Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୩୦ରେ ଶପଥ ନେବେ ଆନ୍ଧ୍ରପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡି
ଆଜିର ଖବର

୩୦ରେ ଶପଥ ନେବେ ଆନ୍ଧ୍ରପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡି

May 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
jagan mohan
jagan mohan

ଲୋକସଭା ନିର୍ବାଚନ ଫଳାଫଳ ସହିତ ଆନ୍ଧ୍ରପ୍ରଦେଶର ବିଧାନସଭାର ନିର୍ବାଚନ ଫଳାଫଳ ମଧ୍ୟ ଘୋଷଣା କରାଯାଇଛି ।  ନିର୍ବାଚନୀ ଫଳାଫଳ ଘୋଷଣା ପରେ ରାଜ୍ୟରେ ସତ୍ତାଧାରୀ ତେଲୁଗୁ ଦେଶମ୍‌ ପାର୍ଟିର ବିଦାୟ ନେଇଛି । ରାଜ୍ୟରେ ଜଗନ ମୋହନ ରେଡ୍ଡିଙ୍କ ନେତୃତ୍ବାଧୀନ ଓ୍ବାଇଏସ୍‌ଆର୍‌ କଂଗ୍ରେସ ଶାସନ କ୍ଷମତା ଦଖଲ କରିଛି । ଜଗନ ମୋହନ ରେଡ୍ଡି ମଇ ୨୫ ତାରିଖରେ ବିଧାୟକଙ୍କ ବୈଠକ ରଖିଛନ୍ତି । ମେ ୩୦ ତାରିଖରେ ଆନ୍ଧ୍ରପ୍ରଦେଶରେ ନୂତନ ମୁଖ୍ୟମନ୍ତ୍ରୀ ଭାବେ ଜଗନ ମୋହନ ରେଡ୍ଡୀ ଶପଥ ଗ୍ରହଣ କରିପାରନ୍ତି ।  ଆନ୍ଧ୍ରପ୍ରଦେଶର ୧୭୫ ବିଶିଷ୍ଟ ବିଧାନସଭା ଆସନରେ ଓ୍ବାଇଏସ୍‌ଆର କଂଗ୍ରେସ ୧୪୯ଟି ଆସନ ଦଖଲ କରିଥିବାବେଳେ ନାଇଡୁଙ୍କ ଟିଡିପି ଦଳକୁ ମିଳିଛି ମାତ୍ର ୨୫ଟି ସିଟ୍‌ । ସେହିପରି ଲୋକସଭା ଆସନରେ ଓ୍ବାଇଏସଆର କଂଗ୍ରେସକୁ ୨୩ଟି ଆସନ ମିଳିଥିବାବେଳେ ଟିଡିପିକୁ କେବଳ ୨ଟି ଆସନ ମିଳିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବିକଶିତ ଭାରତର ସଂକଳ୍ପ ପ୍ରତ୍ୟେକ ରାଜ୍ୟ, ଜିଲ୍ଲା, ବ୍ଲକ ଏବଂ ଗ୍ରାମର ସାମୂହିକ ସଂକଳ୍ପ ହେବା ଉଚିତ: ପ୍ରଧାନମନ୍ତ୍ରୀ

June 12, 2026

ଏମ୍‌ଟି ସେଟ୍ଟେବେଲୋ ଘଟଣା: ମୃତ ୩ ଭାରତୀୟ କ୍ରୁ ସଦସ୍ୟଙ୍କ ପରିବାରକୁ ମିଳିବ ୧୦ ଲକ୍ଷର ସହାୟତା

June 12, 2026

ଆଜି ଜୁନ ୧୨ ତାରିଖ ଶୁକ୍ରବାରରେ ଆଠଟି ରାଶି ପ୍ରତି ଶ୍ରୀଗଣେଷ କରୁଛନ୍ତି ଆର୍ଶିବାଦ

June 12, 2026

ଇରାନ ଉପରେ ଯୋଜନାବଦ୍ଧ ଆକ୍ରମଣ ବାତିଲ କଲେ ଟ୍ରମ୍ପ

June 12, 2026
Latest News

ବିକଶିତ ଭାରତର ସଂକଳ୍ପ ପ୍ରତ୍ୟେକ ରାଜ୍ୟ, ଜିଲ୍ଲା, ବ୍ଲକ ଏବଂ ଗ୍ରାମର ସାମୂହିକ ସଂକଳ୍ପ ହେବା ଉଚିତ: ପ୍ରଧାନମନ୍ତ୍ରୀ

June 12, 2026

ଏମ୍‌ଟି ସେଟ୍ଟେବେଲୋ ଘଟଣା: ମୃତ ୩ ଭାରତୀୟ କ୍ରୁ ସଦସ୍ୟଙ୍କ ପରିବାରକୁ ମିଳିବ ୧୦ ଲକ୍ଷର ସହାୟତା

June 12, 2026

ଆଜି ଜୁନ ୧୨ ତାରିଖ ଶୁକ୍ରବାରରେ ଆଠଟି ରାଶି ପ୍ରତି ଶ୍ରୀଗଣେଷ କରୁଛନ୍ତି ଆର୍ଶିବାଦ

June 12, 2026

ଇରାନ ଉପରେ ଯୋଜନାବଦ୍ଧ ଆକ୍ରମଣ ବାତିଲ କଲେ ଟ୍ରମ୍ପ

June 12, 2026

ଦେବାଶିଷ ସାମନ୍ତରାୟ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.