Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୋ ଜୀବନର ମୋଡ଼ ବଦଳାଇଛି ଗଣମାଧ୍ୟମ: ଯୁବ ବୈଜ୍ଞାନିକ ଶେଷ କିଷାନ
ଆଜିର ଖବର

ମୋ ଜୀବନର ମୋଡ଼ ବଦଳାଇଛି ଗଣମାଧ୍ୟମ: ଯୁବ ବୈଜ୍ଞାନିକ ଶେଷ କିଷାନ

November 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢ଼ାଖୋଲ: ରେଢାଖୋଲ ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ସ୍ଥାନୀୟ ଏନ୍ ଏସି, ଭୀମ ଭୋଇ କଲ୍ୟାଣ ମଣ୍ଡପ ଠାରେ ଜାତୀୟ ପ୍ରେସ ଦିବସ ପାଳନ ହୋଇଯାଇଛି। ସଂଘ ସଭାପତି ରମାକାନ୍ତ ମହାନନ୍ଦଙ୍କ ସଭାପତିତ୍ଵରେ ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବରେ ଯୁବ ବୈଜ୍ଞାନିକ ଶେଷ କିଷାନ, ମୁଖ୍ୟବକ୍ତା ଭାବରେ ଭୀମଭୋଇ ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ଅଂଜନ କୁମାର ମିଶ୍ର ଯୋଗ ଦେଇଥିଲେ।

ଗଣମାଧ୍ୟମ ମୋ’ଜୀବନର ମୋଡ ବଦଳାଇଛି ଯାହା ପାଇଁ ଆଜି ମୁଁ ପରିଚୟ ସୃଷ୍ଟି କରିପାରିଛି ଗଣମାଧ୍ୟମ ଯୋଗୁଁ ଆଜିର ଦିନରେ ବଣର ମଲ୍ଲୀ ଏବେ ବଣରେ ଫୁଟି ମଉଳି ନଯାଇ ଲୋକଚନକୁ ଆସିପାରୁଛି , ବିଭିନ୍ନ କ୍ଷେତ୍ରରେ କୃତକାର୍ଯ୍ୟ ହୋଇଥିବା ବ୍ୟକ୍ତିମାନଙ୍କୁ ଖୋଜି ସାମ୍ନା କୁ ଆଣିପାରୁଛି ଆଜିର ଗଣମାଧ୍ୟମ ବୋଲି ଯୁବ ବୈଜ୍ଞାନିକ ଶେଷ କିସାନ ନିଜର ବକ୍ତବ୍ୟରେ କହିଛନ୍ତି।

ସେହିପରି ଦେଶ ଗଠନରେ ଗଣମାଧ୍ୟମର ଗୁରୁତ୍ଵ ପୂର୍ଣ୍ଣ ଭୂମିକା ରହିଛି , ଆଜିର ମିଡ଼ିଆ ବଜାରରେ ଖବର ଗୁଡ଼ିକର କିଣା ବିକା ଚାଲିଛି ସେଥିପାଇଁ ସକରାତ୍ମକ ରିପୋର୍ଟ, ତଦନ୍ତ ମୂଳକ ଖବର ଉପରେ ଗୁରୁତ୍ବ ଦେବା ସହିତ ଖବର ଭିତରେ ଲୁଚି ରହିଥିବା ଖବର ଲୋକଙ୍କ ପାଖକୁ ପହଞ୍ଚିଇବା ଗଣମାଧ୍ୟମର ମୁଖ୍ୟ ଲକ୍ଷ୍ୟ ହେବା ଦରକାର ବୋଲି ମୁଖ୍ୟବକ୍ତା କହିଥିଲେ।

ଜାତୀୟ ପ୍ରେସ ଦିବସ ପାଳନ ଅବସରରେ ସଂଘ ସମ୍ପାଦକ କନ୍ଦର୍ପ ବେହେରା ବିବରଣୀ ପାଠ କରିଥିବା ବେଳେ ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ, ସାମ୍ବାଦିକ ଜୟନ୍ତ ଖଡିରତ୍ନ, ଶରତ ପ୍ରଧାନ, ଶଙ୍କର ପୃଷ୍ଟି , ତପନ ବିଶ୍ବାଳ, ଅରୁଣ ପ୍ରଧାନ, ଯଶୋବନ୍ତ ନାରାୟଣ ସାହୁ, ସୁଶାନ୍ତ ନାଗ , ଅନୀଲ ପୃଷ୍ଟି, ବିନୋଦ କୁମାର ସେଠୀ, ସୁଧିର ସୁନା, ବିଦ୍ୟାଧର ମାଝୀ, ସରୋଜ କୁମାର ସାହୁ, ମଦନ ବେହେରା ସମେତ ଉପଖଣ୍ଡର ସମସ୍ତ ସାମ୍ବାଦିକ ଉପସ୍ଥିତ ଥିଲେ।

ଗଣମାଧ୍ୟମ ଜାତୀୟ ପ୍ରେସ ଦିବସ ଯୁବ ବୈଜ୍ଞାନିକ ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026
Latest News

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.