Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯାଜପୁର: କୋରେଇ ରେଳ ଷ୍ଟେସନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ୩ ମୃତ
ଆଜିର ଖବର

ଯାଜପୁର: କୋରେଇ ରେଳ ଷ୍ଟେସନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ୩ ମୃତ

November 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଯାଜପୁର ଜିଲ୍ଲାର କୋରେଇ ରେଳ ଷ୍ଟେସନରେ ଆଜି ଏକ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। ଏହି ଦୁର୍ଘଟଣାରେ ଅତି କମରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣା ସକାଳ ପ୍ରାୟ ୬.୪୫ ସମୟରେ ଘଟିଥିଲା, ​​ଯେତେବେଳେ କିଛି ଲୋକ ପ୍ଲାଟଫର୍ମରେ ଏକ ଯାତ୍ରୀବାହୀ ଟ୍ରେନକୁ ଅପେକ୍ଷା କରିଥିଲେ। ଛତ୍ରପୁର ଅଭିମୁଖେ ଯାଉଥିବା ଏହି ଟ୍ରେନ୍ ଟି ଲାଇନଚ୍ୟୁତ ହେବା ଯୋଗୁଁ ଏଏହାର ଆଠଟି କୋଚ୍ ପ୍ଲାଟଫର୍ମ ଏବଂ ୱେଟିଂ ହଲ୍ ଉପରେ ଚଢିଯାଇଥିଲା। ଯାହାଫଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିଲାମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି। ଏହି ଘଟଣାରେ କିଛି ଲୋକ ଗୁରୁତର ଆହତ ହୋଇଛନ୍ତି ଏବଂ ଷ୍ଟେସନ ବିଲଡିଂ ନଷ୍ଟ ହୋଇଯାଇଛି। ରେଳ ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି।

ତେବେ ଏହାର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ। ଟ୍ରେନ୍ ସେବା ଆଂଶିକ ପ୍ରଭାବିତ ହୋଇଛି। ଦୁର୍ଘଟଣା ଯୋଗୁଁ ଉଭୟ ଲାଇନକୁ ଅବରୋଧ କରାଯାଇଛି। ଘଟଣାସ୍ଥଳକୁ ରିଲିଫ୍ ଟ୍ରେନ୍ ଏବଂ ଏକ ମେଡିକାଲ୍ ଟିମ୍ କୁ ପୂର୍ବତଟ ରେଳବାଇ ପଠାଇଛି। ଏହି ଘଟଣାରେ ପ୍ରାଣ ହରାଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି।

ମାଲବାହୀ ଟ୍ରେନ ଯାଜପୁର ଜିଲ୍ଲା ଲାଇନଚ୍ୟୁତ
Share. Facebook Twitter LinkedIn Email WhatsApp Copy Link

Related Posts

ରେଳ ଯାତ୍ରୀଙ୍କ ପାଇଁ ସହଜ ହେବ ଯାତ୍ରା: ଗୋଟିଏ ଆପ୍ ରେ ପାଇବେ ସବୁ ପ୍ରକାର ସୁବିଧା

July 31, 2026

SCO ଶିଖର ସମ୍ମିଳନୀ ପାଇଁ ପାକିସ୍ତାନ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ମୋଦି?: ଇସଲାମାବାଦ କରୁଛି ପ୍ରସ୍ତୁତି!

July 31, 2026

CJP ପ୍ରତିବାଦ ସମୟରେ ହିଂସା ମାମଲା: ଦୁଃଖ ବଖାଣିଲେ ଆହତ ପୋଲିସ ଅଧିକାରୀଙ୍କ ପରିବାର

July 31, 2026

CWG 2026: ଆଜି ସେମିଫାଇନାଲରେ ଖେଳିବେ ୧୦ ଭାରତୀୟ ବକ୍ସର, ଜାଣନ୍ତୁ କାର୍ଯ୍ୟସୂଚୀ

July 31, 2026
Latest News

ରେଳ ଯାତ୍ରୀଙ୍କ ପାଇଁ ସହଜ ହେବ ଯାତ୍ରା: ଗୋଟିଏ ଆପ୍ ରେ ପାଇବେ ସବୁ ପ୍ରକାର ସୁବିଧା

July 31, 2026

SCO ଶିଖର ସମ୍ମିଳନୀ ପାଇଁ ପାକିସ୍ତାନ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ମୋଦି?: ଇସଲାମାବାଦ କରୁଛି ପ୍ରସ୍ତୁତି!

July 31, 2026

CJP ପ୍ରତିବାଦ ସମୟରେ ହିଂସା ମାମଲା: ଦୁଃଖ ବଖାଣିଲେ ଆହତ ପୋଲିସ ଅଧିକାରୀଙ୍କ ପରିବାର

July 31, 2026

CWG 2026: ଆଜି ସେମିଫାଇନାଲରେ ଖେଳିବେ ୧୦ ଭାରତୀୟ ବକ୍ସର, ଜାଣନ୍ତୁ କାର୍ଯ୍ୟସୂଚୀ

July 31, 2026

ବିଜେପିରୁ ଇସ୍ତଫା ଦେଲେ ଶହଜାଦ ପୁନାୱାଲା?: ପରିବର୍ତ୍ତନ କଲେ ‘X’ ଆକାଉଣ୍ଟ

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.