Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଲମାନଙ୍କ ସମେତ ବଲିଉଡ୍‌ର ଅନେକ କଳାକାର ମୋଦିଙ୍କୁ ବିଜୟର ଶୁଭେଚ୍ଛା ଜଣାଇଲେ
ଆଜିର ଖବର

ସଲମାନଙ୍କ ସମେତ ବଲିଉଡ୍‌ର ଅନେକ କଳାକାର ମୋଦିଙ୍କୁ ବିଜୟର ଶୁଭେଚ୍ଛା ଜଣାଇଲେ

May 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
salaman and other bollywood actor actress congratulate pm modi for victory
salaman and other bollywood actor actress congratulate pm modi for victory

ମୋଦିଙ୍କୁ ବଧେଇ ଜଣାଇଲା ବଲିଉଡ୍‌  । ସପ୍ତଦଶ ଲୋକସଭା ନିର୍ବାଚନରେ ବିଜେପି ବହୁମତ ପାଇ ପୁଣି ଥରେ ସରକାର ଗଠନ କରୁଛନ୍ତି । ମୋଦିଙ୍କର ଅପାର ସଫଳତା ପାଇଁ ସାରା ବଲିଉଡ୍‌ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ବଲିଉଡ୍‌ ଭାଇଜାନ୍‌ ସଲମାନ୍‌ ଖାନ୍‌ ମୋଦିଙ୍କୁ ଏହି ସଫଳତା ପାଇଁ ଶୁଭେଚ୍ଛା ଜଣାଇବା ସହିତ ଆପଣଙ୍କ ସହିତ ଏକ ମଜବୁତ୍‌ ଭାରତ ନିର୍ମାଣରେ ଆପଣଙ୍କ ସହ ରହିଛୁ ବୋଲି ଟୁଇଟ୍‌ କରିଛନ୍ତି । ସଲମାନ୍‌ଙ୍କ ବ୍ୟତୀତ, ରଜନୀକାନ୍ତ, ବରୁଣ ଧଓ୍ବନ, ଅର୍ଜୁନ୍‌ କପୁର୍‌, ରିତେଶ ଦେଶମୁଖ, ପରିଣିତି ଚୋପ୍ରାଙ୍କ ସମେତ ଅନେକ କଳାକାର ତାଙ୍କୁ ଶୁଭେଚ୍ଛା ବାର୍ତ୍ତା ଜଣାଇଛନ୍ତି । ସଲମାନ୍‌ ସର୍ବଦା ମୋଦିଙ୍କୁ ସମର୍ଥନ କରି ଆସିଛନ୍ତି । ୨୦୧୪ରେ ସଲମାନ୍‌ ମୋଦିଙ୍କ ସହ ଅହମ୍ମଦାବାଦ ଗୁଡ଼ି ଉଡା ଉତ୍ସବରେ ଯୋଗଦେଇଥିଲେ । ସେହିପରି ୨୦୧୪ରେ ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ସାମିଲ୍‌ ହୋଇଥିଲେ ସଲମାନ୍‌ ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ହରଦିପ ସିଂ ପୁରୀଙ୍କ କୁଶପୁତଳିକା ଦାହ

February 26, 2026

୫୪ତମ ରାଜ୍ୟ ପୋଲିସ ବନ୍ଧୁକ ଚାଳନା ପ୍ରତିଯୋଗିତା ଉଦଘାଟିତ

February 26, 2026

ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଶୀଘ୍ର ଆରମ୍ଭ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ତରଫରୁ ନିଷ୍ପତ୍ତି

February 26, 2026
Latest News

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.