Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫସଲ ବୀମା ନେଇ ଆସନ୍ତାକାଲି ବିଧାନସଭା ସମ୍ମୁଖରେ ସତ୍ୟାଗ୍ରହ କରିବ ବିଜେପି
ଆଜିର ଖବର

ଫସଲ ବୀମା ନେଇ ଆସନ୍ତାକାଲି ବିଧାନସଭା ସମ୍ମୁଖରେ ସତ୍ୟାଗ୍ରହ କରିବ ବିଜେପି

November 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଫସଲ ବୀମା ନେଇ ୧୮ରୁ ବିଧାନସଭା ସମ୍ମୁଖରେ ବିଜେପି କରିବ ସତ୍ୟାଗ୍ରହ

ଭୁବନେଶ୍ୱର : ଫସଲ ବୀମା ନେଇ ଆସନ୍ତାକାଲିଠାରୁ ବିଧାନସଭା ସମ୍ମୁଖରେ ବିଜେପି ଅନିର୍ଦ୍ଦିଷ୍ଟ କାଳପାଇଁ ସତ୍ୟାଗ୍ରହ କରିବ ବୋଲି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ।

ରାଜ୍ୟ କାର୍ଯ୍ୟାଳୟରେ ସାମ୍ବାଦିକ ସମ୍ମିଳନୀ କରି ଶ୍ରୀ ହରିଚନ୍ଦନ କହିଛନ୍ତି ଯେ, ଓଡିଶା ସରକାର ରାଜ୍ୟର ଚାଷୀଙ୍କୁ ପ୍ରୋତ୍ସହନ ଦିଅନ୍ତି ନାହିଁ। ଏହା ବିରୋଧରେ ବିଜେପି ସତ୍ୟାଗ୍ରହ କରିବ।

ଏହି ଅବସରରେ ରାଜ୍ୟ ଉପସଭାପତି ତଥା ବ୍ରହ୍ମଗିରି ବିଧାୟକ ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର, ଭୃଗୁ ବକି୍ସପାତ୍ର, ରାଜ୍ୟ ମୁଖପାତ୍ର ଦିଲ୍ଲୀପ ମହାନ୍ତି ଓ ଗଣମାଧ୍ୟମ ମୁଖ୍ୟ ଦିଲୀପ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ ।

ପୃଥ୍ୱୀରାଜ ହରିଚନ୍ଦନ ପ୍ରଧାନମନ୍ତ୍ରୀ ଫସଲ ବୀମା ଫସଲ ବୀମା ସତ୍ୟାଗ୍ରହ
Share. Facebook Twitter LinkedIn Email WhatsApp Copy Link

Related Posts

ବାସ୍ତବ ଦୁନିଆର ଆହ୍ୱାନକୁ ସମ୍ମୁଖୀନ ହୋଇପାରିବ ଭାରତର ଏଆଇ ମିଶନ: ଏସ୍‍ କ୍ରିଷ୍ଣନ୍‍

February 18, 2026

ଭାରତ ଏଆଇ ସମ୍ମିଳନୀରେ ଓଡ଼ିଶାର ଉଦ୍ୟମକୁ ପ୍ରଶଂସା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

February 18, 2026

ଆସାମ ନିର୍ବାଚନ ପୂର୍ବରୁ କଂଗ୍ରେସର ବଡ଼ ୱିକେଟର ପତନ: ବିଜେପିରେ ଯୋଗଦେବେ ଭୁପେନ ବୋରା

February 18, 2026

ଏଏନଆଇକୁ ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ସାକ୍ଷାତକାର

February 18, 2026
Latest News

ବାସ୍ତବ ଦୁନିଆର ଆହ୍ୱାନକୁ ସମ୍ମୁଖୀନ ହୋଇପାରିବ ଭାରତର ଏଆଇ ମିଶନ: ଏସ୍‍ କ୍ରିଷ୍ଣନ୍‍

February 18, 2026

ଭାରତ ଏଆଇ ସମ୍ମିଳନୀରେ ଓଡ଼ିଶାର ଉଦ୍ୟମକୁ ପ୍ରଶଂସା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

February 18, 2026

ଆସାମ ନିର୍ବାଚନ ପୂର୍ବରୁ କଂଗ୍ରେସର ବଡ଼ ୱିକେଟର ପତନ: ବିଜେପିରେ ଯୋଗଦେବେ ଭୁପେନ ବୋରା

February 18, 2026

ଏଏନଆଇକୁ ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ସାକ୍ଷାତକାର

February 18, 2026

ଆଜି ହେଉଛି ମାର୍ଚ୍ଚ ୧୮ ତାରିଖ ବୁଧବାର: ଏହି ରାଶି ପ୍ରତି ପ୍ରଭୁ ଗଣପତିଙ୍କ ରହିବ ଆଶୀର୍ବାଦ

February 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.