Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଚିନ ପାଇଲଟ ଜଣେ ବିଶ୍ଵାସଘାତକ: ଅଶୋକ ଗେହଲୋଟ୍
ଆଜିର ଖବର

ସଚିନ ପାଇଲଟ ଜଣେ ବିଶ୍ଵାସଘାତକ: ଅଶୋକ ଗେହଲୋଟ୍

November 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ୍ ପୁଣି ଥରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କୁ ଟାର୍ଗେଟ କରିଛନ୍ତି। ସଚିନ ପାଇଲଟଙ୍କୁ ସମାଲୋଚନା କରି ଅଶୋକ ଗେହଲୋଟ ତାଙ୍କୁ ଗଦ୍ଦାର ବୋଲି କହିଛନ୍ତି। ସେ କହିଛନ୍ତି ଯେ, “ଜଣେ ଗଦ୍ଦାର ମୁଖ୍ୟମନ୍ତ୍ରୀ ହୋଇପାରିବ ନାହିଁ। ହାଇକମାଣ୍ଡ ସଚିନ ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ କରି ପାରିବେ ନାହିଁ। ଯେଉଁ ବ୍ୟକ୍ତିଙ୍କର ୧୦ ଜଣ ବିଧାୟକ ନାହାଁନ୍ତି, ଯିଏ ବିଦ୍ରୋହ କରିଛନ୍ତି, ଦଳ ପ୍ରତି ବିଶ୍ୱାସଘାତକତା କରିଛନ୍ତି, ସେ ଗଦ୍ଦାର।”

୨୦୨୦ ର ରାଜନୈତିକ ସଙ୍କଟ ସମ୍ପର୍କରେ ଅଶୋକ ଗେହଲୋଟ୍ କହିଛନ୍ତି ଯେ, ଦେଶର ଇତିହାସରେ ଏହା ପ୍ରଥମ ଥର ପାଇଁ ଘଟିଥଲା ଯେ ଦଳର ସଭାପତି ତାଙ୍କ ସରକାରକୁ ହଟାଇବାକୁ ଚେଷ୍ଟା କରିଥିଲେ। ଏଥିପାଇଁ ବିଜେପି ଟଙ୍କା ଦେଇଥିଲା ବୋଲି ସେ କହିଛନ୍ତି। ବିଜେପିର ଦିଲ୍ଲୀ କାର୍ଯ୍ୟାଳୟରୁ ୧୦ କୋଟି ଟଙ୍କା ଆସିଥିଲା, ମୋ ପାଖରେ ପ୍ରମାଣ ଅଛି। କାହାକୁ କେତେ ଟଙ୍କା ଦିଆଗଲା ମୁଁ ଜାଣେ ନାହିଁ।

ଅଶୋକ ଗେହଲୋଟ୍ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ରାଜସ୍ଥାନ ସଚିନ ପାଇଲଟ
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ବଲପୁର ଓ ଝାରସୁଗୁଡ଼ା ସମେତ ଓଡ଼ିଶା ହେବ ଦେଶର ଅଗ୍ରଣୀ ମ୍ୟାନୁଫ୍ୟାକଚରିଂ ଏବଂ ଲଜିଷ୍ଟିକ୍ ହବ୍

April 25, 2026

କାକାବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲରେ ୧୨ ବର୍ଷୀୟ ଛାତ୍ରଙ୍କ ମୃତ୍ୟୁ ଏବଂ ୧୦୦ରୁ ଅଧିକ ଅସୁସ୍ଥ ହେବା ଘଟଣାରେ ନିଜ ଆଡୁ ମାମଲା ରୁଜ୍ଜୁ କଲେ ଜାତୀୟ ମାନବାଧିକାର ଆୟୋଗ

April 24, 2026

ଆଇ.ଆର୍.ସି.ଟି.ସି ର ବୁଦ୍ଧିଷ୍ଟ ସର୍କିଟ ପର୍ଯ୍ୟଟକ ପ୍ୟାକେଜ୍ ଉପରେ ସ୍ୱତନ୍ତ୍ର ୨୦% ରିହାତି

April 24, 2026

ଆସନ୍ତା୩୦ରେ ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ

April 24, 2026
Latest News

ସମ୍ବଲପୁର ଓ ଝାରସୁଗୁଡ଼ା ସମେତ ଓଡ଼ିଶା ହେବ ଦେଶର ଅଗ୍ରଣୀ ମ୍ୟାନୁଫ୍ୟାକଚରିଂ ଏବଂ ଲଜିଷ୍ଟିକ୍ ହବ୍

April 25, 2026

କାକାବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲରେ ୧୨ ବର୍ଷୀୟ ଛାତ୍ରଙ୍କ ମୃତ୍ୟୁ ଏବଂ ୧୦୦ରୁ ଅଧିକ ଅସୁସ୍ଥ ହେବା ଘଟଣାରେ ନିଜ ଆଡୁ ମାମଲା ରୁଜ୍ଜୁ କଲେ ଜାତୀୟ ମାନବାଧିକାର ଆୟୋଗ

April 24, 2026

ଆଇ.ଆର୍.ସି.ଟି.ସି ର ବୁଦ୍ଧିଷ୍ଟ ସର୍କିଟ ପର୍ଯ୍ୟଟକ ପ୍ୟାକେଜ୍ ଉପରେ ସ୍ୱତନ୍ତ୍ର ୨୦% ରିହାତି

April 24, 2026

ଆସନ୍ତା୩୦ରେ ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ

April 24, 2026

ବିଜେପିରେ ମିଶିଲେ ରାଘବ, ହୋଇପାରନ୍ତି ପଞ୍ଜାବର ମୁଖ୍ୟ ଚେହେରା !

April 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.