Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫ୍ରାନ୍ସର ଲିଓନ୍‌ରେ ବିସ୍ଫୋରଣ, ୧୩ରୁ ଅଧିକ ଆହତ
ଆଜିର ଖବର

ଫ୍ରାନ୍ସର ଲିଓନ୍‌ରେ ବିସ୍ଫୋରଣ, ୧୩ରୁ ଅଧିକ ଆହତ

May 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
13 people injured in lyon blast
13 people injured in lyon blast

ଫ୍ରାନ୍ସର ଲିଓନ୍‌ରେ ଏକ ପାର୍ସଲ ବୋମା ବିସ୍ଫୋରଣ ଘଟିଛି। ଫ୍ରାନ୍ସର ଦକ୍ଷିଣପୂର୍ବ ଭାଗର ପ୍ରେସିଡେନ୍ସିଆଲ୍‌ ଷ୍ଟ୍ରିଟ୍‌ରେ ଏହି ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣରେ ୧୩ରୁ ଅଧିକ ବ୍ୟକ୍ତି ଆହତ ହୋଇଛନ୍ତି। ଦେଶର ନିର୍ବାଚନ ଅନୁଷ୍ଠିତ ହେବାର ଦୁଇ ଦିନ ପୂର୍ବରୁ ଏହି ବିସ୍ଫୋରଣକୁ ନିନ୍ଦା କରିଛନ୍ତି ରାଷ୍ଟ୍ରପତି ଏମାନୁଏଲ୍‌ ମାକ୍ରନ୍‌। ଜଣେ ୩୦ବର୍ଷୀୟ ବ୍ୟକ୍ତି ଏହି ବିସ୍ଫୋରଣରେ ସମ୍ପୃକ୍ତ ଥିବା ଜଣା ପଡିଛି। ବିସ୍ଫୋରଣର ଠିକ୍‌ ପୂର୍ବରୁ ଉକ୍ତ ଯୁବକଙ୍କୁ ସିସିଟିଭିରେ ଦେଖିବାକୁ ମିଳିଛି। ଆହତଙ୍କ ମଧ୍ୟରୁ ୧୩ ଜଣ ଗୁରୁତର ରହିଥିବା ବେଳେ ସମସ୍ତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏକ ବେକରୀ କାଉଣ୍ଟର ସମ୍ମୁଖରେ ଏକ ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣରେ ନିକଟସ୍ଥ ଘର ଗୁଡିକର କାଚ ଭାଙ୍ଗି ଯାଇଛି। କୌଣସି ଆତଙ୍କୀ ସଙ୍ଗଠନ ଏନେଇ ନିଜକୁ ଦାୟୀ କରି ନଥିବା ବେଳେ ଅପରାଧୀଙ୍କ ବିପକ୍ଷରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରାଷ୍ଟ୍ରପତି ମାକ୍ରନ୍‌ ସୂଚନା ଦେଇଛନ୍ତି।

blast france thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026
Latest News

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.