Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଡ଼ଦିନ ପୂର୍ବରୁ ଏସ୍‌ଏଚ୍‌ଏମ୍‌ରେ କେକ୍ ମିକ୍ସିଙ୍ଗ୍ ଉତ୍ସବ
ଆଜିର ଖବର

ବଡ଼ଦିନ ପୂର୍ବରୁ ଏସ୍‌ଏଚ୍‌ଏମ୍‌ରେ କେକ୍ ମିକ୍ସିଙ୍ଗ୍ ଉତ୍ସବ

November 26, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବଡ଼ଦିନ ଆଉ ମାତ୍ର ଗୋଟିଏ ମାସ ବାକି ଥିବା ବେଳେ ଏହି ଉତ୍ସବକୁ ଅଧିକ ଚଳଚଂଚଳ କରିବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟରେ ଶନିବାର ଦିନ ଏକ କେକ୍ ମିକ୍ସିଙ୍ଗ୍ ପ୍ରସ୍ତୁତି କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।

୧୭୦୦ ଶତାବ୍ଦୀରେ ୟୁରୋପରେ ଏହି ପାରମ୍ପରିକ କେକ୍ ମିକ୍ସିଙ୍ଗ ପ୍ରସ୍ତୁତି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ ଏହାକୁ ଶୁଭ ସମୟ ଓ ଆନନ୍ଦର ବାର୍ତାବହ ବୋଲି କୁହାଯାଇଥାଏ। ଏହି ସମୟରେ ଅଧିକ ପରିମାଣର ଫଳ ଏବଂ ବାଦାମ ଜାତୀୟ ଦ୍ରବ୍ୟ ଉତ୍ପାଦନ ହେଉଥିବାରୁ କେକ୍ ପ୍ରସ୍ତୁତ କରିବା ଖୁବ୍ ସହଜ ହୋଇଥାଏ।

ଏହି ପାରମ୍ପରିକ ବଡ଼ଦିନ କେକ୍ ବା ବଡ଼ଦିନ ପୁଡିଙ୍ଗ୍‌ରେ ଅନେକ ପରିମାଣର ଡ୍ରାଏ ଫ୍ରୁଟ, ଅଣ୍ଡା ଏବଂ ମଇଦାରେ ପ୍ରସ୍ତୁତ କରାଯାଇଥାଏ। ଅନେକ କେକ୍‌ରେ ଡ୍ରାଏ ଫ୍ରୁଟ୍‌୍‌ସ, ଚେରି ଫ୍ରୁଟି, କାନ୍‌ବେରୀ, ଖଜୁରୀ ପ୍ରଭୃତି ୭୦ ପ୍ରକାର ଦ୍ରବ୍ୟ ବ୍ୟବହୃତ ହୋଇଥାଏ।

ଏହି କାର୍ଯ୍ୟକ୍ରମରେ ସୋଆର ଉପକୁଳପତି ତଥା ରେଜିଷ୍‌୍ରାର ପ୍ରଫେସର ବିଭୁତି ଭୂଷଣ ପ୍ରଧାନ ଓ ଭୁବନେଶ୍ୱର ସ୍ଥିତ ତାଜ ବିଭାନ୍ତ ହୋଟେଲ୍‌ର ଏଚ୍‌ଆର୍ ମ୍ୟାନେଜର ଉଦୟ ଶଙ୍କର ସ୍ୱାଇଁ ପ୍ରମୁଖ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏସ୍‌ଏଚ୍‌ଏମ୍‌ର ଡିନ୍ ଡଃ ସପନ କୁମାର ସାଢ଼ୁଆଲ୍‌, ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନି ଏବଂ ଅନ୍ୟାନ୍ୟ ଫ୍ୟାକଲ୍ଟି, ଛାତ୍ରଛାତ୍ରୀ ଏବଂ ମେମ୍ବର୍ସମାନେ ଉପସ୍ଥିତ ଥିଲେ।

ଏହି କେକ୍ ମିକ୍ସିଙ୍ଗ ପ୍ରସ୍ତୁତି କାର୍ଯ୍ୟକ୍ରମରେ ଭୁବନେଶ୍ୱରର ବିଭିନ୍ନ ସ୍କୁଲ୍ ଏବଂ କଲେଜର ଛାତ୍ରଛାତ୍ରୀମାନେ ମଧ୍ୟ ସାମିଲ ହୋଇଥିଲେ।

ଏସ୍‌ଏଚ୍‌ଏମ୍‌ ବଡ଼ଦିନ ଶିକ୍ଷା ଓ ଅନୁସନ୍ଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ରାଜ୍ୟର ୧୨ ଜିଲ୍ଲାରେ ୩ଟି ରେଳ ଟ୍ରାକ୍‌ ଦୋହରୀକରଣ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

February 15, 2026

ଓଡ଼ିଶା ପୋଲିସ ପକ୍ଷରୁ ରାଜ୍ୟବ୍ୟାପୀ ସ୍ୱତନ୍ତ୍ର ଅଭିଯାନ: “ଅପରେସନ୍ ସାଇବର କବଚ”ର ଶୁଭାରମ୍ଭ

February 15, 2026

୨୦ତମ ତୋଷାଳି ସ୍ଵଦେଶୀ ମେଳାକୁ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ

February 15, 2026

ମହାଶିବରାତ୍ରୀ: ଶିବ ପୂଜା ପାଇଁ ବେଲପତ୍ର ତୋଳୁଛନ୍ତି କି? ତେବେ ମାନନ୍ତୁ ଏହି ନିୟମ

February 15, 2026
Latest News

ଏହି ରାଜ୍ୟର ୧୨ ଜିଲ୍ଲାରେ ୩ଟି ରେଳ ଟ୍ରାକ୍‌ ଦୋହରୀକରଣ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

February 15, 2026

ଓଡ଼ିଶା ପୋଲିସ ପକ୍ଷରୁ ରାଜ୍ୟବ୍ୟାପୀ ସ୍ୱତନ୍ତ୍ର ଅଭିଯାନ: “ଅପରେସନ୍ ସାଇବର କବଚ”ର ଶୁଭାରମ୍ଭ

February 15, 2026

୨୦ତମ ତୋଷାଳି ସ୍ଵଦେଶୀ ମେଳାକୁ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ

February 15, 2026

ମହାଶିବରାତ୍ରୀ: ଶିବ ପୂଜା ପାଇଁ ବେଲପତ୍ର ତୋଳୁଛନ୍ତି କି? ତେବେ ମାନନ୍ତୁ ଏହି ନିୟମ

February 15, 2026

ଗଣମାଧ୍ୟମ ଦ୍ୱାରା ଆୟୋଜିତ ପ୍ରାଇଡ ଅଫ ଓଡ଼ିଶା ସମ୍ମାନରେ ଯୋଗଦେଲେ ରାଜ୍ୟପାଳ

February 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.