Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜନଗଣର ନେତା ବୀରେନ୍‌ ମିତ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ
ଆଜିର ଖବର

ଜନଗଣର ନେତା ବୀରେନ୍‌ ମିତ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ

November 26, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜନଗଣର ନେତା ବୀରେନ୍‌ ମିତ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ

ଭୁବନେଶ୍ୱର: ଜନଗଣର ନେତା ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରେନ୍‌ ମିତ୍ର  ଜଣେ ରାଜନୈତିକ ନେତା ଓ ସମାଜ-ସଂସ୍କାରକ ଥିଲେ । ବାଲ୍ୟକାଳରୁ ତାଙ୍କ ମଧ୍ୟରେ ସାନବଡ଼ର ଭେଦଭାବ ନଥିଲା । ସେ ଜନସାଧାରଣଙ୍କୁ ଜନତା ଜନାର୍ଦ୍ଦନ ବୋଲି ବିଚାର କରୁଥିଲେ । ସେ ମୁଖ୍ୟମନ୍ତ୍ରୀ ହେବା ପରେ ରାଜ୍ୟର ସାଧାରଣ ଲୋକ ଖୁବ୍‌ ଖୁସି ହୋଇଥିଲେ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ ।

ଆଜି ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ବୀରେନ୍‌ ମିତ୍ର ଫାଉଣ୍ଡେସନ୍‌ର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ଜୟଦେବ ଭବନଠାରେ ଆୟୋଜିତ ଜନଗଣର ନେତା ବୀରେନ୍‌ ମିତ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ବୀରେନ୍‌ ମିତ୍ର ଫାଉଣ୍ଡେସନ୍‌ର ସଭାପତି ଶ୍ରୀ ପିୟଦର୍ଶୀ ମିଶ୍ର, ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ ଯୋଗ ଦେଇଥିଲେ।

ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ ଅତିଥିମାନଙ୍କୁ ସ୍ୱାଗତ ଭାଷଣ ପ୍ରଦାନ କରି ବ୍ୟକ୍ତିଗତ ଜୀବନରେ ସରଳତା, ତ୍ୟାଗ, ସେବା ଓ ରାଜନୈତିକ ଜୀବନରେ ଦକ୍ଷତା ଓ ନିର୍ଭୀକତା ନିମନ୍ତେ ବୀରେନ୍‌ ମିତ୍ର ଚିରସ୍ମରଣୀୟ ରହିବେ ବୋଲି କହିଥିଲେ। ପ୍ରାରମ୍ଭରେ ଅତିଥିମାନେ ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରେନ୍‌ ମିତ୍ର୍ରଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।

ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରେନ୍ ମିତ୍ର ପ୍ରଫୁଲ୍ଲ କୁମାର ମଲ୍ଲିକ
Share. Facebook Twitter LinkedIn Email WhatsApp Copy Link

Related Posts

ସିିଜିମାଳି ବିସ୍ଥାପିତଙ୍କୁ ନ୍ୟାୟ ଦାବୀରେ ଯୁବ କଂଗ୍ରେସ ତରଫରୁ ପଦଯାତ୍ରା 

May 23, 2026

ଏଥର ରଥଯାତ୍ରା ଶାନ୍ତିଶୃଙ୍ଖଳାର ସହ କରିବା ପାଇଁ ବସିଲା ଉଚ୍ଚ ସ୍ତରୀୟ ବୈଠକ

May 23, 2026

CII Odisha Chapter: ଓଡିଶାରେ ଅନୁଷ୍ଠିତ ହେବ ସିଆଇଆଇ ପୂର୍ବାଞ୍ଚଳ ପରିଷଦ ସମ୍ମିଳନୀ

May 23, 2026

କୋଲକାତାରେ ପହଞ୍ଚିଲେ ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

May 23, 2026
Latest News

ସିିଜିମାଳି ବିସ୍ଥାପିତଙ୍କୁ ନ୍ୟାୟ ଦାବୀରେ ଯୁବ କଂଗ୍ରେସ ତରଫରୁ ପଦଯାତ୍ରା 

May 23, 2026

ଏଥର ରଥଯାତ୍ରା ଶାନ୍ତିଶୃଙ୍ଖଳାର ସହ କରିବା ପାଇଁ ବସିଲା ଉଚ୍ଚ ସ୍ତରୀୟ ବୈଠକ

May 23, 2026

CII Odisha Chapter: ଓଡିଶାରେ ଅନୁଷ୍ଠିତ ହେବ ସିଆଇଆଇ ପୂର୍ବାଞ୍ଚଳ ପରିଷଦ ସମ୍ମିଳନୀ

May 23, 2026

କୋଲକାତାରେ ପହଞ୍ଚିଲେ ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

May 23, 2026

ପୋଲିସ SI ସ୍କାମ : ୧୭ ଜଣଙ୍କ ଜାମିନ ଖାରଜ

May 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.