Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକ ଆଗ୍ରାଭେଟ କମ୍ପାନୀଙ୍କୁ ରାଜ୍ୟ ସରକାର ୨୫ ଏକର ଜମି ପ୍ରଦାନ ନେଇ କଂଗ୍ରେସର ଅଭିଯୋଗ
ଆଜିର ଖବର

କଟକ ଆଗ୍ରାଭେଟ କମ୍ପାନୀଙ୍କୁ ରାଜ୍ୟ ସରକାର ୨୫ ଏକର ଜମି ପ୍ରଦାନ ନେଇ କଂଗ୍ରେସର ଅଭିଯୋଗ

November 15, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
କଟକ ଆଗ୍ରାଭେଟ କମ୍ପାନୀଙ୍କୁ ରାଜ୍ୟ ସରକାର ୨୫ ଏକର ଜମି ପ୍ରଦାନ ନେଇ କଂଗ୍ରେସର ଅଭିଯୋଗ

ଭୁବନେଶ୍ୱର: କଟକ ଜିଲ୍ଳା ବାଙ୍କି ତହସିଲର ବାଁରା ଗ୍ରାମ ନିକଟବର୍ତୀ ଅଂଳଚରେ ୨୫.୬୦୦ ଏକର ଜମି ରାଜ୍ୟ ସରକାର ୨୦୨୧ ମସିହା ସେପ୍ଟେମ୍ବର ମାସ ୧୩ ତାରିଖ ଦିନ ପଞ୍ଜାବର ଶ୍ରୀଯୁକ୍ତ ସିଙ୍ଗଲା ନାମକ ଜୈନିକ ବ୍ୟବସାୟୀଙ୍କ କଟକ ଆଗ୍ରାଭେଟ ନାମକ କମ୍ପାନୀକୁ ୬୭ଲକ୍ଷ ୨୧ ହଜାର ୨ଶହ ୨ଟଙ୍କାରେ ୯୦ ବର୍ଷ ପାଇଁ ଇଡକୋ ଦ୍ୱାରା ଜମି ଯୋଗା ଯାଇଅଛି।

କିଛି ନିହତ ସ୍ୱାର୍ଥ ଉଦ୍ଦେଶ୍ୟରେ ଏ ଜମିକୁ ହସ୍ତାନ୍ତର କରାଯାଇଅଛି ବୋଲି ଆଜି ପ୍ରଦେଶ କଂଗ୍ରେସ କାର‌୍ୟ୍ୟାଳୟ ଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ବାଙ୍କିର ପୂର୍ବତନ ବିଧାୟକ ତଥା ପୂର୍ବତନ ପ୍ରଦେଶ କଂଗ୍ରେସ ଉପସଭାପତି ଡ. ଦେବାଶିଷ ପଟ୍ଟନାୟକଙ୍କୁ ଗଣମାଧ୍ୟମ ସାମନାରେ ବିଶୋଦଗାର କରିଛନ୍ତି ।

ସେ କହିଛନ୍ତି ଯେ, ଏଠାରେ କଟକ ଆଗ୍ରାଭେଟ ଏକ ଇଥାନଲ କାରଖାନା ବସାଇବ। ଏହି କାରଖାନାରୁ ୧୨୫ କେଏଲପିଡି ଇଥାନଲ ଉତ୍ପାଦିତ ହେବ ବୋଲି କୁହାଯାଉଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ସରକାର ଯୋଗାଇଦେଇଥିବା ଉପରୋକ୍ତ ଜମି ଡମପଡ଼ା ବାଙ୍କି ନିଶିଦ୍ଧାଂଚଳ ଜଙ୍ଗଲକୁ ଲାଗିଛି। ଏହି ଜମି ରାସ୍ତାଦେଇ ହାତିମାନେ ପ୍ରତିଦିନ ଗମନାଗମନ କରନ୍ତି। ମହାନଦୀ ମୂହାଣରୁ ପାଣି ପିଅନ୍ତି।

