Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଂଗ୍ରେସ ସଭାପତି ପଦରୁ ରାହୁଲ ନ ଓହରିବା ଆଶ୍ଚର୍ଯ୍ୟଜନକ : ରାମଚନ୍ଦ୍ର ଗୁହା
ଆଜିର ଖବର

କଂଗ୍ରେସ ସଭାପତି ପଦରୁ ରାହୁଲ ନ ଓହରିବା ଆଶ୍ଚର୍ଯ୍ୟଜନକ : ରାମଚନ୍ଦ୍ର ଗୁହା

May 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
"Astonishing Rahul Gandhi Hasn't Yet Resigned", Says Ramachandra Guha
"Astonishing Rahul Gandhi Hasn't Yet Resigned", Says Ramachandra Guha

ଗତକାଲିର ପରାଜୟ ସହିତ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ ନିଜ କ୍ୟାରିୟରର ବିଫଳତମ ଦିନର ସାମ୍ନା କରିଥିବା ବେଳେ ଆଜି ବରିଷ୍ଠ ଲେଖକ, ଐତିହାସିକ ତଥା ସ୍ତମ୍ଭକାର ରାମଚନ୍ଦ୍ର ଗୁହାଙ୍କ ସମାଲୋଚନାର ଶିକାର ହୋଇଛନ୍ତି । ଦେଶବ୍ୟାପୀ ରାହୁଲଙ୍କ ପ୍ରଚାର ଅତ୍ୟନ୍ତ ପ୍ରଭାବହୀନ ରହିଥିଲା । ଆମେଥି କଂଗ୍ରେସର ଗଡ ହୋଇଥିବା ବେଳେ ୨୦୦୪ରୁ ସମାନ ଆସନରେ ରାହୁଲ ବିଜୟୀ ହେଉଥିବା ବେଳେ ଚଳିତ ବର୍ଷ ପ୍ରଥମ ଥର ପାଇଁ ପରାଜିତ ହୋଇଛନ୍ତି । ଏପରକି ପରସ୍ଥିତିରେ କଂଗ୍ରେସ ସଭାପତି ପଦବୀରୁ ରାହୁଲ ନ ଓହରିବା ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ ବୋଲି ଗୁହା କହିଛନ୍ତି । ସୋସିଆଲ ମିଡିଆ ସାଇଟ୍‌ ଟ୍ବିଟ୍ଟର ଜରିଆରେ ଏହି ପ୍ରଶ୍ନ କରିଛନ୍ତି ଗୁହା । ଆତ୍ମସମ୍ମାନ ଏବଂ ଜଣେ ରାଜନୀତିଜ୍ଞ ଭାବରେ ରାହୁଲ ନିଜ ପଦବୀରୁ ଇସ୍ତଫା ପ୍ରଦାନ କରିବା ଉଚିତ୍‌ ବୋଲି କହିଛନ୍ତି ଗୁହା । ସେହିପରି ଯୋଗେନ୍ଦ୍ର ଯାଦବଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ କହିଛନ୍ତି, ବର୍ତ୍ତମାନ କଂଗ୍ରେସରେ ପରିବାରବାଦକୁ ଶେଷ କରିବାର ସମୟ ଆସିଛି ବୋଲି ଗୁହା ମତ ଦେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ହରଦିପ ସିଂ ପୁରୀଙ୍କ କୁଶପୁତଳିକା ଦାହ

February 26, 2026

୫୪ତମ ରାଜ୍ୟ ପୋଲିସ ବନ୍ଧୁକ ଚାଳନା ପ୍ରତିଯୋଗିତା ଉଦଘାଟିତ

February 26, 2026

ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଶୀଘ୍ର ଆରମ୍ଭ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ତରଫରୁ ନିଷ୍ପତ୍ତି

February 26, 2026
Latest News

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.