Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ବର ବଦଳାଇଲେ ଶତ୍ରୁ : ମୋଦିଙ୍କୁ ନିଜର ବନ୍ଧୁ ଭାବରେ ଅଭିହିତ କଲେ ଶତ୍ରୁଘ୍ନ
ଆଜିର ଖବର

ସ୍ବର ବଦଳାଇଲେ ଶତ୍ରୁ : ମୋଦିଙ୍କୁ ନିଜର ବନ୍ଧୁ ଭାବରେ ଅଭିହିତ କଲେ ଶତ୍ରୁଘ୍ନ

May 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Satrughna sinha congrats modi
Satrughna sinha congrats modi

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିଜୟର ଶୁଭକାମନା ଜଣାଇଛନ୍ତି ଶତ୍ରୁଘ୍ନ ସିହ୍ନା । ପାଟନା ସାହିବ ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବରେ ପ୍ରତିଦ୍ବନ୍ଦିତା କରୁଥିବା ଶତ୍ରୁଘ୍ନ ବିଜେପି ପ୍ରାର୍ଥୀ ରବି ଶଙ୍କର ପ୍ରସାଦଙ୍କ ନିକଟରୁ ପରାଜିତ ହୋଇଛନ୍ତି । ନିଜ ପରାଜୟ ପରେ ଶତ୍ରୁଘ୍ନ ରବିଶଙ୍କର ପ୍ରସାଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କୁ ଧନ୍ୟବାଦ ଜଣାଇଛନ୍ତି । ନିର୍ବାଚନ ଫଳାଫଳ ଆସିବା ପରେ ଏକ ପ୍ରେସ୍‌ ମିଟ୍‌ ଜରିଆରେ ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବଲିଉଡ୍‌ ଅଭିନେତା ତଥା ପୂର୍ବତନ ବିଜେପି ନେତା ଶତ୍ରୁଘ୍ନ ସିହ୍ନା । ପ୍ରେସ୍‌ମିଟ୍‌ରେ ଶତ୍ରୁ ମୋଦିଙ୍କୁ ନିଜର ବନ୍ଧୁ, ଶାହାଙ୍କୁ ବିଜେପିର ଚାଣକ୍ୟ ଏବଂ ରବିଶଙ୍କର ପ୍ରସାଦଙ୍କୁ ନିଜ ଭାଇ ବୋଲି ସମ୍ବୋଧନ କରିଥିଲେ । ମୁଁ ପରାଜିତ ହେଲେ ମଧ୍ୟ ମୋ ଭାଇ ବିଜୟୀ ହୋଇଛନ୍ତି ଏବଂ ଜନସାଧାରଣଙ୍କ ସେବାରେ ସେ ନିଜକୁ ନିୟୋଜିତ କରିବେ ବୋଲି ମୁଁ ଆଶା କରୁଛି । ସେହିପରି ବିଜେପିକୁ ପ୍ରତ୍ୟାବର୍ତ୍ତନ କରିବେ କି ବୋଲି ଏକ ପ୍ରଶ୍ନର ଉତ୍ତର ଦେଇ ଶତ୍ରୁ କହିଥିଲେ ବିଜେପିକୁ ଫେରିବାର ପ୍ରଶ୍ନ ଉଠୁନାହିଁ ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ହରଦିପ ସିଂ ପୁରୀଙ୍କ କୁଶପୁତଳିକା ଦାହ

February 26, 2026

୫୪ତମ ରାଜ୍ୟ ପୋଲିସ ବନ୍ଧୁକ ଚାଳନା ପ୍ରତିଯୋଗିତା ଉଦଘାଟିତ

February 26, 2026

ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଶୀଘ୍ର ଆରମ୍ଭ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ତରଫରୁ ନିଷ୍ପତ୍ତି

February 26, 2026
Latest News

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.