରାଜଭବନରେ ସେ ମହାପ୍ରସାଦ ସେବନ କରିଛନ୍ତି। ସେ ରାଜଭବନର ଚଟଣାରେ ବସି କଦଳୀ ପତ୍ରରେ ମହାପ୍ରସାଦ ସେବନ କରିଛନ୍ତି। ତାଙ୍କ ସହିତ ପୁରୀ ଗଜପତି ଦିବ୍ୟସିଂହଦେବ, ମହାରାଣୀ ଏବଂ ତାଙ୍କ ଝିଅଜୋଇଁ ଏକତ୍ର ଖାଇ ବସିଥିଲେ।

ଏ ନେଇ ରାଜଭବନ ତଥା ମନ୍ଦିର ପ୍ରଶାସନ ତରଫରୁ ବ୍ୟବସ୍ଥା କରାଯାଇଥିଲା। ରାଷ୍ଟ୍ରପତିଙ୍କ ପାଇଁ ବିଭିନ୍ନ ପ୍ରକାରର ମହାପ୍ରସାଦ ମନ୍ଦିରରୁ ଅଣାଯାଇଥିଲା। ସମସ୍ତେ କଦଳୀ ପତ୍ର ସହିତ ମାଟି କୁଡୁଆରେ ଡାଲି ପ୍ରଭୃତି ଜିନିଷ ପରଷା ଯାଇଥିଲା। ଏଥିସହିତ ହାତ ଧୋଇବା ପାଇଁ ସ୍ବତନ୍ତ୍ର ଭାବେ କଂସା ପାତ୍ରର ବ୍ୟବସ୍ଥା କରାଯାଇଥିଲା।

President in Odisha
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026

ଏକା ବିମାନରେ ଫଡନଭିସ-ଉଦ୍ଧବ! ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ଝଡ଼

June 26, 2026

ନିର୍ବାଚନ ମୋଡ୍‌ରେ କଂଗ୍ରେସ, ୟୁପିରେ ନୂଆ ରାଜନୈତିକ ସମୀକରଣ ଆରମ୍ଭ

June 26, 2026

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ପ୍ରାଣୀଧନ ନିରୀକ୍ଷକ

June 26, 2026
Latest News

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026

ଆଜି ଜୁନ୍ ୨୭ ତାରିଖ ଶନିବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

June 27, 2026

ଏକା ବିମାନରେ ଫଡନଭିସ-ଉଦ୍ଧବ! ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ଝଡ଼

June 26, 2026

ନିର୍ବାଚନ ମୋଡ୍‌ରେ କଂଗ୍ରେସ, ୟୁପିରେ ନୂଆ ରାଜନୈତିକ ସମୀକରଣ ଆରମ୍ଭ

June 26, 2026

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ପ୍ରାଣୀଧନ ନିରୀକ୍ଷକ

June 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.