Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସମ୍ବିଧାନ ଦିବସ ପାଳିତ
ଆଜିର ଖବର

ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସମ୍ବିଧାନ ଦିବସ ପାଳିତ

November 26, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସମ୍ବିଧାନ ଦିବସ ପାଳିତ

ଭୁବନେଶ୍ବର: ଆଜି ହେଉଛି ସମ୍ବିଧାନ ଦିବସ। ଏହି ଉପଲକ୍ଷେ ବିଭିନ୍ନ ବିଭାଗ ତରଫରୁ ସମ୍ବିଧାନ ଦିବସ ପାଳିତ ହୋଇଛି। ବିଭାଗୀୟ କର୍ମଚାରୀମାନେ ସମ୍ବିଧାନ ଅନୁଯାୟୀ କାର୍ଯ୍ୟ କରିବା ପାଇଁ ଶପଥ ପାଠ କରିଛନ୍ତି।

ସେହିପରି ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଆଜି ସମ୍ବିଧାନ ଦିବସ ପାଳନ କରାଯାଇଛି। ଜୟଦେବ ଭବନରେ ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ ବିଭାଗର ଅଧିକାରୀ ଓ କର୍ମଚାରୀଙ୍କୁ ସମ୍ବିଧାନର ପ୍ରସ୍ତାବନାରେ ରହିଥିବା ଗୁରୁତ୍ବ ସମ୍ପର୍କରେ ଅବଗତ କରାଇଥିଲେ।

ଇନ୍ଦ୍ରମଣି ତ୍ରିପାଠୀ ସମ୍ବିଧାନ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ମେଣ୍ଟ ବୈଠକ ପାଇଁ ବଡ଼ ନିଷ୍ପତ୍ତି ନେଲେ ଡିଏମକେ-ଆପ: ଯୋଗ ଦେବେ ନାହିଁ ଅଖିଳେଶ

September 29, 2026

Nalco Dividend: ନାଲକୋ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ୧,୦୮୩ କୋଟି ଟଙ୍କାର ଲାଭାଂଶ ପ୍ରଦାନ

September 29, 2026

ଆମେରିକାର ‘ମୋଷ୍ଟ ୱାଣ୍ଟେଡ୍’ ତାଲିକାରେ ଗୋଲ୍ଡୀ ବ୍ରାର: ୧୦ ଲକ୍ଷ ଡଲାର ପୁରସ୍କାର ଘୋଷଣା କଲା FBI

September 29, 2026

ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ହସ୍ତକ୍ଷେପ: ଓଡ଼ିଶା ସରକାରଙ୍କୁ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

September 29, 2026
Latest News

ଆସନ୍ତା ୮ ତାରିଖରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା

September 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.