Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଳାହାଣ୍ଡି ଜିଲ୍ଲା ପ୍ରଶାସନ ଦ୍ବାରା ପୋଷ୍ୟ ସନ୍ତାନ ପାଳନ ସମ୍ପର୍କିତ ରଥର ଶୁଭାରମ୍ଭ
ଆଜିର ଖବର

କଳାହାଣ୍ଡି ଜିଲ୍ଲା ପ୍ରଶାସନ ଦ୍ବାରା ପୋଷ୍ୟ ସନ୍ତାନ ପାଳନ ସମ୍ପର୍କିତ ରଥର ଶୁଭାରମ୍ଭ

November 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: ଗତକାଲି ୧୬.୧୧.୨୦୨୨ ରିଖ ଦିନ ସକାଳ ୯ ଘଣ୍ଟା ସମୟରେ ଗୋଟିଏ ପୋଷ୍ୟ ସନ୍ତାନ ସଚେତନତା ରଥ ର ଶୁଭାରମ୍ଭ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ କରାଯାଇ ଥିଲା। ଏହି ରଥ ଜିଲ୍ଲା ସାରା ବୁଲି ଲୋକ ମାନଙ୍କୁ ପୋଷ୍ୟ ସନ୍ତାନ ଗ୍ରହଣ ଉପରେ ସଚେତନତା ସୃଷ୍ଟି କରିବ। ଏହି ରଥ ଜିଲ୍ଲପାଳଙ୍କ କାର୍ଯ୍ୟାଳୟ ରୁ ଶୁଭାରମ୍ଭ କରା ଯାଇଥିଲା।

ଏହି ଅବସରରେ ମୁଖ୍ୟ ଅତିଥିଭାବରେ ଜିଲ୍ଲାପାଳ,କଳାହାଣ୍ଡି ପି. ଅନ୍ୱେଷା ରେଡ୍ଡୀ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଉଦ୍ ଘାଟନ ଉତ୍ସବରେ ଜିଲ୍ଲା ଶିଶୁ ମଙ୍ଗଳ ଅଧ୍ୟକ୍ଷ ରାଜେଶ ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ, ସୁଶାନ୍ତ ବୋଇଦାର, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ଅଣ ଆନୁଷ୍ଠାନିକ ସୁରକ୍ଷା ଅଧିକାରୀ, ରାଜ ଲକ୍ଷ୍ମୀ ଦାସ ଓ ବାଲ ଗୋପାଲ ସେବା ନିକେତନର ସମ୍ପାଦକ ହେମନ୍ତ ମୁଣ୍ଡ ଉପସ୍ଥିତ ଥିଲେ।

ଉତ୍ସବରେ ବାଲ ଗୋପାଲ ସେବା ନିକେତନର ଅନ୍ତେବାସୀ ମାନେ ଘୁମୁରା ବାଦ୍ୟ ପରିବେଷଣ କରି ରଥକୁ ସ୍ଵାଗତ କରିଥିଲେ। ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ସମସ୍ତ କର୍ମକର୍ତ୍ତା ଯଥା ଅଂଶୁମାନ ବାବୁ , ଶୁଭାଶିଷ ପାଣିଗ୍ରାହୀ, ପ୍ରତୀକ ପଟ୍ଟନାୟକ, ସୁଧାଂଶୁ ଶେଖର ମହାପାତ୍ର, ଅବିନାଶ ତ୍ରୀପାଠୀ, ମଣ୍ଟୁ ନାୟକ ଯୋଗ ଦେଇ ସମସ୍ତ କାର୍ଯ୍ୟ ସୂଚାରୁ ରୂପେ ସମ୍ପାଦନ କରିଥିଲେ।

କଳାହାଣ୍ଡି ଜିଲ୍ଲା ପ୍ରଶାସନ
Share. Facebook Twitter LinkedIn Email WhatsApp Copy Link

Related Posts

‘ଜଳ ମହୋତ୍ସବ ୨୦୨୬’କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

March 12, 2026

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026
Latest News

‘ଜଳ ମହୋତ୍ସବ ୨୦୨୬’କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

March 12, 2026

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.