Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ଆୟୋଜିତ ହେବ ଜନଜାତୀୟ ଗୌରବ ଦିବସ
ଆଜିର ଖବର

ଭୁବନେଶ୍ବରରେ ଆୟୋଜିତ ହେବ ଜନଜାତୀୟ ଗୌରବ ଦିବସ

November 15, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭଗବାନ ବିର୍ସା ମୁଣ୍ଡା
ଜନଜାତୀୟ ଗୌରବ ଦିବସ: ଭାରତର ଜନଜାତି ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ସମ୍ମାନ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଘୋଷଣାକ୍ରମେ ମହାନ ଜନଜାତି ସ୍ବାଧୀନତା ସଂଗ୍ରାମୀ ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ନଭେମ୍ବର ୧୫ ତାରିଖକୁ ଜନଜାତୀୟ ଗୌରବ ଦିବସ ଭାବେ ପାଳନ କରାଯାଉଛି। ଏହି କ୍ରମରେ ଭୁବନେଶ୍ବରସ୍ଥିତ କିସ୍‌ ବିଶ୍ବବିଦ୍ୟାଳୟ ପରିସରରେ ଜନଜାତୀୟ ଗୌରବ ଦିବସ ଆୟୋଜନ କରାଯିବ।

ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ କେନ୍ଦ୍ର ସଂସଦୀୟ ବ୍ୟାପାର ଓ ସଂସ୍କୃତି ରାଷ୍ଟ୍ର ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ। ଏହାଛଡ଼ା ବହୁ ବିଶିଷ୍ଟ ବ୍ୟକ୍ତି ମଧ୍ୟ ସମାରୋହରେ ଅଂଶଗ୍ରହଣ କରିବେ। କାର୍ଯ୍ୟକ୍ରମରେ ସଂସ୍କୃତି ମନ୍ତ୍ରଣାଳୟର ଯୁଗ୍ମ ସଚିବ ଉମା ନନ୍ଦୁରୀ, ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ଅବକାରୀ, ପର୍ଯ୍ୟଟନ ରାଷ୍ଟ୍ର ମନ୍ତ୍ରୀ ଅଶ୍ବିନୀ କୁମାର ପାତ୍ର, ରାଜ୍ୟ ଆଇନ, ଅନୁସୂଚିତ ଜାତି ଓ ଜନଜାତି ବିକାଶ, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ଏହି ଅବସରରେ ଜନଜାତି ଉଦ୍ୟମୀ ଏବଂ ସଫଳ ବ୍ୟକ୍ତିବିଶେଷଙ୍କୁ ସମ୍ମାନିତ କରାଯିବ। କିସ ଛାତ୍ରଛାତ୍ରୀଙ୍କ ଦ୍ବାରା ଜନଜାତି ନୃତ୍ୟ ପରିବେଷଣ କରାଯିବ। ବିଶିଷ୍ଟ ଜନଜାତି ଅତିଥି କଳାକାର ମାନେ କାର୍ଯ୍ୟକ୍ରମ ଅବସରରେ ଢେମସା ନୃତ୍ୟ ପରିବେଷଣ କରିବେ।

ଜନଜାତୀୟ ଗୌରବ ଦିବସ ନରେନ୍ଦ୍ର ମୋଦୀ ଭଗବାନ ବିର୍ସା ମୁଣ୍ଡା ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026

‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶାମୁକ୍ତ ଯୁବବର୍ଗ’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 1, 2026
Latest News

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026

‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶାମୁକ୍ତ ଯୁବବର୍ଗ’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ଆନ୍ଧ୍ରପ୍ରଦେଶ ଏବଂ କର୍ଣ୍ଣାଟକ ଗସ୍ତ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.