Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ରାଜ୍ୟ ସ୍ତରୀୟ ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀ ପାଳିତ
ଆଜିର ଖବର

ଭୁବନେଶ୍ବରରେ ରାଜ୍ୟ ସ୍ତରୀୟ ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀ ପାଳିତ

November 19, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରରେ ରାଜ୍ୟ ସ୍ତରୀୟ ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ବର: ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ଇନ୍ଦିରା ସ୍ମୃତି ସମିତିର ମିଳିତ ଆନୁକୂଲ୍ୟରେ ଆଜି ସ୍ବର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀ ତଥା ଜାତୀୟ ସଂହତି ଦିବସ ପାଳନ କରାଯାଇଛି। ଜୟଦେବ ଭବନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥିମାନେ ଶ୍ରୀମତୀ ଇନ୍ଦିରା ଜଣେ ଦୂରଦର୍ଶୀ ନେତ୍ରୀ ଥିଲେ ବୋଲି ଅବିହିତ କରିଥିଲେ।

ଏହି କାର୍ଯ୍ୟକ୍ରମରେ ବିଭିନ୍ନ କୃତି ପ୍ରତିଯୋଗୀଙ୍କୁ ଅତିଥିମାନେ ପୁରସ୍କାର ବିତରଣ କରିଥିଲେ। ବିଧାୟକ ଶ୍ରୀ ଅମର ପ୍ରସାଦ ଶତପଥୀ, ଶ୍ରୀ ସୁରେଶ କୁମାର ରାଉତରାୟ ଏବଂ ପୂର୍ବତନ ବିଧାୟକ ଶ୍ରୀ ଭୁଜବଳ ମାଝୀଙ୍କ ସମେତ ବିଶିଷ୍ଟ ଅତିଥିମାନେ ଯୋଗଦାନ କରିଥିଲେ।

ସୂଚନା ଓ ଲୋକସଂପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ବିଦେଶୀ ଲିଗ୍ ରୁ ବାଦ ପଡ଼ିବେ ପାକିସ୍ତାନ ଖେଳାଳି!: ବଡ଼ ପଦକ୍ଷେପ ପାଇଁ ପ୍ରସ୍ତୁତ IPL ଫ୍ରାଞ୍ଚାଇଜ୍

February 20, 2026

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026
Latest News

ଏହି ବିଦେଶୀ ଲିଗ୍ ରୁ ବାଦ ପଡ଼ିବେ ପାକିସ୍ତାନ ଖେଳାଳି!: ବଡ଼ ପଦକ୍ଷେପ ପାଇଁ ପ୍ରସ୍ତୁତ IPL ଫ୍ରାଞ୍ଚାଇଜ୍

February 20, 2026

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.