Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଂଗ୍ରେସ କମିଟି ଅଧ୍ୟକ୍ଷ ପଦରୁ ଇସ୍ତଫା ପତ୍ର ପ୍ରଦାନ କଲେ ରାଜ ବବର
ଆଜିର ଖବର

କଂଗ୍ରେସ କମିଟି ଅଧ୍ୟକ୍ଷ ପଦରୁ ଇସ୍ତଫା ପତ୍ର ପ୍ରଦାନ କଲେ ରାଜ ବବର

May 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
raj babbar resign from party
raj babbar resign from party

ଦେଶରେ ଲୋକସଭା ନିର୍ବାଚନରେ ପରାଜୟ ବରଣ କରିଥିବା କଂଗ୍ରେସ କମିଟି ଅଧ୍ୟକ୍ଷ ରାଜ ବବର ନିଜ ପଦରୁ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ଉତ୍ତରପ୍ରଦେଶ ଫତେହପୁର ସିକ୍ରିରୁ ସେ ନିର୍ବାଚନ ଲଢୁଥିଲେ  ।  ତାଙ୍କ ବିପକ୍ଷରେ ଥିବା ବିଜେପି ରାଜକୁମାର ଚାହର ତିନିଲକ୍ଷ ଭୋଟରେ ଅଧିକ ରହି ବିଜୟୀ ହୋଇଛନ୍ତି । ୟୁପିରେ କଂଗ୍ରେସ ପାଇଁ ନିରାଶଜନକ ଫଳାଫଳକୁ ନେଇ ସେ ବହୁତ ଦୁଃଖିତ ହେବା ସହିତ   ନିଜ କର୍ତ୍ତବ୍ୟ ପୂରା କରିପାରିନଥିବାରୁ ସେ  କଂଗ୍ରେସ କମିଟି ଅଧ୍ୟକ୍ଷ ରାଜ ବବର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି  ବୋଲି ସୂଚନା ଦେଇଛନ୍ତି । ସେ ତାଙ୍କ ଇସ୍ତଫା ପତ୍ର କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କ ନିକଟକୁ ପଠାଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଯୁବକଙ୍କୁ ଉଠାଇନେଲା ପୋଲିସ୍

April 11, 2026

ବର୍ଷେ ବଢିଲା ମହାନଦୀ ଟ୍ରିବ୍ୟୁନାଲ୍ ଅବଧି

April 11, 2026

ଏପ୍ରିଲ ୧୨ ଏବଂ ୧୩ରେ ଭୁବନେଶ୍ୱରରେ ‘ମାଇଁ ଭାରତ ବଜେଟ୍ କ୍ୱେଷ୍ଟ ୨୦୨୬” ର ଗ୍ରାଣ୍ଡ ଫିନାଲେ

April 11, 2026

କଟକରେ ଜାତୀୟ ଇଣ୍ଡୋର ନୌଚାଳନା ପ୍ରତିଯୋଗିତା ଆରମ୍ଭ

April 11, 2026
Latest News

ମଞ୍ଚୁରିଆନ୍ ଓ କଢାଇ ପନୀର ଖାଇ ମୃତ୍ୟୁ: ଜାଣନ୍ତୁ କାରଣ କ’ଣ, ଗ୍ରୀଷ୍ମଋତୁରେ ଖାଦ୍ୟକୁ ନେଇ ରୁହନ୍ତୁ ସତର୍କ

April 11, 2026

ଯୁବକଙ୍କୁ ଉଠାଇନେଲା ପୋଲିସ୍

April 11, 2026

ବର୍ଷେ ବଢିଲା ମହାନଦୀ ଟ୍ରିବ୍ୟୁନାଲ୍ ଅବଧି

April 11, 2026

ଏପ୍ରିଲ ୧୨ ଏବଂ ୧୩ରେ ଭୁବନେଶ୍ୱରରେ ‘ମାଇଁ ଭାରତ ବଜେଟ୍ କ୍ୱେଷ୍ଟ ୨୦୨୬” ର ଗ୍ରାଣ୍ଡ ଫିନାଲେ

April 11, 2026

କଟକରେ ଜାତୀୟ ଇଣ୍ଡୋର ନୌଚାଳନା ପ୍ରତିଯୋଗିତା ଆରମ୍ଭ

April 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.