Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋଲିଲା ବାଣପୁର ମା’ଭଗବତୀ ମନ୍ଦିର ହୁଣ୍ଡି
ଆଜିର ଖବର

ଖୋଲିଲା ବାଣପୁର ମା’ଭଗବତୀ ମନ୍ଦିର ହୁଣ୍ଡି

November 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ
ବାଣପୁର: ଓଡ଼ିଶାର ପ୍ରସିଦ୍ଧ ଶକ୍ତିପିଠ ମା’ ଭଗବତୀ ମନ୍ଦିରର ଭିତର ହୁଣ୍ଡି ଆଜି ଖୋଲାଯାଇଛି। ବାଣପୁର ତହସିଲଦାର ତଥା ଦକ୍ଷେଶ୍ୱର ଭଗବତୀ ଏଣ୍ଡାଓମେଣ୍ଟ ପରିଚାଳନା କମିଟିର ସଭାପତି କୁଞ୍ଜବିହାରୀ ବଡ଼ଜେନା ଙ୍କ ଉପସ୍ଥିତିରେ ବାଣପୁର ମେଡିକାଲ ଅଧିକାରୀ ଡ଼ା ରମାକାନ୍ତ ନାୟକ ମା’ ଙ୍କ ହୁଣ୍ଡିଙ୍କୁ ଖୋଲିଥିଲେ।

ଉକ୍ତ ହୁଣ୍ଡିରୁ ସମୁଦାୟ ୧ ଲକ୍ଷ ୫୬ ହଜାର ୭ ଶହ ୧୫ ଟଙ୍କା ଏବଂ ଗୋଟାଏ ହନୁମାନଙ୍କ ରୁପାର ଲକେଟ ମିଳିଥିବାର ତହସିଲଦାର ସୂଚନା ଦେଇଛନ୍ତି।

ଉକ୍ତ ସମୟରେ ଏଣ୍ଡାଓମେଣ୍ଟ କାର୍ଯ୍ୟନିର୍ବାହୀ ଅଧିକାରୀ ବାଳାମୁକୁନ୍ଦ ଦାସ, ସେବାୟତଗଣ ଏବଂ ଏଣ୍ଡାଓମେଣ୍ଟ କର୍ମଚାରୀ ମାନେ ଉପସ୍ଥିତ ଥିଲେ। ତେବେ ହୁଣ୍ଡିରୁ ଆଦାୟ ହୋଇଥିବା ଟଙ୍କା ମା’ଙ୍କ ନୀତିକାନ୍ତିରେ ନିୟୋଜିତ ହେବ ବୋଲି ଏଣ୍ଡାଓମେଣ୍ଟ କାର୍ଯ୍ୟନିର୍ବାହୀ ଅଧିକାରୀ ବାଳାମୁକୁନ୍ଦ ଦାସ ସୂଚନା ଦେଇଛନ୍ତି।

ପ୍ରସିଦ୍ଧ ଶକ୍ତିପିଠ ମା’ ଭଗବତୀ ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ଛାତ୍ର ସଂସଦ ନିର୍ବାଚନ : ଚାଲିଛି ମତଦାନ, ଆଜି କଲେଜକୁ ମିଳିବ ନୂଆ ନେତୃତ୍ବ

October 15, 2026

ମାତ୍ର ₹୨୦ରେ ସ୍ୱାଦଯୁକ୍ତ କ୍ଷୀର, ତାମିଲନାଡୁରେ ଲଞ୍ଚ କଲା ରିଲାଏନ୍ସ

October 15, 2026

ସିଏସ୍ଆଇଆର୍-ଆଇଏମ୍ଏମଟିରେ “୮୫ ତମ ସିଏସ୍ଆଇଆର୍ ପ୍ରତିଷ୍ଠା ଦିବସ” ପାଳିତ

October 15, 2026

ଇଣ୍ଡିଆସ୍କିଲ୍ସ ୨୦୨୬-୨୭ ପଞ୍ଜୀକରଣ ଅବଧି ଅକ୍ଟୋବର ୧୯ ପର୍ଯ୍ୟନ୍ତ ବୃଦ୍ଧି

October 15, 2026
Latest News

ଅକ୍ଟୋବର ୧୭ ପର୍ଯ୍ୟନ୍ତ ସାଉଦି ଆରବକୁ ବିମାନସେବା ସ୍ଥଗିତ

October 15, 2026

ଛାତ୍ର ସଂସଦ ନିର୍ବାଚନ : ଚାଲିଛି ମତଦାନ, ଆଜି କଲେଜକୁ ମିଳିବ ନୂଆ ନେତୃତ୍ବ

October 15, 2026

ମାତ୍ର ₹୨୦ରେ ସ୍ୱାଦଯୁକ୍ତ କ୍ଷୀର, ତାମିଲନାଡୁରେ ଲଞ୍ଚ କଲା ରିଲାଏନ୍ସ

October 15, 2026

ସିଏସ୍ଆଇଆର୍-ଆଇଏମ୍ଏମଟିରେ “୮୫ ତମ ସିଏସ୍ଆଇଆର୍ ପ୍ରତିଷ୍ଠା ଦିବସ” ପାଳିତ

October 15, 2026

ଇଣ୍ଡିଆସ୍କିଲ୍ସ ୨୦୨୬-୨୭ ପଞ୍ଜୀକରଣ ଅବଧି ଅକ୍ଟୋବର ୧୯ ପର୍ଯ୍ୟନ୍ତ ବୃଦ୍ଧି

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.