Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପିଆଇବିର ବୈଦ୍ୟୁତିକ କାର୍ ଚଳାଚଳକୁ ପତାକା ଦେଖାଇ ଶୁଭାରମ୍ଭ କଲେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ
ଆଜିର ଖବର

ପିଆଇବିର ବୈଦ୍ୟୁତିକ କାର୍ ଚଳାଚଳକୁ ପତାକା ଦେଖାଇ ଶୁଭାରମ୍ଭ କଲେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ

November 15, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କେନ୍ଦ୍ର ମତ୍ସ୍ୟ, ପଶୁସମ୍ପଦ ଓ ଦୁଗ୍ଧ ଏବଂ ସୂଚନା ଓ ପ୍ରସାରଣ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ଏଲ.ମୁରୁଗାନ ପିଆଇବିର ବୈଦ୍ୟୁତିକ କାର୍ ଚଳାଚଳକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ଡକ୍ଟର ଏଲ୍ ମୁରୁଗାନ୍ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ ଦର୍ଶନରୁ ପ୍ରେରଣା ନେଇ ଭାରତ ସରକାର ଦେଶରେ ବୈଦ୍ୟୁତିକ ଯାନ ବ୍ୟବହାରକୁ ପ୍ରୋତ୍ସାହିତ କରିବା ଏବଂ ଏହାକୁ ମୁଖ୍ୟ ସ୍ରୋତରେ ବ୍ୟବହାର କରିବା ପାଇଁ ଅନେକ ଆଭିମୁଖ୍ୟ ଗ୍ରହଣ କରିଛନ୍ତି।

ଡକ୍ଟର ଏଲ୍ ମୁରୁଗାନ୍ କହିଛନ୍ତି ଯେ ବୈଦ୍ୟୁତିକ କାରଗୁଡିକର ଚାହିଦାକୁ ଆହୁରି ବୃଦ୍ଧି ପାଇଁ ଭାରତ ସରକାର ଲକ୍ଷ୍ୟ ରଖିଛନ୍ତି। ୨୦୨୩ ସୁଦ୍ଧା କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ସମସ୍ତ ବିଭାଗ ଦ୍ୱାରା ଖରିଦ ହେଉଥିବା କିମ୍ବା ଭଡାରେ ଆସୁଥିବା କାର ମଧ୍ୟରୁ ଅତିକମରେ ଏକ ତୃତୀୟାଂଶ ବୈଦ୍ୟୁତିକ କାର ହେବ। ସେହି ଲକ୍ଷ୍ୟ ଅନୁଯାୟୀ ଆଜି ୧୪ ଟି କାର ବଦଳାଇଥିବାରୁ ସେ ପତ୍ର ସୂଚନା କାର୍ଯ୍ୟାଳୟକୁ ପ୍ରଶଂସା କରିଥିଲେ।

ପିଆଇବି ଭାରତ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ସେପ୍ଟେମ୍ବର ୧ରୁ ନୂଆ ନିୟମ!: ଅନ୍ତର୍ଜାତୀୟ ଯାତ୍ରୀମାନଙ୍କୁ ଆବଶ୍ୟକ ନାହିଁ ଶାରୀରିକ ବୋର୍ଡିଂ ପାସ୍ 

August 22, 2026

ପିଲାମାନଙ୍କୁ ମିଳିବ ସୁନା ମୁଦି: ଅଳଙ୍କାର କମ୍ପାନୀକୁ କାର୍ଯ୍ୟାଦେଶ ଦେଲେ ବିଜୟ ସରକାର

August 22, 2026

ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ କାର୍ଯ୍ୟାଳୟକୁ ସିଲ୍ କଲା ଉତ୍ତର ପ୍ରଦେଶର ପ୍ରଶାସନ 

August 22, 2026

ରେଳ ଧାରଣାରୁ ଦୁଇ ମୃତଦେହ ଉଦ୍ଧାର

August 22, 2026
Latest News

ସେପ୍ଟେମ୍ବର ୧ରୁ ନୂଆ ନିୟମ!: ଅନ୍ତର୍ଜାତୀୟ ଯାତ୍ରୀମାନଙ୍କୁ ଆବଶ୍ୟକ ନାହିଁ ଶାରୀରିକ ବୋର୍ଡିଂ ପାସ୍ 

August 22, 2026

ପିଲାମାନଙ୍କୁ ମିଳିବ ସୁନା ମୁଦି: ଅଳଙ୍କାର କମ୍ପାନୀକୁ କାର୍ଯ୍ୟାଦେଶ ଦେଲେ ବିଜୟ ସରକାର

August 22, 2026

ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ କାର୍ଯ୍ୟାଳୟକୁ ସିଲ୍ କଲା ଉତ୍ତର ପ୍ରଦେଶର ପ୍ରଶାସନ 

August 22, 2026

ରେଳ ଧାରଣାରୁ ଦୁଇ ମୃତଦେହ ଉଦ୍ଧାର

August 22, 2026

ତେଲେଙ୍ଗାନାରେ ରାଜନୈତିକ ଉତ୍ତେଜନା!: ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଜମି ଦୁର୍ନୀତି ଅଭିଯୋଗ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.