Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆରେ ରକ୍ତଦାନ ଶିବିର: ୧୦୦ ୟୁନିଟ୍ ର ବ୍ଲଡ୍ ସଂଗ୍ରହ
ଆଜିର ଖବର

ସୋଆରେ ରକ୍ତଦାନ ଶିବିର: ୧୦୦ ୟୁନିଟ୍ ର ବ୍ଲଡ୍ ସଂଗ୍ରହ

November 15, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ଏଚ୍‌ଡିଏଫ୍‌ସି ବ୍ୟାଙ୍କର ମିଳିତ ସହଯୋଗରେ ମଙ୍ଗଳବାର ଏକ ରକ୍ତଦାନ ଶିବିର ସୋଆ କ୍ୟାମ୍ପସ୍‌- ୨ରେ ଅନୁଷ୍ଠିତ ହୋଇଯାଇଛି।

ଓଡିଶା ବ୍ଲଡ୍ ବ୍ୟାଙ୍କ ଏବଂ ସମ୍ ହସ୍ପିଟାଲ୍ ର ବ୍ଲଡ୍ ବ୍ୟାଙ୍କ ପକ୍ଷରୁ ଏହି ରକ୍ତଦାନ ଶିବିର ପରିଚାଳନା କରାଯାଇଥିଲା।

ଏହି ରକ୍ତଦାନ ଶିବିରକୁ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ର ପ୍ରଫେସର ବସନ୍ତ କୁମାର ପତି ଏବଂ ସୋଆର ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଂଜନ ଦାସ ଉଦ୍‌ଘାଟନ କରିଥିଲେ।

ଏଚ୍‌ଡିଏଫ୍ ସି ବ୍ୟାଙ୍କ ପକ୍ଷରୁ ପ୍ରବନ୍ଧକ ଆର୍‌. ନିଗମ ମିଶ୍ର, ଚିନ୍ମୟ ପ୍ରଧାନ, ପ୍ରିୟବ୍ରତ ସ୍ୱାଇଁ, ଉପ- ପ୍ରବନ୍ଧକ ସଂଘମିତ୍ରା ମହାରଣା, କାର୍ଯ୍ୟକାରୀ କମିଟିର ସହ ସଭାପତି ଅକ୍ଷୟ ମିଶ୍ର ଓ ସମ୍ବିତ୍ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

ସୋଆର ଛାତ୍ରଛାତ୍ରୀ ଓ କର୍ମଚାରୀ ମାନଙ୍କ ଠାରୁ ପ୍ରାୟ ୧୦୦ ୟୁନିଟ୍ ର ବ୍ଲଡ୍ ସଂଗ୍ରହ କରାଯାଇଛି।

ରକ୍ତଦାନ ଶିବିର ଶିକ୍ଷା ଓ ଅନୁସନ୍ଧାନ ସମ୍ ହସ୍ପିଟାଲ୍
Share. Facebook Twitter LinkedIn Email WhatsApp Copy Link

Related Posts

ଅପ୍ରେଲ ୧୪ ରେ ବାଲୁଗାଁରେ ଅଷ୍ଟଶମ୍ଭୁ ମିଳନ: ପ୍ରସ୍ତୁତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 7, 2026

ଆଜି ଏପ୍ରିଲ ୭ ତାରିଖ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 7, 2026

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

୯ ପୋଲିସକୁ ଫାଶୀ

April 6, 2026
Latest News

ଅପ୍ରେଲ ୧୪ ରେ ବାଲୁଗାଁରେ ଅଷ୍ଟଶମ୍ଭୁ ମିଳନ: ପ୍ରସ୍ତୁତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 7, 2026

ଆଜି ଏପ୍ରିଲ ୭ ତାରିଖ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 7, 2026

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

୯ ପୋଲିସକୁ ଫାଶୀ

April 6, 2026

ଓଡ଼ିଶାରେ ଯଥେଷ୍ଟ ପରିମାଣରେ ଇନ୍ଧନ ଗଚ୍ଛିତ ଅଛି: ସ୍ପଷ୍ଟ କଲେ ସରକାର

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.