Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଭକ୍ତଚରଣ ଦାସ, ପରାଜୟ ପାଇଁ ନିଜକୁ ଦାୟୀ କଲେ
ଆଜିର ଖବର

ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଭକ୍ତଚରଣ ଦାସ, ପରାଜୟ ପାଇଁ ନିଜକୁ ଦାୟୀ କଲେ

May 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
bkata charan das resigned form party
bkata charan das resigned form party

୨୦୧୯ ସାଧାରଣ ନିର୍ବାଚନରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପରେ ଦଳରୁ ଇସ୍ତଫା ଦେଇଛନ୍ତି ବରିଷ୍ଠ କଂଗ୍ରେସ ନେତା ଭକ୍ତ ଚରଣ ଦାସ । ସେ ନିଜ ଇସ୍ତଫା ପତ୍ରକୁ ଏଆଇସିସି ଅଧ୍ୟକ୍ଷଙ୍କ ନିକଟକୁ ପଠାଇଥିବା ସୂଚନା ମିଳିଛି। ଭକ୍ତ କଂଗେସ ଦଳର ପ୍ରଚାର କମିଟି ଅଧ୍ୟକ୍ଷ ଥିଲେ। ମାତ୍ର ନିର୍ବାଚନ ବେଳେ ସେ ପ୍ରଚାର କରି ପାରି ନ ଥିଲେ। ଅପରପକ୍ଷେ ରାଜ୍ୟରେ କଂଗ୍ରେସ ଭଲ ପ୍ରଦର୍ଶନ କରିବାରେ ବିଫଳ ହୋଇଛି। ଏଥିପାଇଁ ନିଜକୁ ଦାୟୀ କରିଛନ୍ତି ସେ। ଏହାଛଡ଼ା ଦଳୀୟ ସଂଗଠନକୁ ତୃଣମୂଳସ୍ତରରେ ଗୁରୁତ୍ୱ ଦେବାର ଆବଶ୍ୟକତା ଥିବାରୁ ସେ ନିଜ ପଦବୀରୁ ଇସ୍ତଫା ଦେଉଛନ୍ତି ବୋଲି ଉଲ୍ଲେଖ କରିଛନ୍ତି। ସେହିପରି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମଧ୍ୟ ଦଳରୁ ଇସ୍ତଫା ଦେଇଛନ୍ତି । ଚଳିତ ନିର୍ବାଚନରେ କଂଗ୍ରେସ ଲୋକସଭାରେ ୧ଟି ଆସନ ଓ ବିଧାନସଭାରେ ୯ଟି ଆସନ ଜିତିଛି । ସେହିପରି ଉତ୍ତରପ୍ରଦେଶରେ କଂଗ୍ରେସର ନୈରାଶ୍ୟଜନକ ଫଳାଫଳ ପାଇଁ କଂଗ୍ରେସ କମିଟି ପଦରୁ ରାଜ ବବର ମଧ୍ୟ ଇସ୍ତଫା ପ୍ରଦାନ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ବନ୍ୟପ୍ରାଣୀ ପରିଷଦର ସ୍ଥାୟୀ କମିଟି ବୈଠକ ଅନୁଷ୍ଠିତ

March 21, 2026

ଅଗ୍ନି ସୁରକ୍ଷା ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

March 21, 2026

ମହାପ୍ରଭୁ ଲିଙ୍ଗରାଜଙ୍କ ରଥଯାତ୍ରାର ସୁପରିଚାଳନା ନିମନ୍ତେ ସମନ୍ୱୟ ବୈଠକ

March 21, 2026

‘‘ବିକାଶ ଓ ଭାରତୀୟ ଜ୍ଞାନପ୍ରଣାଳୀ ଉପରେ ପୁନର୍ବିଚାର: ଏକ ସମାଜ ଶାସ୍ତ୍ରୀୟ ପ୍ରତିଫଳନ’’ ଶୀର୍ଷକ ଅର୍ନ୍ତଜାତୀୟ ସମ୍ମିଳନୀ

March 21, 2026
Latest News

ରାଜ୍ୟ ବନ୍ୟପ୍ରାଣୀ ପରିଷଦର ସ୍ଥାୟୀ କମିଟି ବୈଠକ ଅନୁଷ୍ଠିତ

March 21, 2026

ଅଗ୍ନି ସୁରକ୍ଷା ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

March 21, 2026

ମହାପ୍ରଭୁ ଲିଙ୍ଗରାଜଙ୍କ ରଥଯାତ୍ରାର ସୁପରିଚାଳନା ନିମନ୍ତେ ସମନ୍ୱୟ ବୈଠକ

March 21, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରାଳୟ ସାମ୍ବାଦିକ ସମ୍ମିଳନୀ

March 21, 2026

କୃଷି କ୍ଷେତ୍ରର ସମୀକ୍ଷା: ଫସଲ କ୍ଷତି ଓ ବୀମା ଦାବି ଉପରେ ଶିବରାଜ ସିଂହ ଚୌହାନଙ୍କ ଗୁରୁତ୍ୱ

March 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.