Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କ୍ରମାଗତ ପଞ୍ଚମ ଥର ପାଇଁ ବିଜେଡି ସରକାର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମୋଦିଙ୍କ ଶୁଭେଚ୍ଛା
ଆଜିର ଖବର

କ୍ରମାଗତ ପଞ୍ଚମ ଥର ପାଇଁ ବିଜେଡି ସରକାର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମୋଦିଙ୍କ ଶୁଭେଚ୍ଛା

May 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
pm congratulate naveen and jagan
pm congratulate naveen and jagan

ଓଡିଶାରେ ବୃହତ ବିଜୟ ସହିତ କ୍ରମାଗତ ପଞ୍ଚମ ଥର ପାଇଁ ସରକାର ଗଠନ କରିଛି ବିଜେଡି। ଏହି ଅବସରରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସୋସିଆଲ ମିଡିଆ ସାଇଟ୍‌ ଟ୍ବିଟ୍ଟର ଜରିଆରେ ନବୀନଙ୍କୁ ଶୁଭେଚ୍ଛା ବାର୍ତ୍ତା ପ୍ରଦାନ କରିଥିଲେ ମୋଦି। ଟ୍ବିଟ୍ଟର ଜରିଆରେ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଓ୍ବାଇଏସ୍‌ଆର୍‌ କଂଗ୍ରେସ ନେତା ଜଗନ ମୋହନ ରେଡ୍ଡୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ରାଜ୍ୟରେ ବିଜେଡି ୭୦ ଆସନରେ ବିଜୟ ହାସଲ କରିବା ସହିତ ୪୧ ଆସନରେ ଅଗ୍ରଣୀ ରହିଛି। ସେହିପରି ଓ୍ବାଇଏସ୍‌ଆର କଂଗ୍ରେସ ୧୭୫ରୁ ୧୨୯ ଆସନରେ ବିଜୟୀ ହୋଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଚାଷୀ ସଚେତନତା ରଥର ଶୁଭାରମ୍ଭ କାଳେ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

December 22, 2025

ପରବ-2025 ରେ ଯୋଗ ଦେଇ କୋରାପୁଟକୁ ୫୪୫ କୋଟି ଟଙ୍କା ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

December 22, 2025

ସରକାରୀ ନିୟମ ନ ମାନିଲେ, ଧାନ ମିଲରଙ୍କ ଉପରେ ହେବ କଡା କାର୍ଯ୍ୟାନୁଷ୍ଠାନ: ଉପମୁଖ୍ୟମନ୍ତ୍ରୀ

December 22, 2025

ନବମ ବିଜୁ ମାରାଥନ: ୧୨୦୦ ପ୍ରତିଯୋଗୀଙ୍କ ଅଂଶଗ୍ରହଣ

December 22, 2025
Latest News

ଚାଷୀ ସଚେତନତା ରଥର ଶୁଭାରମ୍ଭ କାଳେ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

December 22, 2025

ପରବ-2025 ରେ ଯୋଗ ଦେଇ କୋରାପୁଟକୁ ୫୪୫ କୋଟି ଟଙ୍କା ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

December 22, 2025

ସରକାରୀ ନିୟମ ନ ମାନିଲେ, ଧାନ ମିଲରଙ୍କ ଉପରେ ହେବ କଡା କାର୍ଯ୍ୟାନୁଷ୍ଠାନ: ଉପମୁଖ୍ୟମନ୍ତ୍ରୀ

December 22, 2025

ନବମ ବିଜୁ ମାରାଥନ: ୧୨୦୦ ପ୍ରତିଯୋଗୀଙ୍କ ଅଂଶଗ୍ରହଣ

December 22, 2025

ଆଜି ସୋମବାରରେ ଏହି ସାତୋଟି ରାଶି ପାଇଁ ରହିଛି ଧମାଧମ ଲାଭ, କେବେ ଚିନ୍ତା କରି ନ ଥିବେ

December 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.