Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାରୀ ରହିଛି ଶୀତର ପ୍ରକୋପ, ଗତକାଲି ରାଜ୍ୟର ୬ ଟି ସହରର ତାପମାତ୍ରା ୧୨ ଡିଗ୍ରୀ ତଳେ
ଆଜିର ଖବର

ଜାରୀ ରହିଛି ଶୀତର ପ୍ରକୋପ, ଗତକାଲି ରାଜ୍ୟର ୬ ଟି ସହରର ତାପମାତ୍ରା ୧୨ ଡିଗ୍ରୀ ତଳେ

November 18, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜାରୀ ରହିଛି ଶୀତର ପ୍ରକୋପ, ଗତକାଲି ରାଜ୍ୟର ୬ ଟି ସହରର ତାପମାତ୍ରା ୧୨ ଡିଗ୍ରୀ ତଳେ

ଭୁବନେଶ୍ବର: ରାଜ୍ୟରେ ବର୍ତ୍ତମାନ ଚାଲିଛି ଶୀତର ଲହରୀ। ଗତି କିଛି ଦିନ ଧରି ରାଜ୍ୟର ତାପମାତ୍ର କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି। ଗତକାଲି ରାଜ୍ୟର ୬ ସହରର ତାପମାତ୍ର ୧୧ ଡିଗ୍ରୀ ତଳେ ରହିଥିଲା। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ଅନୁସାରେ ଯେଉଁ ସବୁ ଅଞ୍ଚଳରେ ତାପମାତ୍ରା ହ୍ରାସ ପାଇଛି ସେଗୁଡିକ ହେଲା..

୧-ଶିମିଳିଗୁଡା(କୋରାପୁଟ) : ୭.୯ ଡ଼ିଗ୍ରୀ

୨-ଜି.ଉଦୟଗିରି (କନ୍ଧମାଳ): ୮.୬ ଡ଼ିଗ୍ରୀ

୩-ଦାରିଙ୍ଗବାଡି (କନ୍ଧମାଳ): ୧୧.୫ଡ଼ିଗ୍ରୀ

୪- କୋରାପୁଟ: ୧୦.୫ ଡ଼ିଗ୍ରୀ

୫-ଫୁଲବାଣୀ (କନ୍ଧମାଳ) : ୧୦.୫ ଡ଼ିଗ୍ରୀ 

୬- ଭବାନୀପାଟଣା (କଳାହାଣ୍ଡି): ୧୧.୮ ଡ଼ିଗ୍ରୀ

cold wave winter ଆଞ୍ଚଳିକ ପାଣିପାଗ କେନ୍ଦ୍ର ପାଣିପାଗ ଶୀତ
Share. Facebook Twitter LinkedIn Email WhatsApp Copy Link

Related Posts

ରାହୁଲ ଗାନ୍ଧୀଙ୍କ ବାସଭବନ ବାହାରେ ସାଧୁ ଏବଂ ସନ୍ଥଙ୍କ ପ୍ରତିବାଦ: ଅଟକ ରଖିଲା ପୋଲିସ

August 7, 2026

CBI ର ବଡ଼ ଖୁଲାସା: NEET-UG ପେପର ଲିକ୍ କରିଥିଲେ NTA ବିଶେଷଜ୍ଞ

August 7, 2026

ପୂର୍ବତନ ବିଧାୟକଙ୍କ ଜ୍ଵାଇଁ ଗିରଫ

August 7, 2026

ଓଲଟିଲା ଅଟୋ : ୫ ଆହତ

August 7, 2026
Latest News

ରାହୁଲ ଗାନ୍ଧୀଙ୍କ ବାସଭବନ ବାହାରେ ସାଧୁ ଏବଂ ସନ୍ଥଙ୍କ ପ୍ରତିବାଦ: ଅଟକ ରଖିଲା ପୋଲିସ

August 7, 2026

CBI ର ବଡ଼ ଖୁଲାସା: NEET-UG ପେପର ଲିକ୍ କରିଥିଲେ NTA ବିଶେଷଜ୍ଞ

August 7, 2026

ପୂର୍ବତନ ବିଧାୟକଙ୍କ ଜ୍ଵାଇଁ ଗିରଫ

August 7, 2026

ଓଲଟିଲା ଅଟୋ : ୫ ଆହତ

August 7, 2026

ଇଞ୍ଜେକ୍ସନ୍‌ ନେବା ପରେ ଜୀବନ ଗଲା: ମହିଳା ମୃତ୍ୟୁ ଘଟଣାରେ ମେଡିସିନ୍‌ ଷ୍ଟୋର କର୍ମଚାରୀ ଅଟକ

August 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.