Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ଜନଜାତୀୟ ଗୌରବ ଦିବସ-୨୦୨୨’ ଉଦ୍‌ଯାପନରେ ସଫେଇ କର୍ମଚାରୀଙ୍କୁ ସମ୍ମାନିତ
ଆଜିର ଖବର

‘ଜନଜାତୀୟ ଗୌରବ ଦିବସ-୨୦୨୨’ ଉଦ୍‌ଯାପନରେ ସଫେଇ କର୍ମଚାରୀଙ୍କୁ ସମ୍ମାନିତ

November 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
‘ଜନଜାତୀୟ ଗୌରବ ଦିବସ-୨୦୨୨’ ଉଦ୍‌ଯାପନରେ ସଫେଇ କର୍ମଚାରୀଙ୍କୁ ସମ୍ମାନିତ

ଭୁବନେଶ୍ୱର: ସ୍ଥାନୀୟ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନଠାରେ ନଭେମ୍ବର ୧୫ ତାରିଖରୁ ଆରମ୍ଭ ହୋଇଥିବା ସପ୍ତାହ ବ୍ୟାପୀ ‘ଜନଜାତୀୟ ଗୌରବ ଦିବସ-୨୦୨୨’ ଆଜି ଉଦ୍‌ଯାପିତ ହୋଇଯାଇଛି । ଏହି ସମାରୋହରେ ୭୫ ଜଣ ଜନଜାତି ପ୍ରତିଭାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।

ଏତଦ୍‌ବ୍ୟତୀତ ୩ଟି ଆଦିବାସୀ ନୃତ୍ୟ ଆୟୋଜନ, ଜନଜାତି ସ୍ୱାଧୀନତା ସଂଗ୍ରାମୀଙ୍କ ଜୀବନୀ ଉପରେ ଆଧାରିତ କ୍ଷୁଦ୍ର ଚଳଚ୍ଚିତ୍ର ପ୍ରଦର୍ଶନ, ୧୨ଟି ଜନଜାତି ଗୋଷ୍ଠୀଙ୍କର କଳା ଓ କଳାବସ୍ତୁ ପ୍ରଦର୍ଶନୀ ଅନୁଷ୍ଠିତ ହେବା ସହ ସମଗ୍ର ଅନୁଷ୍ଠାନକୁ ଆଲୋକମାଳାରେ ସଜ୍ଜିତ କରାଯାଇ ଥିଲା ।

ଆଜି ଏହି ଉଦ୍‌ଯାପନୀ ଦିବସରେ ଅନୁଷ୍ଠାନର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ, ପୂର୍ବତନ ନିର୍ଦ୍ଦେଶିକା ଶ୍ରୀମତୀ ସୁମିତା ଦାସ, ଯୁଗ୍ମ ନିର୍ଦ୍ଦେଶିକା କଳ୍ପନା ପଟ୍ଟନାୟକ, ଉପନିର୍ଦ୍ଦେଶକ ମାନସ ମହାପାତ୍ର ଓ ଶ୍ରୀମତୀ ଆରତୀ ମଲ୍ଲ, ଉପସ୍ଥିତ ରହି ଅନୁଷ୍ଠାନର ୨୯ ଜଣ ସଫେଇ କର୍ମଚାରୀଙ୍କୁ ୨୦୦୦ ଟଙ୍କା ଲେଖାଏଁ ଅର୍ଥରାଶି, ସାଲ୍‌ ଓ ପ୍ରମାଣପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ ।

ଏତଦ୍‌ବ୍ୟତୀତ ଅନୁଷ୍ଠାନର ନିର୍ଦ୍ଦେଶକ ଶ୍ରୀ ତି୍ରପାଠୀ ସପ୍ତାହବ୍ୟାପୀ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିବା ୨୫ ଜଣ ଜନଜାତି କଳାକାରଙ୍କୁ ପ୍ରମାଣପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ ।

ଜନଜାତୀୟ ଗୌରବ ଦିବସ ସଫେଇ କର୍ମଚାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.