Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଳାହାଣ୍ଡି ଜିଲ୍ଲା ସିଟି ପ୍ରାଥମିକ ଶିକ୍ଷକ ସଂଘର ସାମ୍ବିଧାନିକ ସମ୍ମିଳନୀ ଓ ସାଂଗଠାନିକ ନିର୍ବାଚନ
ଆଜିର ଖବର

କଳାହାଣ୍ଡି ଜିଲ୍ଲା ସିଟି ପ୍ରାଥମିକ ଶିକ୍ଷକ ସଂଘର ସାମ୍ବିଧାନିକ ସମ୍ମିଳନୀ ଓ ସାଂଗଠାନିକ ନିର୍ବାଚନ

November 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ସିଟି ପ୍ରାଥମିକ ଶିକ୍ଷକ ସଂଘର ସାମ୍ବିଧାନିକ ସମ୍ମିଳନୀ ଓ ସାଙ୍ଗଠନିକ ନିର୍ବାଚନ ଅବସରରେ ମତପ୍ରକାଶ ପାଇଛି। ଏଥିରେ ପୁରୁଣା ପେନସନ ପ୍ରଦାନ, ଏକ୍ସ କେଡର ଉଚ୍ଛେଦ, ୨୦୦୧ମସିହାରୁ ନିଯୁକ୍ତ ସମସ୍ତ ଶିକ୍ଷକଙ୍କ ମୂଳ ଚାକିରୀ ଗଣନା ଓ ୬ଟି ଇନକ୍ରିମେଣ୍ଟ, କେନ୍ଦ୍ରୀୟ ହାରରେ ଦରମା ପ୍ରଦାନ, ୪୨୦୦ଗ୍ରେଡ ପେ ପ୍ରଦାନ ଆଦି ୫ ଦଫା ସମ୍ବଳିତ ଦାବି ରଖିଛି ସଂଘ। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସଭାପତି ପ୍ରଦୀପ କୁମାର ସାହୁ ଯୋଗଦେଇ ପାଞ୍ଚ ଦଫା ଦାବି ପୂରଣ ନହେଲେ ଆନ୍ଦୋଳନ ନିଶ୍ଚିତ ହେବ। ସୁଚିସ୍ମିତା ଅର୍ଥ ହେରଫେର ମାମଲାରେ ଯେଉଁମାନେ ସଂଶ୍ଲିଷ୍ଟ ସେମାନଙ୍କୁ କଠୋର ଦଣ୍ଡ ଦେବାର ଆବଶ୍ୟକତା ରହିଛି। ଏହାର କ୍ରାଇମବ୍ରାଞ୍ଚ ସ୍ତରୀୟ ତଦନ୍ତ ନିହାତି ଜରୁରୀ ହୋଇପଡିଛି।

ମୁଖ୍ୟବକ୍ତା ଭାବେ ବରିଷ୍ଠ ସମ୍ବାଦିକ ସ୍ୱାଧୀନ ପାତ୍ର, ଚିତ୍ରଶିଳ୍ପୀ ମୁକୁନ୍ଦ ରେଡ୍ଡୀ, ମେଦିନିପୁର ହାଇସ୍କୁଲ ପ୍ରଧାନଶିକ୍ଷକ ସୁଶୀଲ ବିଶ୍ୱାଳ, ସତ୍ୟନାରାୟଣ ରାଜପୁତ। ଶୁଶିଲ କୁମାର ପ୍ରଧାନ ସିପ୍ରା ମହାପାତ୍ର ଓ ବିରେନ ପଣ୍ଡା ପ୍ରମୁଖ ମଞ୍ଚାସିନ ଥିଲେ। ସଭାପତିତ୍ୱ କରିଥିଲେ ବରିଷ୍ଟ ଶିକ୍ଷକ ବରୁଣ ସୁନା ସର୍ବସମ୍ମତି କ୍ରମେ ସଭାପତି ଭାବେ ଲବ ଦୁର୍ଗା, କାର୍ଯ୍ୟକାରୀ ସଭାପତି ଭୃକୁଟି ଗଉଡ଼, ଉପସଭାପତି ଜଗତରାମ ଶବର, ବିଭୂତି ହରିଜନ, ସୁନୀଲ ସାହୁ, ମନୋଜ ମହାକୁଡ଼, ସିପ୍ରା ମହାପାତ୍ର, ଦମୟନ୍ତି ମାଝୀ, ସାଧାରଣ ସମ୍ପାଦକ ଦୁର୍ଯୋଧନ ମାଝୀ, ସଂଗଠନ ସମ୍ପାଦକ ଧନଞ୍ଜୟ ସାହୁ, ଯୁଗ୍ମ ସମ୍ପାଦକ ପାର୍ଥବ ମହାନନ୍ଦ, ମନ ଶବର, ସଂଯୋଜିକା ବସୁମତୀ ସାହୁ, କୋଷାଧ୍ୟକ୍ଷ ଧନଞ୍ଜୟ ପାଣିଗ୍ରାହୀ, ସମୀକ୍ଷକ ଏମ. ନାଗେଶ୍ୱର ଦୋରା, ଟୁକୁମଣି ସୁନା ଉପଦେଷ୍ଟା ଭାବେ ବରୁଣ ସୁନା,ପ୍ରଭାତ କୁମାର ସାହୁ। ସତ୍ୟ ନାରାୟଣ ରାଜପୁତ, ମୁକୁନ୍ଦ ରେଡ୍ଡୀ, ଭବାନୀ ମାଝି, ବିରେନ ପଣ୍ଡା, ସୁଶୀଲ କୁମାର ପ୍ରଧାନ, ପଦ୍ମନାଭମହାରଣା ପ୍ରଫୁଲ୍ଲ ଦାସ, ଶିବ ନାଏକ, କରୁଣା ଚିନ୍ଦା ସନ୍ତୋଷ କୁମାର ରଥ ପ୍ରମୁଖ ଚୟନିତ ହୋଇଥିଲେ।

କଳାହାଣ୍ଡି ଜିଲ୍ଲା ସାଙ୍ଗଠନିକ ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.