Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟସ୍ତରୀୟ ଶହୀଦ ଲକ୍ଷ୍ମଣ ନାଏକଙ୍କ ଜୟନ୍ତି ପାଳିତ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ
ଆଜିର ଖବର

ରାଜ୍ୟସ୍ତରୀୟ ଶହୀଦ ଲକ୍ଷ୍ମଣ ନାଏକଙ୍କ ଜୟନ୍ତି ପାଳିତ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

November 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟସ୍ତରୀୟ ଶହୀଦ ଲକ୍ଷ୍ମଣ ନାଏକଙ୍କ ଜୟନ୍ତି ପାଳିତ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର: ଦେଶର ସ୍ୱାଧୀନତା ପାଇଁ ନିଜର ପ୍ରାଣବଳି ଦେଇଥିବା ଓଡିଶା ମାଟିର ସୁଯୋଗ୍ୟ ସନ୍ତାନ ତଥା ଭାରତମାତାର ବୀରପୁତ୍ର ଶହୀଦ୍ ଲକ୍ଷ୍ମଣ ନାଏକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଆଜି ସକାଳେ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ଆନୁକୂଲ୍ୟରେଶହୀଦଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି।

ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ ଏହି ପୂଜ୍ୟପୂଜା କାର‌୍ୟ୍ୟକ୍ରମରେ ଯୋଗଦେଇ ୟୁନିଟ୍ -୧ ଆଦିବାସୀ ପ୍ରଦର୍ଶନୀ ପଡିଆଏବଂ କଳିଙ୍ଗ ହସ୍ପିଟାଲ ଛକଠାରେ ଥିବାଶହୀଦ୍ ଲକ୍ଷ୍ମଣ ନାଏକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ବିଭାଗର ନିର୍ଦ୍ଦେଶକ(ବୈଷୟିକ) ଶ୍ରୀ ସୁରେନ୍ଦ୍ରନାଥ ପରିଡା, ସହକାରୀ ନିର୍ଦ୍ଦେଶକ(କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀଙ୍କ ସମେତବିଭାଗର ଅନ୍ୟ ପଦାଧିକାରୀ, ଶବରୀ ସାଂସ୍କୃତିକ ପରିଷଦର ଉପସଭାପତି ଶ୍ରୀ ଗୌରଚନ୍ଦ୍ର ତ୍ରିପାଠୀ, କୋଷାଧ୍ୟକ୍ଷ ଶ୍ରୀ ଯଶୱନ୍ତ ଜୈନ, ଯୁଗ୍ମ ସଂପାଦକ ଶ୍ରୀ ନୀଳମାଧବ ଦାସ, କାର‌୍ୟ୍ୟନିର୍ବାହୀ କମିଟି ସଦସ୍ୟ ପ୍ରଫେସର ହୃଦୟରଞ୍ଜନ ଶତପଥୀଙ୍କ ସମେତ ଅନ୍ୟ ସଦସ୍ୟ, ଉତ୍କଳ ସମ୍ମିଳନୀ ତରଫରୁ ଶ୍ରୀ ଗିରିଜା ଶଙ୍କର ମହାପାତ୍ର ପ୍ରମୁଖଉପସ୍ଥିତ ରହି ଶହୀଦ ଲକ୍ଷ୍ମଣ ନାଏକଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଉଭୟ ସ୍ଥାନରେ ପ୍ରତିମୂର୍ତ୍ତୀସ୍ଥଳକୁ ପୁଷ୍ପରେ ସାଜସଜ୍ଜା କରାଯାଇଥିଲା।

ଶହୀଦ୍ ଲକ୍ଷ୍ମଣ ନାଏକ ସୂଚନା ଓ ଲୋକ ସମ୍ପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଶେଷ ପର୍ଯ୍ୟନ୍ତ ଲଢ଼ିଲା ନେଦରଲ୍ୟାଣ୍ଡ: ୧୭ ରନ୍ ରେ ଜିତିଲା ଭାରତ

February 18, 2026

ରାଞ୍ଚି ଦୂରଦର୍ଶନ କେନ୍ଦ୍ରରେ ‘ବିକଶିତ ଭାରତ ୨୦୪୭’ ଉପରେ ଆଲୋଚନା

February 18, 2026

ବାଲୁଗାଁ ଅବକାରୀ ବିଭାଗର ବିଭିନ୍ନ ସ୍ଥାନରେ ଚଢାଉ: ଦେଶୀମଦ ଜବତ, ୪ ଗିରଫ

February 18, 2026

ପଶ୍ଚିମ ଓଡ଼ିଶା ଯୋଗାଯୋଗକୁ ବୃଦ୍ଧି କରିବ ହାଓଡ଼ା–ଜୁନାଗଡ଼ ରୋଡ୍ ଇସ୍ପାତ ଏକ୍ସପ୍ରେସ୍ ସମ୍ପ୍ରସାରଣ

February 18, 2026
Latest News

ଶେଷ ପର୍ଯ୍ୟନ୍ତ ଲଢ଼ିଲା ନେଦରଲ୍ୟାଣ୍ଡ: ୧୭ ରନ୍ ରେ ଜିତିଲା ଭାରତ

February 18, 2026

ଏଆଇ ଦାୟିତ୍ୱବୋଧ ସଂକଳ୍ପରେ ଭାରତର ବିଶ୍ୱରେକର୍ଡ: ୨୪ ଘଣ୍ଟାରେ ୨.୫ ଲକ୍ଷ ସଂକଳ୍ପ

February 18, 2026

ରାଞ୍ଚି ଦୂରଦର୍ଶନ କେନ୍ଦ୍ରରେ ‘ବିକଶିତ ଭାରତ ୨୦୪୭’ ଉପରେ ଆଲୋଚନା

February 18, 2026

ବାଲୁଗାଁ ଅବକାରୀ ବିଭାଗର ବିଭିନ୍ନ ସ୍ଥାନରେ ଚଢାଉ: ଦେଶୀମଦ ଜବତ, ୪ ଗିରଫ

February 18, 2026

ପଶ୍ଚିମ ଓଡ଼ିଶା ଯୋଗାଯୋଗକୁ ବୃଦ୍ଧି କରିବ ହାଓଡ଼ା–ଜୁନାଗଡ଼ ରୋଡ୍ ଇସ୍ପାତ ଏକ୍ସପ୍ରେସ୍ ସମ୍ପ୍ରସାରଣ

February 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.