ଦୁର୍ବଳ ହେଲା ଅବପାତ, ଏବେ ସଦୃଶ ଲଘୁଚାପରେ ପରିଣତ

Published: Nov 22, 2022, 2:54 pm IST
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଧିରେ ଧିରେ ଦୃବଳ ହେବାରେ ଲାଗିଛି। ଫଳରେ ପୂର୍ବରୁ ଯାହା ଆଶଙ୍କା କରାଯାଉଥିଲା ତାହା ଆଉ ହେବ ନାହିଁ ବୋଲି ଜଣାପଡିଛି। ଏ ନେଇ ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି।
ବିଭାଗ କହିଛି ଯେ, ଆଜି ସକାଳ ସମୟରେ ସକ୍ରିୟ ଅବପାତ ଦୁର୍ବଳ ହୋଇ ପଶ୍ଚିମ-କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ସୁଦୃଶଃଲଘୁଚାପ କ୍ଷେତ୍ର ରେ ପରିଣତ ହୋଇଛି। ଆଗାମୀ ୨୪ଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଆହୁରି ଦୁର୍ବଳ ହେବାର ସମ୍ଭାବନା ରହିଛି।

Related posts