Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Breaking News: ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜୁ ଜନତା ଦଳ
ଆଜିର ଖବର

Breaking News: ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜୁ ଜନତା ଦଳ

November 14, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Breaking News: ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜୁ ଜନତା ଦଳ

ଭୁବନେଶ୍ବର: ଶେଷରେ ବିଜୁ ଜନତା ଦଳ ପଦ୍ମପୁର ଉପନିର୍ବାଚନ ପାଇଁ ତାହାର ପ୍ରାର୍ଥୀ ଘୋଷଣା କରିଛି। ସେ ହେଉଛନ୍ତି ସ୍ବର୍ଗତ ବିଜୟ ରଂଜନ ସିଂ ବରିହାଙ୍କ ଝିଅ ବର୍ଷା ବରିହା। ଆଜି ଏ ନେଇ ବିଜେଡି ସଭାପତି ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ବର୍ଷା ହେଉଛନ୍ତି ବିଜେପି ନେତା ତଥା ସତ୍ୟବାଦୀର ପୂର୍ବତନ ବିଧାୟକ ରମାରଂଜନ ବଳିଆୟରସିଂଙ୍କ ବୋହୁ। ସେ ହେଉଛନ୍ତି ରମାରଂଜନଙ୍କ ପୁତ୍ର ସୌରଭ ବଳିଆରସିଂଙ୍କ ଧର୍ମପତ୍ନୀ। ବର୍ଷାଙ୍କୁ ଟିକେଟ ମିଳିବ ବୋଲି ପୂର୍ବରୁ ଚର୍ଚ୍ଚା ଚାଲିଥିଲା।

Padampur Byelection ପଦ୍ମପୁର ଉପନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026

ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

February 11, 2026

ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଓଡ଼ିଶା ସରକାର

February 11, 2026

ଟିମ୍ ଇଣ୍ଡିଆକୁ ଡବଲ ଝଟକା: ଅଭିଷେକ ଶର୍ମା ଅସୁସ୍ଥ ଖବର ପରେ ଇଶାନ କିଷାନ ଆହତ!

February 11, 2026
Latest News

ଚିଲିକା: ଭିବି ରାମଜି ଅଧୀନରେ ବ୍ଲକ୍ ସ୍ତରୀୟ ସାଧାରଣ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

February 11, 2026

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026

ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

February 11, 2026

ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଓଡ଼ିଶା ସରକାର

February 11, 2026

ଟିମ୍ ଇଣ୍ଡିଆକୁ ଡବଲ ଝଟକା: ଅଭିଷେକ ଶର୍ମା ଅସୁସ୍ଥ ଖବର ପରେ ଇଶାନ କିଷାନ ଆହତ!

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.