Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Breaking News: ଖଣ୍ଡଗିରି ପାହାଡରେ ଲାଗିଲା ନିଆଁ, ଅଗ୍ନିଶମ ବାହିନୀ ମୁତୟନ
ଆଜିର ଖବର

Breaking News: ଖଣ୍ଡଗିରି ପାହାଡରେ ଲାଗିଲା ନିଆଁ, ଅଗ୍ନିଶମ ବାହିନୀ ମୁତୟନ

November 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Breaking News: ଖଣ୍ଡଗିରି ପାହାଡରେ ଲାଗିଲା ନିଆଁ, ଅଗ୍ନିଶମ ବାହିନୀ ମୁତୟନ

ଭୁବନେଶ୍ବର: ଆଜି ରାତିରେ ଖଣ୍ଡଗିରି ପାହଡରେ ନିଆଁ ଲାଗିଛି। ରାତି ପ୍ରାୟ 10ଟା ବେଳେ ଏହି ନିଆଁ ଲାଗିଥିବାର ଜଣାପଡିଛି। ପାହଡରେ ଥିବା ଶୁଖିଲା ପତ୍ରରେ ଏହି ନିଆଁ ଧରି ବଡ ଆକାରରେ ଧାରଣ କରିବାକୁ ଯାଉଥିଲା। ପ୍ରଥମେ ସ୍ଥାନୀୟ ଲୋକେ ନିଆଁ ଲିଭାଇବା ପାଇଁ ଚେଷ୍ଠା କରିଥିଲେ ମଧ୍ୟ ବିଫଳ ହୋଇଥିଲେ।

ଏହାପରେ ଅଗ୍ନିଶମ ବାହାନୀ ଆସି ଦୀର୍ଘ ସମୟ ପରେ ନିଆଁକୁ ଆୟତ କରିଥିଲେ। ପାଚେରୀ ବାହାରୁ ପଟୁ ରହି ସେମାନେ ନିଆଁକୁ ଆୟତ କରିଥିଲେ। ତେବେ ନିଆଁ ଲାଗିବାର କାରଣ ଜଣା ପଡି ନ ଥିଲେ ମଧ୍ୟ ଶୁଖିଲା ପତ୍ରରେ କୌଣସି କାରଣରୁ ନିଆଁ ଧରି ତାହା ବ୍ୟାପିବାରେ ଲାଗିଥିଲା।

ଖଣ୍ଡଗିରି ପାହାଡ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ ପାଇଁ ବଢିବ ସମସ୍ୟା!: ହ୍ରାସ ପାଉଛି ମଧ୍ୟପ୍ରଦେଶରେ କଂଗ୍ରେସ ବିଧାୟକଙ୍କ ସଂଖ୍ୟା

April 3, 2026

ଆଜି ଚେନ୍ନାଇ ଏବଂ ପଞ୍ଜାବ ମଧ୍ୟରେ ଲଢେଇ: ଜାଣନ୍ତୁ ପ୍ଲେଇଂ ଇଲେଭେନ୍, ପିଚ୍ ରିପୋର୍ଟ ଏବଂ ପାଣିପାଗ

April 3, 2026

ମଧୁମେହରେ ପଣସର ବ୍ୟବହାର କିପରି ଲାଭଦାୟକ? ଜାଣନ୍ତୁ…

April 3, 2026

ବ୍ରହ୍ମପୁର ପୌର ନିଗମର ଷ୍ଟାଣ୍ଡିଂ କମିଟି ବୈଠକ

April 3, 2026
Latest News

ରାଜ୍ୟସଭା ନିର୍ବାଚନ ପାଇଁ ବଢିବ ସମସ୍ୟା!: ହ୍ରାସ ପାଉଛି ମଧ୍ୟପ୍ରଦେଶରେ କଂଗ୍ରେସ ବିଧାୟକଙ୍କ ସଂଖ୍ୟା

April 3, 2026

କିପରି ମନୋନୀତ ହେବେ ବିହାରର ନୂତନ ମୁଖ୍ୟମନ୍ତ୍ରୀ?: ପୂର୍ବତନ ସାଂସଦଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

April 3, 2026

ଆଜି ଚେନ୍ନାଇ ଏବଂ ପଞ୍ଜାବ ମଧ୍ୟରେ ଲଢେଇ: ଜାଣନ୍ତୁ ପ୍ଲେଇଂ ଇଲେଭେନ୍, ପିଚ୍ ରିପୋର୍ଟ ଏବଂ ପାଣିପାଗ

April 3, 2026

ମଧୁମେହରେ ପଣସର ବ୍ୟବହାର କିପରି ଲାଭଦାୟକ? ଜାଣନ୍ତୁ…

April 3, 2026

‘ମୋର ନୀରବତାକୁ ପରାଜୟ ବୋଲି ଭାବନ୍ତୁ ନାହିଁ’: ଆଉ ଏକ ଭିଡିଓ ଜାରି କରି କହିଲେ ରାଘବ ଚଢା

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.