Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଳାହାଣ୍ଡି ଜିଲ୍ଲା ସିଟି ପ୍ରାଥମିକ ଶିକ୍ଷକ ସଂଘର ସାମ୍ବିଧାନିକ ସମ୍ମିଳନୀ ଓ ସାଂଗଠାନିକ ନିର୍ବାଚନ
ଆଜିର ଖବର

କଳାହାଣ୍ଡି ଜିଲ୍ଲା ସିଟି ପ୍ରାଥମିକ ଶିକ୍ଷକ ସଂଘର ସାମ୍ବିଧାନିକ ସମ୍ମିଳନୀ ଓ ସାଂଗଠାନିକ ନିର୍ବାଚନ

November 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ସିଟି ପ୍ରାଥମିକ ଶିକ୍ଷକ ସଂଘର ସାମ୍ବିଧାନିକ ସମ୍ମିଳନୀ ଓ ସାଙ୍ଗଠନିକ ନିର୍ବାଚନ ଅବସରରେ ମତପ୍ରକାଶ ପାଇଛି। ଏଥିରେ ପୁରୁଣା ପେନସନ ପ୍ରଦାନ, ଏକ୍ସ କେଡର ଉଚ୍ଛେଦ, ୨୦୦୧ମସିହାରୁ ନିଯୁକ୍ତ ସମସ୍ତ ଶିକ୍ଷକଙ୍କ ମୂଳ ଚାକିରୀ ଗଣନା ଓ ୬ଟି ଇନକ୍ରିମେଣ୍ଟ, କେନ୍ଦ୍ରୀୟ ହାରରେ ଦରମା ପ୍ରଦାନ, ୪୨୦୦ଗ୍ରେଡ ପେ ପ୍ରଦାନ ଆଦି ୫ ଦଫା ସମ୍ବଳିତ ଦାବି ରଖିଛି ସଂଘ। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସଭାପତି ପ୍ରଦୀପ କୁମାର ସାହୁ ଯୋଗଦେଇ ପାଞ୍ଚ ଦଫା ଦାବି ପୂରଣ ନହେଲେ ଆନ୍ଦୋଳନ ନିଶ୍ଚିତ ହେବ। ସୁଚିସ୍ମିତା ଅର୍ଥ ହେରଫେର ମାମଲାରେ ଯେଉଁମାନେ ସଂଶ୍ଲିଷ୍ଟ ସେମାନଙ୍କୁ କଠୋର ଦଣ୍ଡ ଦେବାର ଆବଶ୍ୟକତା ରହିଛି। ଏହାର କ୍ରାଇମବ୍ରାଞ୍ଚ ସ୍ତରୀୟ ତଦନ୍ତ ନିହାତି ଜରୁରୀ ହୋଇପଡିଛି।

