Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ଇସ୍ତଫା ଦେଲେ ପିସିସି ମୁଖ୍ୟ ନିରଞ୍ଜନ
ଆଜିର ଖବର

ରାଜ୍ୟରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ଇସ୍ତଫା ଦେଲେ ପିସିସି ମୁଖ୍ୟ ନିରଞ୍ଜନ

May 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
niranjan resigned form party
niranjan resigned form party

ଓଡିଶା ପ୍ରଦେଶ କଂଗ୍ରସ କମିଟି (ପିସିସି) ଦଳର ସଭାପତି ନିରଞ୍ଜନ ପଟ୍ଟନାୟକ ଦଳରୁ ଇସ୍ତଫା ପ୍ରଦାନ କରିଛନ୍ତି । ନିଜ ବାସଭବନରେ ଏକ ପ୍ରେସ୍‌ମିଟ୍‌ ଜରିଆରେ ଇସ୍ତଫା ସମ୍ପର୍କରେ ଘୋଷଣା କରିଛନ୍ତି ନିରଞ୍ଜନ । ରାଜ୍ୟରେ ଦଳର ଶୋଚନୀୟ ପରାଜୟ ପରେ ନିରଞ୍ଜନ ନିଜ ପଦବୀରୁ ଇସ୍ତଫା ପ୍ରଦାନ କରିଛନ୍ତି । ଏଆଇସିସି ଅଧ୍ୟକ୍ଷଙ୍କୁ ନିଜର ଇସ୍ତଫା ପ୍ରଦାନ କରିଛନ୍ତି ନିରଞ୍ଜନ । ଦଳ ରାଜ୍ୟରେ ଲୋକଙ୍କ ବିଶ୍ବାସ ଭାଜନ ହୋଇ ନ ପାରିବାରୁ ପରାଜୟର ସମ୍ମୁଖୀନ ହେଲା ବୋଲି ସେ ନିଜ ପ୍ରତିକ୍ରିୟାରେ କହିଛନ୍ତି । ୨୦୧୪ରେ କଂଗ୍ରେସ ୧୫ଟି ବିଧାନସଭା ଆସନରେ ବିଜୟୀ ହୋଇଥିବା ବେଳେ ଚଳିତ ନିର୍ବାଚନରେ ମାତ୍ର ସିପିଏମ୍‌ ସହିତ ମିଶି ମାତ୍ର ୯ଟି ଆସନରେ ବିଜୟୀ ହୋଇଛି । ଏତଦ୍‌ ବ୍ୟତୀତ ନିରଞ୍ଜନ ଚଳିତଥର ଦୁଇ ଦୁଇଟି ଆସନ ଘସିପୁରା ଓ ଭଣ୍ଡାରୀପୋଖରୀରୁ ପ୍ରତିଦ୍ବନ୍ଦିତା କରି ପରାଜୟ ସ୍ବୀକାର କରିଛନ୍ତି । ରାଜନୀତିରେ ନୀତି, ଆଦର୍ଶ ନାହିଁ ଏହା ଏବେ ବ୍ୟବସାୟୀକରଣ ହାେଇଯାଇଛି ବୋଲି ନିରଞ୍ଜନ କହିଛନ୍ତି । ରାଜ୍ୟରେ ନବୀନ ଓ କେନ୍ଦ୍ରୀରେ ମୋଦିଙ୍କୁ ଲୋକେ ଭରସା କରିଛନ୍ତି ବୋଲି କହିବା ସହିତ ସେ କଂଗ୍ରେସରେ ରହିଛନ୍ତି ଓ ଆଗକୁ ରହିବେ ମଧ୍ୟ ବୋଲି କହିଛନ୍ତି ନିରଞ୍ଜନ ।

Share. Facebook Twitter LinkedIn Email WhatsApp Copy Link

Related Posts

ମହାପ୍ରଭୁ ଲିଙ୍ଗରାଜଙ୍କ ରଥଯାତ୍ରାର ସୁପରିଚାଳନା ନିମନ୍ତେ ସମନ୍ୱୟ ବୈଠକ

March 21, 2026

‘‘ବିକାଶ ଓ ଭାରତୀୟ ଜ୍ଞାନପ୍ରଣାଳୀ ଉପରେ ପୁନର୍ବିଚାର: ଏକ ସମାଜ ଶାସ୍ତ୍ରୀୟ ପ୍ରତିଫଳନ’’ ଶୀର୍ଷକ ଅର୍ନ୍ତଜାତୀୟ ସମ୍ମିଳନୀ

March 21, 2026

ଆଜି ମାର୍ଚ୍ଚ ୨୧ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 21, 2026

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026
Latest News

ମହାପ୍ରଭୁ ଲିଙ୍ଗରାଜଙ୍କ ରଥଯାତ୍ରାର ସୁପରିଚାଳନା ନିମନ୍ତେ ସମନ୍ୱୟ ବୈଠକ

March 21, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରାଳୟ ସାମ୍ବାଦିକ ସମ୍ମିଳନୀ

March 21, 2026

କୃଷି କ୍ଷେତ୍ରର ସମୀକ୍ଷା: ଫସଲ କ୍ଷତି ଓ ବୀମା ଦାବି ଉପରେ ଶିବରାଜ ସିଂହ ଚୌହାନଙ୍କ ଗୁରୁତ୍ୱ

March 21, 2026

‘‘ବିକାଶ ଓ ଭାରତୀୟ ଜ୍ଞାନପ୍ରଣାଳୀ ଉପରେ ପୁନର୍ବିଚାର: ଏକ ସମାଜ ଶାସ୍ତ୍ରୀୟ ପ୍ରତିଫଳନ’’ ଶୀର୍ଷକ ଅର୍ନ୍ତଜାତୀୟ ସମ୍ମିଳନୀ

March 21, 2026

ଆଜି ମାର୍ଚ୍ଚ ୨୧ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.