Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୁଜୁରାଟର ଏକ କୋଚିଂ ସେଣ୍ଟରରେ ନିଆଁ ଲାଗି ୧୯ ମୃତ
ଆଜିର ଖବର

ଗୁଜୁରାଟର ଏକ କୋଚିଂ ସେଣ୍ଟରରେ ନିଆଁ ଲାଗି ୧୯ ମୃତ

May 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
fire at surat, 19 dead
fire at surat, 19 dead

ଗୁଜରାଟର ସୁରଟ ସ୍ଥିତ ସରଥଣାଠାରେ ଥିବା ଏକ କୋଚିଂ ସେଣ୍ଟରରେ ନିଆଁ ଲାଗିବା କାରଣରୁ ୧୯ ଜଣ ଛାତ୍ରଛାତ୍ରୀ ପ୍ରାଣ ହରାଇଛନ୍ତି। ବିଲ୍ଡିଂର ତୃତୀୟ ଏବଂ ଚତୁର୍ଥ ଫ୍ଲୋରରେ ନିଆଁ ଲାଗିଯାଇ ଥିଲା। ଏଥିରେ ଅନେକ ଆହତ ମଧ୍ୟ ହୋଇଛନ୍ତି। ଏହି ଘଟଣାରେ ମୃତକଙ୍କ ସଂଖ୍ୟା ୧୯ ହୋଇଥିବାବେଳେ ଏହାର ସଂଖ୍ୟା ବଢ଼ିବାର ସମ୍ଭାବନା ରହିଛି। ତକ୍ଷଶିଳା ଆର୍କେଡ଼ରେ ନିଆଁ ଲାଗିଯାଇଥିବାବେଳେ ଛାତ୍ରଛାତ୍ରୀମାନେ ନିଆଁ କବଳରୁ ରକ୍ଷା ପାଇବା ପାଇଁ ତଳକୁ ଡେଇଁ ପଡ଼ିଥିଲେ । ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାରେ ମୃତକଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଦିଆଯିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଏଠାରେ ଶର୍ଟସର୍କିଟ୍‌ କାରଣରୁ ଅଗ୍ନିକାଣ୍ଡ ଘଟିଥିଲା। ସେହିପରି ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିବା ସହିତ  ମୃତକଙ୍କ ପରିବାର ପ୍ରତି ସମବେଦନା ପ୍ରକାଶ କରିବା କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ହରଦିପ ସିଂ ପୁରୀଙ୍କ କୁଶପୁତଳିକା ଦାହ

February 26, 2026

୫୪ତମ ରାଜ୍ୟ ପୋଲିସ ବନ୍ଧୁକ ଚାଳନା ପ୍ରତିଯୋଗିତା ଉଦଘାଟିତ

February 26, 2026

ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଶୀଘ୍ର ଆରମ୍ଭ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ତରଫରୁ ନିଷ୍ପତ୍ତି

February 26, 2026
Latest News

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.