ମୁଖ୍ୟବକ୍ତା ଭାବେ ବରିଷ୍ଠ ସମ୍ବାଦିକ ସ୍ୱାଧୀନ ପାତ୍ର, ଚିତ୍ରଶିଳ୍ପୀ ମୁକୁନ୍ଦ ରେଡ୍ଡୀ, ମେଦିନିପୁର ହାଇସ୍କୁଲ ପ୍ରଧାନଶିକ୍ଷକ ସୁଶୀଲ ବିଶ୍ୱାଳ, ସତ୍ୟନାରାୟଣ ରାଜପୁତ। ଶୁଶିଲ କୁମାର ପ୍ରଧାନ ସିପ୍ରା ମହାପାତ୍ର ଓ ବିରେନ ପଣ୍ଡା ପ୍ରମୁଖ ମଞ୍ଚାସିନ ଥିଲେ। ସଭାପତିତ୍ୱ କରିଥିଲେ ବରିଷ୍ଟ ଶିକ୍ଷକ ବରୁଣ ସୁନା ସର୍ବସମ୍ମତି କ୍ରମେ ସଭାପତି ଭାବେ ଲବ ଦୁର୍ଗା, କାର୍ଯ୍ୟକାରୀ ସଭାପତି ଭୃକୁଟି ଗଉଡ଼, ଉପସଭାପତି ଜଗତରାମ ଶବର, ବିଭୂତି ହରିଜନ, ସୁନୀଲ ସାହୁ, ମନୋଜ ମହାକୁଡ଼, ସିପ୍ରା ମହାପାତ୍ର, ଦମୟନ୍ତି ମାଝୀ, ସାଧାରଣ ସମ୍ପାଦକ ଦୁର୍ଯୋଧନ ମାଝୀ, ସଂଗଠନ ସମ୍ପାଦକ ଧନଞ୍ଜୟ ସାହୁ, ଯୁଗ୍ମ ସମ୍ପାଦକ ପାର୍ଥବ ମହାନନ୍ଦ, ମନ ଶବର, ସଂଯୋଜିକା ବସୁମତୀ ସାହୁ, କୋଷାଧ୍ୟକ୍ଷ ଧନଞ୍ଜୟ ପାଣିଗ୍ରାହୀ, ସମୀକ୍ଷକ ଏମ. ନାଗେଶ୍ୱର ଦୋରା, ଟୁକୁମଣି ସୁନା ଉପଦେଷ୍ଟା ଭାବେ ବରୁଣ ସୁନା,ପ୍ରଭାତ କୁମାର ସାହୁ। ସତ୍ୟ ନାରାୟଣ ରାଜପୁତ, ମୁକୁନ୍ଦ ରେଡ୍ଡୀ, ଭବାନୀ ମାଝି, ବିରେନ ପଣ୍ଡା, ସୁଶୀଲ କୁମାର ପ୍ରଧାନ, ପଦ୍ମନାଭମହାରଣା ପ୍ରଫୁଲ୍ଲ ଦାସ, ଶିବ ନାଏକ, କରୁଣା ଚିନ୍ଦା ସନ୍ତୋଷ କୁମାର ରଥ ପ୍ରମୁଖ ଚୟନିତ ହୋଇଥିଲେ।

କଳାହାଣ୍ଡି ଜିଲ୍ଲା ସାଙ୍ଗଠନିକ ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁରରେ ଜାତୀୟ ସଡ଼କ ସୁରକ୍ଷା ମାସ ସଚେତନତା କାର୍ଯ୍ୟକ୍ରମ

January 10, 2026

ରିଲାଏନ୍ସ ଫାଉଣ୍ଡେସନ ଛାତ୍ରବୃତ୍ତି: ଓଡ଼ିଶାର ୧୨୭ ଛାତ୍ରଛାତ୍ରୀ ମନୋନୀତ

January 10, 2026

‘ପ୍ରଥମେ ପିଟିଲେ, ପୁଣି ବିଷ ଖାଇବାକୁ ବାଧ୍ୟ କଲେ’: ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

January 10, 2026

ଗିରଫ ହେଲେ ରାମ ମନ୍ଦିରରେ ନମାଜ ପାଠ କରୁଥିବା ଅଭିଯୁକ୍ତ: ଜାଣନ୍ତୁ ଏହି ମାମଲାରେ କ’ଣ ହେବ ଦଣ୍ଡ?

January 10, 2026
Latest News

ରଣପୁରରେ ଜାତୀୟ ସଡ଼କ ସୁରକ୍ଷା ମାସ ସଚେତନତା କାର୍ଯ୍ୟକ୍ରମ

January 10, 2026

ବିଶ୍ୱର ସର୍ବବୃହତ ଦୁଗ୍ଧ ଉତ୍ପାଦନକାରୀ ଏବଂ ସର୍ବବୃହତ ଚାଉଳ ରପ୍ତାନିକାରୀ ପାଲଟିଲା ଭାରତ

January 10, 2026

ରିଲାଏନ୍ସ ଫାଉଣ୍ଡେସନ ଛାତ୍ରବୃତ୍ତି: ଓଡ଼ିଶାର ୧୨୭ ଛାତ୍ରଛାତ୍ରୀ ମନୋନୀତ

January 10, 2026

‘ବିଶ୍ୱ ଦରବାରରେ ଓଡ଼ିଶାର ବୀରତ୍ୱକୁ ନୂତନ ପରିଚୟ ଦେବ’: ଧର୍ମେନ୍ଦ୍ର ପ୍ରଧାନ

January 10, 2026

‘ପ୍ରଥମେ ପିଟିଲେ, ପୁଣି ବିଷ ଖାଇବାକୁ ବାଧ୍ୟ କଲେ’: ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

January 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.