ଏହି ଅଂଚଳକୁ ବହୁ ବିଦେଶାଗତ ସାଇବେରିଆ ଅଂଚଳରୁ ପକ୍ଷୀ ପ୍ରତିବର୍ଷ ଆସନ୍ତି। ତତ୍‌ସହିତ ଏହି ଜମି ସଂଲଗ୍ନ ଅଂଚଳଟିରେ ଭାଲୁ, ହରିଣ, ସମ୍ବର, ଠେକୁଆ, ଗୋଧି, ମୟୁର ଏବଂ ଅଜଗର ଇତ୍ୟାଦି ପଶୁ, ସରିଶୃପ ଓ ପକ୍ଷୀ ମାନଙ୍କର ବାସସ୍ଥଳିତ ଅଟେ । ରାଜ୍ୟ ସରକାର ଏହି ଜମିକୁ ଶିଳ୍ପ ସ୍ଥାପନ ନିମନ୍ତେ ଦେବାବେଳେ ଇଡକୋ, କଟକ ଜିଲ୍ଲା ପ୍ରଶାସନ ବାଙ୍କି ସବ୍‌କଲେକ୍ଟର ତହସିଲଦାର ତଥା ରାଜ୍ୟ ପ୍ରଶାସନର ଜଙ୍ଗଲ ଓ ପର‌୍ୟ୍ୟାବରଣ ବିଭାଗ ସମସ୍ତ ଆଇନ କାନୁନକ୍ ଉଲ୍ଲଙ୍ଘନ କରି ଶିଳ୍ପପତିଙ୍କ ସ୍ୱାର୍ଥରକ୍ଷା ତଥା ଅନ୍ୟ

ତେଣୁ ସରକାର ଖୋଦ ମୁଖ୍ୟମନ୍ତ୍ରୀ ଏହି ନଷ୍ପତିର ପୂର୍ନବିଚାର କରନ୍ତୁ ବୋଲି ଶ୍ରୀ ପଟ୍ଟନାୟକ ନିବଦେନ କରିଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ପ୍ରଦେଶ କଂଗ୍ରେସ ପ୍ରବକ୍ତା ମହମ୍ମଦ ହୁସେନ ଓ ରଜନୀ ମହାନ୍ତି ଉପସ୍ଥିତ ଥିଲେ ।

କଂଗ୍ରେସ ଦେବାଶିଷ ପଟ୍ଟନାୟକ କଂଗ୍ରେସ
Share. Facebook Twitter LinkedIn Email WhatsApp Copy Link

Related Posts

ଆତଙ୍କବାଦ ଉପରେ ଟଙ୍କା ଖର୍ଚ୍ଚ କରୁଥିବା ପାକିସ୍ତାନକୁ ମିଳିଲା ୪୧୦ ମିଲିୟନ ଡଲାରର ସମ୍ପତ୍ତି

August 25, 2025

ଆଜି ଭୁବନେଶ୍ୱରରେ ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀମାନଙ୍କ ସମ୍ମିଳନୀ

August 25, 2025

ପାଣିପାଗ ବିଭାଗର ଚେତାବନୀ ଜାରି: ରାଜ୍ୟରେ ଏହି ତାରିଖ ଯାଏଁ ଲାଗି ରହିବ ବର୍ଷା

August 25, 2025

ଭୁବନେଶ୍ୱରରେ ନିର୍ମିତ ପ୍ରଧାନମନ୍ତ୍ରୀଙ୍କ ଚକୋଲେଟ୍‌ ପ୍ରତିମୂର୍ତ୍ତିକୁ ସେୟାର କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

August 25, 2025
Latest News

ଆତଙ୍କବାଦ ଉପରେ ଟଙ୍କା ଖର୍ଚ୍ଚ କରୁଥିବା ପାକିସ୍ତାନକୁ ମିଳିଲା ୪୧୦ ମିଲିୟନ ଡଲାରର ସମ୍ପତ୍ତି

August 25, 2025

ଆଜି ଭୁବନେଶ୍ୱରରେ ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀମାନଙ୍କ ସମ୍ମିଳନୀ

August 25, 2025

ପାଣିପାଗ ବିଭାଗର ଚେତାବନୀ ଜାରି: ରାଜ୍ୟରେ ଏହି ତାରିଖ ଯାଏଁ ଲାଗି ରହିବ ବର୍ଷା

August 25, 2025

ଭୁବନେଶ୍ୱରରେ ନିର୍ମିତ ପ୍ରଧାନମନ୍ତ୍ରୀଙ୍କ ଚକୋଲେଟ୍‌ ପ୍ରତିମୂର୍ତ୍ତିକୁ ସେୟାର କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

August 25, 2025

ନୂଆଁଖାଇ ପର୍ବ: ନବାନ୍ନ ଲାଗି ପାଇଁ ମା’ ସମଲେଶ୍ୱରୀଙ୍କ ନିକଟରେ ପହଞ୍ଚିଲା ନୂଆ ଧାନ

August 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.